ଏହି ବର୍ଷ ୨୦୨୦ ଟି କାହା ପାଇଁ ମଧ୍ୟ ଭଲ ରହି ନାହିଁ । କରୋନା ଭାଇରସ ର ତାଣ୍ଡବରେ ସାରା ବିଶ୍ଵ ଥରହର ହେଉଛି । ଯାହା ପାଇଁ ଦେଶର ଅର୍ଥନୀତି ମଧ୍ୟ ତଳକୁ ଖସି ଯାଇଥିଲା ଓ ସୁନାର ଦାମ ଆକାଶ ଛୁଆଁ ହୋଇଥିଲା । ଯେହେତୁ ଏବେ ସବୁ ଧୀରେ ଧୀରେ ସ୍ଵାଭାବିକ ହେଉଛି ଓ କରୋନା ଟୀକା ଆସିବାର ସମ୍ଭାବନା ଅବଢୁଛି ତେଣୁ ଡଲାର ର ମୂଲ୍ୟ ମଧ୍ୟ ଧୀରେ ଧୀରେ ସବୁ ବଢିବାକୁ ଲାଗିଛି । ତେଣୁ ସୁନାର ଦାମ ରେ କ୍ରମାଗତ ଭାବେ ଉତ୍ଥାନ ପତ୍ତନ ଲାଗି ରହିଛି । ତେଣୁ ଆଜି ଆମେ ଆପଣଙ୍କୁ ଆଜିର ସୁନା ର ଦାମ କଣ ରହିଛି ସେହି ବିଷୟରେ କହିବାକୁ ଯାଉଛୁ ।
ଆଜି ଆମେ ଆପଣଙ୍କୁ ଆଜି ମାନେ ୧୩ ଅକ୍ଟୋବର ର ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନାର ମୂଲ୍ୟ କେତେ ରହିଛି ତାହା ବିଷୟରେ ଆମେ ଆପଣଙ୍କୁ କହିବୁ । ଏହା ସହିତ କାଲି ସୁନା ର ଦାମ କେତେ ଥିଲା ତାହା ମଧ୍ୟ କହିବୁ । ବର୍ତ୍ତମାନ ଆସନ୍ତୁ ଜାଣିବା ।
୨୨ କ୍ୟାରେଟ ସୁନାର ଦାମ
ଆଜି ଭୁବନେଶ୍ଵର ବଜାରରେ ୨୨ କ୍ୟାରେଟ ସୁନାର ଦାମ ୧ ଗ୍ରାମ ପ୍ରତି ୨୨ ଟଙ୍କା ହ୍ରାସ ପାଇ ୪,୮୬୫ ଟଙ୍କାରେ ପହଞ୍ଚିଛି ଯାହା ଗତକାଲି ୪,୮୮୭ ଟଙ୍କା ଥିଲା ।
ସେଇଠି ୨୨ କ୍ୟାରେଟ ସୁନା ୮ ଗ୍ରାମ ପ୍ରତି ୧୭୬ ଟଙ୍କା ହ୍ରାସ ପାଇ ୩୮,୯୨୦ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୩୯,୦୯୬ ଟଙ୍କା ଥିଲା ।
ଆଜି ୨୨ କ୍ୟାରେଟ ସୁନା ୧୦ ଗ୍ରାମକୁ ୨୨୦ ଟଙ୍କା ହ୍ରାସ ପାଇଁ ୪୮,୬୫୦ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୪୮,୮୭୦ ଟଙ୍କା ଥିଲା ।
୧ କିଲୋ ପ୍ରତି ୨୨ କ୍ୟାରେଟ ସୁନା ୨୨୦୦ ଟଙ୍କା ହ୍ରାସ ପାଇ ୪,୮୬,୫୦୦ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୪,୮୮,୭୦୦ ଟଙ୍କା ଥିଲା ।
୨୪ କ୍ୟାରେଟ ସୁନାର ଦାମ
ଆଜି ଭୁବନେଶ୍ବର ବଜାରରେ ୨୪ କ୍ୟାରେଟ ସୁନାର ଦାମ ୧ ଗ୍ରାମ ପ୍ରତି ୨୨ ଟଙ୍କା ହ୍ରାସ ପାଇ ୫,୩୦୯ ଟଙ୍କା ରେ ପହଞ୍ଚିଛି, ଯାହା ଗତକାଲି ୫,୩୩୧ ଟଙ୍କା ଥିଲା ।
ସେହିପରି ୨୪ କ୍ୟାରେଟ ସୁନା ୮ ଗ୍ରାମ ପ୍ରତି ୧୭୬ ଟଙ୍କା ହ୍ରାସ ପାଇ ୪୨,୪୭୨ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୪୨,୬୪୮ ଟଙ୍କା ଥିଲା ।
ଆଜି ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୨୨୦ ଟଙ୍କା ହ୍ରାସ ପାଇ ୫୩,୦୯୦ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୫୩,୩୧୦ ଟଙ୍କା ଥିଲା ।
ଆଜି ୧ କିଲୋ ପ୍ରତି ୨୪ କ୍ୟାରେଟ ସୁନା ୨,୨୦୦ ଟଙ୍କା ହ୍ରାସ ପାଇ ୫,୩୦,୯୦୦ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୫,୩୩,୧୦୦ ଟଙ୍କା ଥିଲା ।
ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ଦାମ୍ ୧୦ ଗ୍ରାମ ପ୍ରତି ୪୯,୫୪୦ ଟଙ୍କା ରହିଛି ଓ ୨୪ କ୍ୟାରେଟ୍ ସୁନାର ଦାମ୍ ୧୦ ଗ୍ରାମ ପ୍ରତି ୫୦,୫୪୦ ଟଙ୍କା ରହିଛି । ତାହା ଉପରେ ୩ ପ୍ରତିଶତ ଜିଏସ୍ଟି ଲାଗୁ କରାଯାଇଛି।
ସେହିପରି ରାଜଧାନୀ ଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ଦାମ୍ ୧୦ ଗ୍ରାମ ପ୍ରତି ୪୯,୫୫୦ ଟଙ୍କା ରହିଛି ଓ ୨୪ କ୍ୟାରେଟ୍ ସୁନାର ଦାମ୍ ୧୦ ଗ୍ରାମ ପ୍ରତି ୫୪,୮୮୦ ଟଙ୍କା ରହିଛି ।
ଦେଶ ବିଦେଶର ସମସ୍ତ ଖବର ସହ ଅପଡେଟ ରହିବା ପାଇଁ ଆମ ପେଜକୁ ଲାଇକ କରି ଆମ ସହିତ ଯୋଡି ହୁଅନ୍ତୁ । ଧନ୍ୟବାଦ