ବନ୍ଧୁଗଣ ଆପଣ ମାନେ ସମସ୍ତେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ କଳାକାର ମାନଙ୍କୁ ବେସ ଭଲ ଭାବରେ ଦେଖିଥିବେ । ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରି ହେଉ ବା ଓଡିଆ ଟିଭି ଇଣ୍ଡଷ୍ଟ୍ରି କଳାକାର ମାନେ ସବୁବେଳେ ନିଜ ପର୍ଶନାଲ ଲାଇଫ ଓ ନିଜ ଅଭିନୟ ପାଇଁ ସୋସିଆଲ ମିଡିଆରେ ଚର୍ଚାରେ ରୁହନ୍ତି । ତେବେ ବନ୍ଧୁଗଣ ଆଜି ଆମେ ଆପଣ ମାନଙ୍କୁ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ପ୍ରସିଦ୍ଧ ଅଭିନେତା ସିଦ୍ଧାନ୍ତ ମହାପାତ୍ର ଓ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିର ସୁନ୍ଦରୀ ନାଟିକା ଝିଲିକ ଭଟ୍ଟାଚାର୍ଜ୍ୟଙ୍କ ବିଷୟରେ କହିବାକୁ ଯାଉଛୁ ।
ବନ୍ଧୁଗଣ ଝିଲିକ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଦୀର୍ଘ ଦିନ ଧରି କାମ କରୁଛନ୍ତି ଓ କେତେକ ଦିଗଜ ଅଭିନେତା ମାନଙ୍କ ସହ ଅଭିନୟ କରି ସୁନାମ ଅର୍ଜନ କରିଛନ୍ତି । ଆସିବା ଦିନରୁ ଝିଲିକ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ନିଜର ଅନେକ ଫଟୋ ଅପଲୋଡ କରନ୍ତି ଓ ଦେଖୁ ଦେଖୁ ତାଙ୍କ ଫଟୋ ଗୁଡିକ ଭାଇରାଲ ହୋଇଯାଏ । ଅନ୍ୟ ପକ୍ଷରେ ଦେଖିବାକୁ ଗଲେ ସିଦ୍ଧାନ୍ତ ମଧ୍ୟ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିର ଜଣେ ଦିଗଜ ଅଭିନେତା ଅଟନ୍ତି ।
ସେ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅନେକ ସୁପର ହିଟ ଫିଲ୍ମ କରି ପ୍ରସିଦ୍ଧି ହାସଲ କରିଛନ୍ତି ଓ ତାଙ୍କ ଲୋକପ୍ରିୟତା ମଧ୍ୟ ବେସ ଅଧିକ ରହିଛି । ତେବେ ବନ୍ଧୁଗଣ ଗତ କିଛି ସମୟ ହେବ ଓଡିଆ ଅଭିନେତ୍ରୀ ଝିଲିକ ଓ ଅଭିନେତା ସିଦ୍ଧାନ୍ତଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ବହୁତ ଭାଇରାଲ ହେଉଛି ।
ଏହି ଭିଡିଓ ବିଷୟରେ ଜାଣିଲେ ଆପଣ ମାନେ ନିଶ୍ଚୟ ଆଶ୍ଚର୍ଯ୍ୟ ହେବେ କାରଣ ଏହି ଭିଡିଓରେ ଝିଲିକ ଅଭିନେତା ସିଦ୍ଧାନ୍ତଙ୍କ ଗୋଡ ଧରୁ ଥିବାର ନଜର ଆସୁଛନ୍ତି । ବନ୍ଧୁଗଣ ଏହି କଥାଟି ଆପଣ ମାନେ ନିଶ୍ଚିନ୍ତ ଆଶ୍ଚର୍ଯ୍ୟ ଲାଗୁଥିବ ହେଲେ ଏହା ସତ । ତେବେ ଆଜି ଆମେ ଆପଣ ମାନଙ୍କୁ ଏହି ଭାଇରାଲ ଭିଡିଓ ବିଷୟରେ କହିବାକୁ ଯାଉଛୁ ତା ହେଲେ ଆସନ୍ତୁ ଜାଣିବା ଏହି ଭିଡିଓ ବିଷୟରେ ।
ବନ୍ଧୁଗଣ ଭାଇରାଲ ହେଉଥିବା ଭିଡିଓରେ ସିଦ୍ଧାନ୍ତ ଓ ଝିଲିକ ନିଜ ଫିଲ୍ମର ସୁଟିଙ୍ଗ ସେଟରେ ମସ୍ତି କରୁଥିବାର ନଜର ଆସୁଛନ୍ତି । ତେବେ ସିଦ୍ଧାନ୍ତ ଶୋଇଥିବା ବେଳେ ଝିଲିକ ସିଦ୍ଧାନ୍ତଙ୍କୁ ଉଠାଇବା ପାଇଁ ତାଙ୍କ ଗୋଡକୁ ଆଗକୁ ଠେଲି ଦେଉଛନ୍ତି । ସୋସିଆଲ ମିଡିଆରେ ଏହି ଭିଡିଓଟି ବହୁତ ଭାଇରାଲ ହେଉଛି । ତା ହେଲେ ଆପଣ ମାନଙ୍କୁ ଏହି ଭିଡିଓଟି କେମିତି ଲାଗିଲା ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ଧନ୍ୟବାଦ ।