ବନ୍ଧୁଗଣ ଆପଣ ମାନେ ସମସ୍ତେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ ଅଭିନେତ୍ରୀ ମାନଙ୍କୁ ବେସ ଭଲ ଭାବରେ ଜାଣିଥିବେ । ଏହି ଅଭିନେତ୍ରୀ ମାନେ ନିଜ ପର୍ଶନାଲ ଲାଇଫ ଓ ନିଜ ସୁନ୍ଦରତା ପାଇଁ ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରୁହନ୍ତି । ତେବେ ବନ୍ଧୁଗଣ ଆଜି ଆମେ ଆପଣ ମାନଙ୍କୁ ଯେଉଁ ଓଡିଆ ଅଭିନେତ୍ରୀ ଜଣକଙ୍କ ବିଷୟରେ କହିବାକୁ ଯାଉଛୁ ସେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ପ୍ରସିଦ୍ଧି ହାସଲ କରିଛନ୍ତି ।
ଏହି ଅଭିନେତ୍ରୀ ଜଣକ ଆଉ କେହି ନୁହେଁ ଏ ହେଉଛନ୍ତି ଅନୁ ଚୌଧୁରୀ । ବନ୍ଧୁଗଣ ଆପଣ ମାନେ ସମସ୍ତେ ଓଡିଆ ଅଭିନେତ୍ରୀ ଅନୁ ଚୌଧୁରୀଙ୍କ ଦମଦାର ଅଭିନୟ ତ ନିଶ୍ଚୟ ଦେଖିଥିବେ । ଅନୁ ନିଜ ସୁନ୍ଦରତା ଓ ନିଜ ଫିଲ୍ମ ଗୁଡିକ ପାଇଁ ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରୁହନ୍ତି । ଅନୁ ନିଜର ଦମଦାର ଅଭିନୟ ପଦର୍ଶନ କରି ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ସୁନାମ ଅର୍ଜନ କରିଛନ୍ତି ଓ ତାଙ୍କ ଲୋକପ୍ରିୟତା ମଧ୍ୟ ବେସ ଅଧିକ ରହିଛି ।
ବନ୍ଧୁଗଣ ଆସିବା ଦିନରୁ ଅନୁ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ନୂଆ ନୂଆ ଭିଡିଓ ଓ ଫଟୋ ସେୟାର କରନ୍ତି ତାଙ୍କର ସମସ୍ତ ଫଟୋ ଭିଡିଓ ଦେଖୁ ଦେଖୁ ଭାଇରାଲ ହୋଇଯାଏ । ତେବେ ବନ୍ଧୁଗଣ ଆପଣ ମାନେ ତ ଏହା ନିଶ୍ଚୟ ଜାଣିଥିବେ ଯେ, ଅନୁ ଗତ କିଛି ବର୍ଷ ତଳେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ । ବିବାହ ପରେ ମଧ୍ୟ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରି ସହ ଜଡିତ ହୋଇ ରହିଛନ୍ତି ଅନୁ ।
ବନ୍ଧୁଗଣ ଆଗାମୀ ଦିନରେ ତାଙ୍କର ନୂଆ ନୂଆ ଫିଲ୍ମ ଆସିବାକୁ ଯାଉଛି । ନିଜ ନୂଆ ଫିଲ୍ମ ପାଇଁ ମଧ୍ୟ ଅନୁ ଏବେ ଚର୍ଚ୍ଚାରେ ରହୁଛନ୍ତି । ତେବେ ବନ୍ଧୁଗଣ ଗତ କିଛି ସମୟ ହେବ ଅନୁଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ଓ ଆଜି ଆମେ ଆପଣ ମାନଙ୍କୁ ଅନୁଙ୍କ ଏହି ଭିଡିଓ ବିଷୟରେ କହିବାକୁ ଯାଉଛୁ । ବନ୍ଧୁଗଣ ଏହି ଭିଡିଓରେ ପ୍ରଥମ ଥର ପାଇଁ ଅନୁଙ୍କ ପରିବାର ସଦସ୍ୟଙ୍କୁ ଦେଖିବାକୁ ମିଳିଛି ।
ଆପଣ ମାନେ ଏହି ଭିଡିଓଟିକୁ ଟିକେ ଭଲ ଭାବରେ ଦେଖନ୍ତୁ ଦେଖିବେ ତାଙ୍କ ପରିବାର ଲୋକ ଏହି ଭିଡିଓରେ ନଜର ଆସୁଛନ୍ତି । ଭିଡିଓରେ ଅନୁ ନିଜ ଝିଅ ସହ ମସ୍ତି କରୁଥିବାର ମଧ୍ୟ ନଜର ଆସୁଛନ୍ତି । ଏହି ଭିଡିଓଟିକୁ ତାଙ୍କ ଫ୍ୟାନ୍ସ ମାନେ ବେସ ପସନ୍ଦ କରିଛନ୍ତି । ତା ହେଲେ ଆପଣ ମାନଙ୍କୁ ଅନୁଙ୍କ ଏହି ଭିଡିଓଟି କେମିତି ଲାଗିଲା ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ଧନ୍ୟବାଦ ।