କୁନି ପୁଅକୁ କଣ କହି ଗେଲ କରୁଛନ୍ତି Ollywood ହିରୋଇନ Priya ଦେଖିଲେ ହସି ହସି ଗଡିବେ ଆପଣ ! ଦେଖନ୍ତୁ Video

ବନ୍ଧୁଗଣ ଆପଣ ମାନେ ସମସ୍ତେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ ଅଭିନେତ୍ରୀ ମାନଙ୍କୁ ବେସ ଭଲ ଭାବରେ ଜାଣିଥିବେ । ଏହି ଅଭିନେତ୍ରୀ ମାନେ ନିଜ ପର୍ଶନାଲ ଲାଇଫ ଓ ନିଜ ସୁନ୍ଦରତା ପାଇଁ ସୋସିଆଲ ମିଡିଆରେ ସବୁବେଳେ ଚର୍ଚାରେ ରୁହନ୍ତି । ଆଜି ଆମେ ଆପଣ ମାନଙ୍କୁ ଯେଉଁ ଓଡିଆ ଅଭିନେତ୍ରୀଙ୍କ ବିଷୟରେ କହିବାକୁ ଯାଉଛୁ ସେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ସୁନାମ ଅର୍ଜନ କରିଛନ୍ତି ।

ବନ୍ଧୁଗଣ ଏହି ଅଭିନେତ୍ରୀ ଜଣକ ଆଉ କେହି ନୁହେଁ ଏ ହେଉଛନ୍ତି ପ୍ରିୟା ଚୌଧୁରୀ । ବନ୍ଧୁଗଣ ଆପଣ ମାନେ ସମସ୍ତେ ପ୍ରିୟା ଚୌଧୁରୀଙ୍କ ଜବରଦସ୍ତ ଅଭିନୟ ତ ନିଶ୍ଚୟ ଦେଖିଥିବେ । ପ୍ରିୟା ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅନେକ ସୁପର ହିଟ ଫିଲ୍ମରେ କାମ କରିଛନ୍ତି । ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିର କେତେକ ଦିଗଜ ଅଭିନେତା ମାନଙ୍କ ସହ ସେ ଅଭିନୟ କରି ପ୍ରସିଦ୍ଧି ହାସଲ କରିଛନ୍ତି । ତାଙ୍କ ସୁନ୍ଦରତା ଓ ତାଙ୍କ ଅଭିନୟକୁ ଦେଖିବା ପାଇଁ ଲୋକମାନେ ବେସ ଅଧିକ ପସନ୍ଦ କରନ୍ତି ।

ବନ୍ଧୁଗଣ ବିବାହ କରିବା ପରେ ପ୍ରିୟା ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରି ଠାରୁ ଦୂରେଇ ଯାଇଥିଲେ । ହେଲେ ସେ କେତେକ ଓଡିଆ ରିଆଲିଟି ସୋରେ ଜଜ୍ ଭୂମିକାରେ ନଜର ଆସୁଛନ୍ତି । ଫିଲ୍ମରେ ନଜର ନଆସିଲେ ମଧ୍ୟ ସେ ସବୁବେଳେ ସୋସିଆଲ ମିଡିଆରେ ନିଜ ପର୍ଶନାଲ ଲାଇଫ ଓ ନିଜ ସୁନ୍ଦରତା ପାଇଁ ଚର୍ଚାରେ ରୁହନ୍ତି ।

ବନ୍ଧୁଗଣ ଆପଣ ମାନେ ତ ଏହା ନିଶ୍ଚୟ ଜାଣିଥିବେ ଯେ ପ୍ରିୟାଙ୍କର ଏକ କୁନି ପୁଅ ଅଛି । ପ୍ରିୟା ନିଜ କୁନି ପୁଅ ସହ ଅନେକ ଫଟୋସ ଓ ଭିଡିଓ ସୋସିଆଲ ମିଡିଆରେ ଅପଲୋଡ କରନ୍ତି । ଗତ କିଛି ସମୟ ହେବ ପ୍ରିୟା ଓ ତାଙ୍କ ପୁଅର ଏକ ଭିଡିଓ ସୋସିଆଲ ମିଡିଆରେ ବହୁତ ଭାଇରାଲ ହେଉଛି । ଏହି ଭିଡିଓ ବିଷୟରେ ଜାଣିଲେ ଆପଣ ମାନେ ବହୁତ ହସିବେ । ତା ହେଲେ ବନ୍ଧୁଗଣ ଆସନ୍ତୁ ଜାଣିବା ଏହି ଭିଡିଓ ବିଷୟରେ ।

ଭାଇରାଲ ହେଉଥିବା ଭିଡିଓରେ ପ୍ରିୟା ନିଜ ପୁଅ ସହ ଖେଳୁ ଥିବାର ଓ ଗେଲ କରୁଥିବାର ନଜର ଆସୁଛନ୍ତି । ପୁଅ ସହ ଖେଳିବା ସମୟରେ ପ୍ରିୟା କହୁଛନ୍ତି ‘ମୋ ପୁଅକୁ କଣ କେହି ଗାର୍ଲଫ୍ରେଣ୍ଡ ମିଳିଲେ ନାହିଁ’ । ପ୍ରିୟାଙ୍କ ଏହି କଥା ଶୁଣି ତାଙ୍କ ଫ୍ୟାନ୍ସ ମାନେ ଏହି ଭିଡିଓକୁ ବହୁତ ଏଞ୍ଜୋଏ କରୁଛନ୍ତି । ତା ହେଲେ ବନ୍ଧୁଗଣ ଆପଣ ମାନଙ୍କୁ ପ୍ରିୟାଙ୍କ ଏହି ଭିଡିଓଟି କେମିତି ଲାଗିଲା ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ଧନ୍ୟବାଦ ।

Leave a Reply

Your email address will not be published. Required fields are marked *