ଆଜି ଭୟଙ୍କର ଶସ୍ତା ହେଲା ସୁନା, ଜାଣନ୍ତୁ କେତେ ରହିଛି ଆଜିର 22 କ୍ୟାରେଟ ଓ 24 କ୍ୟାରେଟ Gold Rate

ବନ୍ଧୁଗଣ ଆପଣମାନଙ୍କୁ ଆମର ଏହି ଲେଖାକୁ ସ୍ଵାଗତ । ବନ୍ଧୁଗଣ ଗତ କିଛି ଦିନ ଧରି ସୁନାର ଦାମ କ୍ରମାଗତ ଭାବେ ହ୍ରାସ ପାଇବାକୁ ଲାଗିଛି । ଆପଣଙ୍କୁ କହି ଦେଉଛୁ କି କରୋନା ମହାମାରୀ କାରଣରୁ ସୁନାର ଦାମ ଆକାଶ ଛୁଆଁ ହୋଇ ଯାଇଥିଲା । ଏହାର କାରଣ ଥିଲା ଡଲାର ର ମୂଲ୍ୟ ହ୍ରାସ ପାଇବା । ଯେହେତୁ ବର୍ତ୍ତମାନ କାରୋନା ଟୀକା ବଜାରକୁ ଆସିବାର ସମ୍ଭାବନା ବଢିଛି ଓ ଡଲାର ର ମୂଲ୍ୟ ବୃଦ୍ଧି ହେବାରେ ଲାଗିଛି ତେଣୁ ଲଗାତାର ଭାବେ ସୁନାର ଦାମ ହ୍ରାସ ପାଇବାରେ ଲାଗିଛି ।

ଆଜି ଆମେ ଆପଣଙ୍କୁ ଆଜି ମାନେ ୨୬ ସେପ୍ଟେମ୍ବର ର ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନାର ମୂଲ୍ୟ କେତେ ରହିଛି ତାହା ବିଷୟରେ ଆମେ ଆପଣଙ୍କୁ କହିବୁ । ଏହା ସହିତ କାଲି ସୁନା ର ଦାମ କେତେ ଥିଲା ତାହା ମଧ୍ୟ କହିବୁ । ବର୍ତ୍ତମାନ ଆସନ୍ତୁ ଜାଣିବା ।

୨୨ କ୍ୟାରେଟ ସୁନାର ଦାମ

ଆଜି ଭୁବନେଶ୍ଵର ବଜାରରେ ୨୨ କ୍ୟାରେଟ ସୁନାର ଦାମ ୧ ଗ୍ରାମ ପ୍ରତି ୨୫ ଟଙ୍କା ହ୍ରାସ ପାଇ ୪,୭୮୦ ଟଙ୍କାରେ ପହଞ୍ଚିଛି ଯାହା ଗତକାଲି ୪,୮୦୫ ଟଙ୍କା ଥିଲା ।

ସେଇଠି ୨୨ କ୍ୟାରେଟ ସୁନା ୮ ଗ୍ରାମ ପ୍ରତି ୨୦୦ ଟଙ୍କା ହ୍ରାସ ପାଇ ୩୮,୨୪୦ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୩୮,୪୪୦ ଟଙ୍କା ଥିଲା ।

ଆଜି ୨୨ କ୍ୟାରେଟ ସୁନା ୧୦ ଗ୍ରାମକୁ ୨୫୦ ଟଙ୍କା ହ୍ରାସ ପାଇଁ ୪୭,୮୦୦ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୪,୮୦,୫୦୦ ଟଙ୍କା ଥିଲା ।

୧ କିଲୋ ପ୍ରତି ୨୨ କ୍ୟାରେଟ ସୁନା ୨୫୦୦ ଟଙ୍କା ହ୍ରାସ ପାଇ ୪,୭୮,୦୦୦ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୪,୮୦,୫୦୦ ଟଙ୍କା ଥିଲା ।

୨୪ କ୍ୟାରେଟ ସୁନାର ଦାମ

ଆଜି ଭୁବନେଶ୍ବର ବଜାରରେ ୨୪ କ୍ୟାରେଟ ସୁନାର ଦାମ ୧ ଗ୍ରାମ ପ୍ରତି ୨୩ ଟଙ୍କା ହ୍ରାସ ପାଇ ୫,୨୧୪ ଟଙ୍କା ରେ ପହଞ୍ଚିଛି, ଯାହା ଗତକାଲି ୫,୨୩୭ ଟଙ୍କା ଥିଲା ।

ସେହିପରି ୨୪ କ୍ୟାରେଟ ସୁନା ୮ ଗ୍ରାମ ପ୍ରତି ୧୮୪ ଟଙ୍କା ହ୍ରାସ ପାଇ ୪୧,୭୧୨ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୪୧,୮୯୬ ଟଙ୍କା ଥିଲା ।

ଆଜି ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୨୩୦ ଟଙ୍କା ହ୍ରାସ ପାଇ ୫୨,୧୪୦ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୫୨,୩୭୦ ଟଙ୍କା ଥିଲା ।

ଆଜି ୧ କିଲୋ ପ୍ରତି ୨୪ କ୍ୟାରେଟ ସୁନା ୨୩୦୦ ଟଙ୍କା ହ୍ରାସ ପାଇ ୫,୨୧,୪୦୦ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୫,୨୩,୭୦୦ ଟଙ୍କା ଥିଲା ।

ମୁମ୍ବାଇରେ ୨୨ କ୍ୟାରେଟ୍‌ ସୁନାର ଦାମ୍ ୧୦ ଗ୍ରାମ ପ୍ରତି ୪୮,୩୦୦ ଟଙ୍କା ରହିଛି ଓ ୨୪ କ୍ୟାରେଟ୍‌ ସୁନାର ଦାମ୍ ୧୦ ଗ୍ରାମ ପ୍ରତି ୪୯,୩୦୦ ଟଙ୍କା ରହିଛି । ତାହା ଉପରେ ୩ ପ୍ରତିଶତ ଜିଏସ୍‌ଟି ଲାଗୁ କରାଯାଇଛି।

ସେହିପରି ରାଜଧାନୀ ଦିଲ୍ଲୀରେ ୨୨ କ୍ୟାରେଟ୍‌ ସୁନାର ଦାମ୍ ୧୦ ଗ୍ରାମ ପ୍ରତି ୪୮,୬୦୦ ଟଙ୍କା ରହିଛି ଓ ୨୪ କ୍ୟାରେଟ୍‌ ସୁନାର ଦାମ୍ ୧୦ ଗ୍ରାମ ପ୍ରତି ୫୩,୦୨୦ ଟଙ୍କା ରହିଛି ।
ଦେଶ ବିଦେଶର ସମସ୍ତ ଖବର ସହ ଅପଡେଟ ରହିବା ପାଇଁ ଆମ ପେଜକୁ ଲାଇକ କରି ଆମ ସହିତ ଯୋଡି ହୁଅନ୍ତୁ । ଧନ୍ୟବାଦ

Leave a Reply

Your email address will not be published. Required fields are marked *