ବନ୍ଧୁଗଣ ଆଜିକାଲି ଦୁନିଆରେ ଘଟୁଥିବା ସମସ୍ତ ଘଟଣା ସୋସିଆଲ ମିଡିଆରେ ବହୁତ ମାତ୍ରାରେ ଭାଇରାଲ ହେଉଛି । ବର୍ତ୍ତମାନର ଏହି ଡିଜିଟାଲ ଦୁନିଆରେ ସମସ୍ତ ଲୋକ ଇଣ୍ଟର୍ନେଟ ଓ ସୋସିଆଲ ମିଡିଆର ବ୍ୟବହାର କରୁଛନ୍ତି । ଦେଶ ବିଦେଶରେ ଘଟୁଥିବା ସମସ୍ତ ଘଟଣା ଓ ଖବର ସୋସିଆଲ ମିଡିଆରେ ବହୁତ ମାତ୍ରାରେ ଭାଇରାଲ ହେଉଛି । ଲୋକମାନେ ଏହି ସବୁ ଘଟଣା ବିଷୟରେ ଯେକୌଣସି ସ୍ଥାନରେ ରହି ଜାଣି ପାରୁଛନ୍ତି ।

ତେବେ ବନ୍ଧୁଗଣ ଗତ କିଛି ସମୟ ହେବ ସୋସିଆଲ ମିଡିଆରେ ଏକ ଭିଡିଓ ବହୁଳ ମାତ୍ରାରେ ଭାଇରାଲ ହେଉଛି ଓ ଆଜି ଆମେ ଆପଣ ମାନଙ୍କୁ ଏହି ଭିଡିଓ ବିଷୟରେ କହିବାକୁ ଯାଉଛୁ । ଆପଣ ମାନେ ସମସ୍ତେ ଏହି ଭିଡିଓଟିକୁ ଦେଖିଲେ ନିଜ ହସ ରୋକିପାରିବେ ନାହିଁ । ତା ହେଲେ ବନ୍ଧୁଗଣ ଆଉ ଡେରି ନକରି ଆସନ୍ତୁ ଜାଣିବା ଏହି ଭିଡିଓ ବିଷୟରେ ।
ବନ୍ଧୁଗଣ ସୋସିଆଲ ମିଡିଆ ହେଉଛି ଏକ ଏପରି ପ୍ଲାଟଫର୍ମ ଯାହାଦ୍ୱାରା ଲୋକମାନେ ନିଜ ଟ୍ୟାଲେଣ୍ଟ ଦେଖାଇ ବା ଲୋକ ମାନଙ୍କ ମନୋରଞ୍ଜନ କରି ଅତି ସହଜରେ ଫେମସ ହୋଇପାରିବେ । ଠିକ ସେହି ପରି ଏକ ଭିଡିଓ ବର୍ତ୍ତମାନ ଭାଇରାଲ ହେବାରେ ଲାଗିଛି ଯେଉଁଥିରେ ଜଣେ ଯୁବକ ଏପରି କିଛି କଥା କହୁଛନ୍ତି ଯାହା ଦେଖିଲେ ଆପଣ ମାନେ ହସି ହସି ଗଡିବେ ।
ତେବେ ଆଜି ଆମେ ଆପଣ ମାନଙ୍କୁ ଏହି ଯୁବକଙ୍କ ଭାଇରାଲ ଭିଡିଓ ବିଷୟରେ କହିବାକୁ ଯାଉଛୁ ତା ହେଲେ ଆଉ ଡେରି ନକରି ଆସନ୍ତୁ ଜାଣିବା ଏହା ବିଷୟରେ ।ବନ୍ଧୁଗଣ ଆପଣ ମାନେ ସମସ୍ତେ ଆମ ଦେଶର ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ବେସ ଭଲ ଭାବରେ ଜାଣିଥିବେ । ନରେନ୍ଦ୍ର ମୋଦୀ ଦେଶ ବିଦେଶରେ ଚର୍ଚ୍ଚାରେ ରୁହନ୍ତି । ତାଙ୍କ ଚିନ୍ତାଧାରା ଓ ତାଙ୍କ ବିଚାର ପାଇଁ ସେ ବହୁତ ଲୋକପ୍ରିୟତା ହାସଲ କରିଛନ୍ତି ।

ବନ୍ଧୁଗଣ ସିଧା ଭାଷାରେ କହିବାକୁ ଗଲେ ନରେନ୍ଦ୍ର ମୋଦୀ କୌଣସି ବଲିଉଡ କଳାକାର ଠାରୁ କମ ନୁହନ୍ତି । ସେ କେବଳ ଭାରତ ନୁହେଁ ଅନ୍ୟ ଦେଶ ମାନଙ୍କରେ ମଧ୍ୟ ତାଙ୍କ ଲୋକପ୍ରିୟତା ବହୁତ ରହିଛି । ତେବେ ଭାଇରାଲ ହେଉଥିବା ଭିଡିଓରେ ଜଣେ ଯୁବକ ନରେନ୍ଦ୍ର ମୋଦୀଙ୍କ ନକଲ ବା ମିମିକ୍ରି କରୁଥିବାର ନଜର ଆସୁଛି । ଯୁବକ ଜଣକଙ୍କ ଟ୍ୟାଲେଣ୍ଟ ଦେଖି ଲୋକମାନେ ବହୁତ ଉପଭୋଗ କରିଛନ୍ତି । ତା ହେଲେ ଆପଣ ମାନଙ୍କୁ ଏହି ଭାଇରାଲ ଭିଡିଓଟି କେମିତି ଲାଗିଲା ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ଧନ୍ୟବାଦ ।

