ରାଷ୍ଟ୍ରପତି Draupadi Murmu ଙ୍କୁ ଭବ୍ୟ ସ୍ଵାଗତ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ Naveen Patnaik

ଦର୍ଶକ ବନ୍ଧୁ ଆମ ଦେଶର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଆପଣ ମାନେ ସମସ୍ତେ ନିଶ୍ଚୟ ଜାଣିଥିବେ । ଦ୍ରୌପଦୀ ହେଉଛନ୍ତି ଭାରତର ପ୍ରଥମ ଆଦିବାସୀ ମହିଳା ରାଷ୍ଟ୍ରପତି । ଏହା ସହ ସବୁଠାରୁ ବଡ କଥା ହେଲା ଦ୍ରୌପଦୀ ହେଉଛନ୍ତି ଆମ ଓଡିଶାର ପ୍ରଥମ ମହିଳା ଯିଏ ଏତେ ବଡ ପଦବୀରେ ଅଛନ୍ତି । ଆମ ଓଡିଶାରେ କେହି ବି ମହିଳା ଏତେ ବଡ ପଦବୀରେ ବସି ନଥିଲେ । ତେବେ ଦ୍ରୌପଦୀ ରାଷ୍ଟ୍ରପତି ହେବା ପରେ ଅତି ସୁନ୍ଦର ଭାବରେ ନିଜ ଦାୟିତ୍ଵ ନିର୍ବାହ କରୁଛନ୍ତି ।

ସେ ନିଜ ସ୍ଵାମୀ ଆଉ ଦୁଇ ପୁଅଙ୍କୁ ହରାଇ ଛନ୍ତି ଆଉ ନିଜ ଜୀବନରେ ବହୁତ ଦୁଃଖ କଷ୍ଟ ସହି ଛନ୍ତି । ତେଣୁ ଏହି ପଦବୀ ପାଇଁ ସେ ସଠିକ ପ୍ରାର୍ଥୀ ରୂପେ ନିର୍ବାଚିତ ହୋଇଥିଲେ । ତେବେ ଦ୍ରୌପଦୀ ରାଷ୍ଟ୍ରପତି ହେବା ପରେ ଗତ କିଛି ଦିନ ତଳେ ସେ ଓଡିଶା ଆସିଥିଲେ ଯାହାକୁ ନେଇ ଚର୍ଚ୍ଚା ହୋଇଥିଲା ।

ଆଉ ଏବେ ବି କିଛି ସେଭଳି ଘଟଣା ଘଟିଛି ଯେଉଁଥି ପାଇଁ ରାଷ୍ଟ୍ରପତି ଦ୍ରୌପଡୁ ମୁର୍ମୁ ଏବେ ପୁଣି ଚର୍ଚ୍ଚାକୁ ଆସିଛନ୍ତି । ବନ୍ଧୁଗଣ ଏବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଖୁବ ଭାଇରାଲ ହେବାରେ ଲାଗିଛି । ଆଜି ଆମେ ଆପଣ ମାନଙ୍କୁ ଏହି ଭିଡିଓ ବିଷୟରେ କହିବାକୁ ଯାଉଛୁ । ଆପଣ ମାନେ ସମସ୍ତେ ଏହି ଭିଡିଓ ଦେଖିଲେ ବହୁତ ଖୁସି ହେବେ । ତା ହେଲେ ଆଉ ଡେରି ନକରି ଆସନ୍ତୁ ଜାଣିବା ଏହି ଭିଡିଓ ବିଷୟରେ ।

ଦର୍ଶକ ବନ୍ଧୁ ଭାଇରାଲ ହେଉଥିବା ଭିଡିଓରେ ଆମ ଦେଶର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁଣି ଓଡିଶା ଆସି ଛନ୍ତି । ସେ ଏୟାରପୋର୍ଟରେ ଥିବା ସମୟରେ ତାଙ୍କୁ ସ୍ଵାଗତ କରା ଯାଇଛି । ଆଉ ସବୁଠାରୁ ବଡ ଖୁସିର କଥା ଏହା ହେଉଛି ଯେ ତାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଉ ଓଡିଶାର ରାଜ୍ଯପାଳ ସ୍ଵାଗତ କରୁଥିବାର ନଜର ଆସୁଛନ୍ତି । ଉଭୟ ମୁଖ୍ୟମନ୍ତ୍ରୀ ଆଉ ରାଜ୍ଯପାଳ ଏୟାର ପୋର୍ଟ ଯାଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସ୍ଵାଗତ କରିଛନ୍ତି ।

ଆଉ ଏହି ଘଟଣାର ଭିଡିଓ ଏବେ ସୋସିଆଲ ମିଡିଆରେ ଖୁବ ମାତ୍ରାରେ ଭାଇରାଲ ହେବାରେ ଲାଗିଛି । ଏହି ଭିଡିଓ ଦେଖି ଅନେକ ଲୋକ ନିଜର ପ୍ରତିକ୍ରିୟା ଦେଉଛନ୍ତି । ତା ହେଲେ ବନ୍ଧୁଗଣ ଏହି ଭିଡିଓ ଉପରେ ଆପଣ ମାନଙ୍କର ମତ କଣ ଆମକୁ କମେଣ୍ଟ ମାଧ୍ୟମରେ ନିଶ୍ଚୟ ଜଣାଇବେ, ଧନ୍ୟବାଦ ।

Leave a Reply

Your email address will not be published. Required fields are marked *