ପ୍ରଥମ ଥର ପାଇଁ ଦେଖନ୍ତୁ ହିରୋଇନ Anu Choudhuri ଙ୍କ Family Album, ହୋଲିରେ Anu ଙ୍କ କୁନି ଝିଅ କଲେ ଏମିତି ମସ୍ତି, ଦେଖନ୍ତୁ ଭିଡିଓ

ବନ୍ଧୁଗଣ ଆପଣ ମାନେ ସମସ୍ତେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ ଅଭିନେତ୍ରୀ ମାନଙ୍କୁ ବେସ ଭଲ ଭାବରେ ଜାଣିଥିବେ । ଏହି ଅଭିନେତ୍ରୀ ମାନେ ନିଜ ପର୍ଶନାଲ ଲାଇଫ ଓ ନିଜ ସୁନ୍ଦରତା ପାଇଁ ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରୁହନ୍ତି । ତେବେ ବନ୍ଧୁଗଣ ଆଜି ଆମେ ଆପଣ ମାନଙ୍କୁ ଯେଉଁ ଓଡିଆ ଅଭିନେତ୍ରୀ ଜଣକଙ୍କ ବିଷୟରେ କହିବାକୁ ଯାଉଛୁ ସେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ପ୍ରସିଦ୍ଧି ହାସଲ କରିଛନ୍ତି ।

ଏହି ଅଭିନେତ୍ରୀ ଜଣକ ଆଉ କେହି ନୁହେଁ ଏ ହେଉଛନ୍ତି ଅନୁ ଚୌଧୁରୀ । ବନ୍ଧୁଗଣ ଆପଣ ମାନେ ସମସ୍ତେ ଓଡିଆ ଅଭିନେତ୍ରୀ ଅନୁ ଚୌଧୁରୀଙ୍କ ଦମଦାର ଅଭିନୟ ତ ନିଶ୍ଚୟ ଦେଖିଥିବେ । ଅନୁ ନିଜ ସୁନ୍ଦରତା ଓ ନିଜ ଫିଲ୍ମ ଗୁଡିକ ପାଇଁ ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରୁହନ୍ତି । ଅନୁ ନିଜର ଦମଦାର ଅଭିନୟ ପଦର୍ଶନ କରି ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ସୁନାମ ଅର୍ଜନ କରିଛନ୍ତି ଓ ତାଙ୍କ ଲୋକପ୍ରିୟତା ମଧ୍ୟ ବେସ ଅଧିକ ରହିଛି ।

ବନ୍ଧୁଗଣ ଆସିବା ଦିନରୁ ଅନୁ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ନୂଆ ନୂଆ ଭିଡିଓ ଓ ଫଟୋ ସେୟାର କରନ୍ତି ତାଙ୍କର ସମସ୍ତ ଫଟୋ ଭିଡିଓ ଦେଖୁ ଦେଖୁ ଭାଇରାଲ ହୋଇଯାଏ । ତେବେ ବନ୍ଧୁଗଣ ଆପଣ ମାନେ ତ ଏହା ନିଶ୍ଚୟ ଜାଣିଥିବେ ଯେ, ଅନୁ ଗତ କିଛି ବର୍ଷ ତଳେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ । ବିବାହ ପରେ ମଧ୍ୟ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରି ସହ ଜଡିତ ହୋଇ ରହିଛନ୍ତି ଅନୁ ।

ବନ୍ଧୁଗଣ ଆଗାମୀ ଦିନରେ ତାଙ୍କର ନୂଆ ନୂଆ ଫିଲ୍ମ ଆସିବାକୁ ଯାଉଛି । ନିଜ ନୂଆ ଫିଲ୍ମ ପାଇଁ ମଧ୍ୟ ଅନୁ ଏବେ ଚର୍ଚ୍ଚାରେ ରହୁଛନ୍ତି । ତେବେ ବନ୍ଧୁଗଣ ଗତ କିଛି ସମୟ ହେବ ଅନୁଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ଓ ଆଜି ଆମେ ଆପଣ ମାନଙ୍କୁ ଅନୁଙ୍କ ଏହି ଭିଡିଓ ବିଷୟରେ କହିବାକୁ ଯାଉଛୁ । ବନ୍ଧୁଗଣ ଏହି ଭିଡିଓରେ ପ୍ରଥମ ଥର ପାଇଁ ଅନୁଙ୍କ ପରିବାର ସଦସ୍ୟଙ୍କୁ ଦେଖିବାକୁ ମିଳିଛି ।

ଆପଣ ମାନେ ଏହି ଭିଡିଓଟିକୁ ଟିକେ ଭଲ ଭାବରେ ଦେଖନ୍ତୁ ଦେଖିବେ ତାଙ୍କ ପରିବାର ଲୋକ ଏହି ଭିଡିଓରେ ନଜର ଆସୁଛନ୍ତି । ଭିଡିଓରେ ଅନୁ ନିଜ ଝିଅ ସହ ମସ୍ତି କରୁଥିବାର ମଧ୍ୟ ନଜର ଆସୁଛନ୍ତି । ଏହି ଭିଡିଓଟିକୁ ତାଙ୍କ ଫ୍ୟାନ୍ସ ମାନେ ବେସ ପସନ୍ଦ କରିଛନ୍ତି । ତା ହେଲେ ଆପଣ ମାନଙ୍କୁ ଅନୁଙ୍କ ଏହି ଭିଡିଓଟି କେମିତି ଲାଗିଲା ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ଧନ୍ୟବାଦ ।

Leave a Reply

Your email address will not be published.