ଆଜି ଭୟଙ୍କର ଶସ୍ତା ହେଲା ସୁନା, ଜାଣନ୍ତୁ କଣ ରହିଛି ଆଜିର 22 କ୍ୟାରେଟ ଓ 24 କ୍ୟାରେଟ Gold Rate

କାରୋନା ଭାଇରସ କାରଣରୁ ଦେଶର ଅର୍ଥନୀତି ବିଗିଡି ଯାଇଛି । ଯେଉଁ କାରଣରୁ ସୁନାର ଦାମ ଆକାସ୍ଶ ଛୁଆଁ ହୋଇଛି । କିନ୍ତୁ ଏବେ ପରିସ୍ଥିତିରେ ସୁଧାର ଆସିବା କାରଣରୁ ଡ଼ଲାର ର ମୂଲ୍ୟ ବଢିବାରେ ଲାଗିଛି ଯେଉଁ କାରଣରୁ ସୁନାର ମୂଲ୍ଯରେ ଉତ୍ଥାନ ପତ୍ତନ ଲାଗି ରହିଛି । ତେବେ ଆଜି ସୁନାର ଦାମ ହ୍ରାସ ପାଇଛି । ଆଜି ଆମେ ଆପଣଙ୍କୁ ଏହି ଲେଖା ମାଧ୍ୟମରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ଉଭୟ ସୁନାର ମୂଲ୍ୟ ବିଷୟରେ କହିବୁ । ତେବେ ଚାଳନ୍ତୁ ଜାଣିବା ଆଜିର ସୁନା ଦାମ କେତେ ହ୍ରାସ ପାଇଛି ।

ଆଜି ଆମେ ଆପଣଙ୍କୁ ଆଜି ମାନେ ୭ ଅକ୍ଟୋବର ର ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନାର ମୂଲ୍ୟ କେତେ ରହିଛି ତାହା ବିଷୟରେ ଆମେ ଆପଣଙ୍କୁ କହିବୁ । ଏହା ସହିତ କାଲି ସୁନା ର ଦାମ କେତେ ଥିଲା ତାହା ମଧ୍ୟ କହିବୁ । ବର୍ତ୍ତମାନ ଆସନ୍ତୁ ଜାଣିବା ।

୨୨ କ୍ୟାରେଟ ସୁନାର ଦାମ

ଆଜି ଭୁବନେଶ୍ଵର ବଜାରରେ ୨୨ କ୍ୟାରେଟ ସୁନାର ଦାମ ୧ ଗ୍ରାମ ପ୍ରତି ୪୦ ଟଙ୍କା ହ୍ରାସ ପାଇ ୪,୮୦୫ ଟଙ୍କାରେ ପହଞ୍ଚିଛି ଯାହା ଗତକାଲି ୪,୮୪୫ ଟଙ୍କା ଥିଲା ।

ସେଇଠି ୨୨ କ୍ୟାରେଟ ସୁନା ୮ ଗ୍ରାମ ପ୍ରତି ୩୨୦ଟଙ୍କା ହ୍ରାସ ପାଇ ୩୮,୪୪୦ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୩୮,୭୬୦ ଟଙ୍କା ଥିଲା ।

ଆଜି ୨୨ କ୍ୟାରେଟ ସୁନା ୧୦ ଗ୍ରାମକୁ ୪୦୦ ଟଙ୍କା ହ୍ରାସ ପାଇଁ ୪୮,୦୫୦ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୪୮,୪୫୦ ଟଙ୍କା ଥିଲା ।

୧ କିଲୋ ପ୍ରତି ୨୨ କ୍ୟାରେଟ ସୁନା ୪୦୦୦ ଟଙ୍କା ହ୍ରାସ ପାଇ ୪,୮୦,୫୦୦ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୪,୮୪,୫୦୦ ଟଙ୍କା ଥିଲା ।

୨୪ କ୍ୟାରେଟ ସୁନାର ଦାମ

ଆଜି ଭୁବନେଶ୍ବର ବଜାରରେ ୨୪ କ୍ୟାରେଟ ସୁନାର ଦାମ ୧ ଗ୍ରାମ ପ୍ରତି ୪୪ ଟଙ୍କା ହ୍ରାସ ପାଇ ୫,୨୪୧ ଟଙ୍କା ରେ ପହଞ୍ଚିଛି, ଯାହା ଗତକାଲି ୫,୨୮୫ ଟଙ୍କା ଥିଲା ।

ସେହିପରି ୨୪ କ୍ୟାରେଟ ସୁନା ୮ ଗ୍ରାମ ପ୍ରତି ୩୫୨ ଟଙ୍କା ହ୍ରାସ ପାଇ ୪୧,୯୨୮ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୪୨,୨୮୦ ଟଙ୍କା ଥିଲା ।

ଆଜି ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୪୪୦ ଟଙ୍କା ହ୍ରାସ ପାଇ ୫୨,୪୧୦ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୫୨,୮୫୦ ଟଙ୍କା ଥିଲା ।

ଆଜି ୧ କିଲୋ ପ୍ରତି ୨୪ କ୍ୟାରେଟ ସୁନା ୪,୪୦୦ ଟଙ୍କା ହ୍ରାସ ପାଇ ୫,୨୪,୧୦୦ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୫,୨୮,୫୦୦ ଟଙ୍କା ଥିଲା ।

ମୁମ୍ବାଇରେ ୨୨ କ୍ୟାରେଟ୍‌ ସୁନାର ଦାମ୍ ୧୦ ଗ୍ରାମ ପ୍ରତି ୪୯,୪୦୦ ଟଙ୍କା ରହିଛି ଓ ୨୪ କ୍ୟାରେଟ୍‌ ସୁନାର ଦାମ୍ ୧୦ ଗ୍ରାମ ପ୍ରତି ୫୦,୪୦୦ ଟଙ୍କା ରହିଛି । ତାହା ଉପରେ ୩ ପ୍ରତିଶତ ଜିଏସ୍‌ଟି ଲାଗୁ କରାଯାଇଛି।

ସେହିପରି ରାଜଧାନୀ ଦିଲ୍ଲୀରେ ୨୨ କ୍ୟାରେଟ୍‌ ସୁନାର ଦାମ୍ ୧୦ ଗ୍ରାମ ପ୍ରତି ୪୮,୯୦୦ ଟଙ୍କା ରହିଛି ଓ ୨୪ କ୍ୟାରେଟ୍‌ ସୁନାର ଦାମ୍ ୧୦ ଗ୍ରାମ ପ୍ରତି ୫୩,୮୬୦ ଟଙ୍କା ରହିଛି ।
ଦେଶ ବିଦେଶର ସମସ୍ତ ଖବର ସହ ଅପଡେଟ ରହିବା ପାଇଁ ଆମ ପେଜକୁ ଲାଇକ କରି ଆମ ସହିତ ଯୋଡି ହୁଅନ୍ତୁ । ଧନ୍ୟବାଦ

Leave a Reply

Your email address will not be published. Required fields are marked *