ହିରୋ Abhishek ଙ୍କ ଅନ୍ତିମ ସଂସ୍କାରରେ ଜାବୁଡି ଧରି କାନ୍ଦିଲେ ହିରୋଇନ Rachana Banarjee, ଭିଡିଓ ଦେଖିଲେ ଆଖିରେ ଲୁହ ରହିବନି…

ବନ୍ଧୁଗଣ ଆପଣ ମାନେ ସମସ୍ତେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ ଅଭିନେତ୍ରୀ ମାନଙ୍କୁ ବେସ ଭଲ ଭାବରେ ଜାଣିଥିବେ । ଏହି ଅଭିନେତ୍ରୀ ମାନେ ନିଜ ପର୍ଶନାଲ ଲାଇଫ ଓ ନିଜ ସୁନ୍ଦରତା ପାଇଁ ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରୁହନ୍ତି । ତେବେ ବନ୍ଧୁଗଣ ଆଜି ଆମେ ଆପଣ ମାନଙ୍କୁ ଯେଉଁ ଓଡିଆ ଅଭିନେତ୍ରୀ ଜଣକଙ୍କ ବିଷୟରେ କହିବାକୁ ଯାଉଛୁ ସେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ପ୍ରସିଦ୍ଧି ହାସଲ କରିଛନ୍ତି ।

ଏହି ଅଭିନେତ୍ରୀ ଜଣକ ଆଉ କେହି ନୁହେଁ ଏ ହେଉଛନ୍ତି ରଚନା ବାନାର୍ଜୀ । ବନ୍ଧୁଗଣ ଆପଣ ମାନେ ସମସ୍ତେ ଓଡିଆ ଅଭିନେତ୍ରୀ ରଚନା ବାନାର୍ଜୀଙ୍କ ଦମଦାର ଅଭିନୟ ତ ନିଶ୍ଚୟ ଦେଖିଥିବେ । ରଚନା ନିଜ ସୁନ୍ଦରତା ଓ ନିଜ ଫିଲ୍ମ ଗୁଡିକ ପାଇଁ ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରୁହନ୍ତି । ରଚନା ନିଜର ଦମଦାର ଅଭିନୟ ପଦର୍ଶନ କରି ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ସୁନାମ ଅର୍ଜନ କରିଛନ୍ତି ଓ ତାଙ୍କ ଲୋକପ୍ରିୟତା ମଧ୍ୟ ବେସ ଅଧିକ ରହିଛି ।

ବନ୍ଧୁଗଣ ଆସିବା ଦିନରୁ ରଚନା ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ନୂଆ ନୂଆ ଭିଡିଓ ଓ ଫଟୋ ସେୟାର କରନ୍ତି ତାଙ୍କର ସମସ୍ତ ଫଟୋ ଭିଡିଓ ଦେଖୁ ଦେଖୁ ଭାଇରାଲ ହୋଇଯାଏ । ତେବେ ବନ୍ଧୁଗଣ ଆପଣ ମାନେ ତ ଏହା ନିଶ୍ଚୟ ଜାଣିଥିବେ ଯେ, ରଚନା କିଛି କିଛି ବର୍ଷ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ କାମ କରିବା ପରେ ବଙ୍ଗଳା ଚାଲିଯାଇଥିଲେ ।

ରଚନା ହେଉଛନ୍ତି ଜଣେ ବଙ୍ଗଳା ଅଭିନେତ୍ରୀ ସେ ଏବେ ବଙ୍ଗଳା ଇଣ୍ଡଷ୍ଟ୍ରିରେ କାମ କରୁଛନ୍ତି । ତେବେ ବନ୍ଧୁଗଣ ବର୍ତ୍ତମାନ ରଚନା ବାନାର୍ଜୀଙ୍କର ଏକ ନୂଆ ଭିଡିଓ ଭାଇରାଲ ହେଉଛି । ଏହି ଭିଡିଓରେ ସେ କାନ୍ଦୁ ଥିବାର ନଜର ଆସୁଛନ୍ତି । ବନ୍ଧୁଗଣ ଆପଣ ମାନେ ଜାଣିଲେ ଦୁଃଖ ଅନୁଭବ କରିବେ ଯେ, ରଚନାଙ୍କ ସ୍ଵାମୀ ତଥା ଅଭିନେତା ଅଭିଷେକ ଚାଟାର୍ଜି ଆଉ ଏହି ଦୁନିଆରେ ନାହାନ୍ତି ।

ସ୍ଵାମୀ ଯିବା ପରେ ରଚନା ସଂପୂର୍ଣ୍ଣ ରୂପେ ଭାଙ୍ଗି ପଡିଛନ୍ତି । ଏହି ଭିଡିଓରେ ରଚନା ନିଜ ସ୍ଵାମୀଙ୍କୁ ଜାବୁଡି ଧରି କାନ୍ଦୁ ଥିବାର ନଜର ଆସୁଛନ୍ତି । ଅଭିଷେକଙ୍କ ଅନ୍ତିମ ସଂସ୍କାର ବେଳେ ଏହି ଦୃଶ୍ୟ ଦେଖିବାକୁ ମିଳିଛି । ତା ହେଲେ ବନ୍ଧୁଗଣ ଏହି ଖବର ଉପରେ ଆପଣ ମାନଙ୍କର ମତ କଣ ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ଧନ୍ୟବାଦ ।

Leave a Reply

Your email address will not be published. Required fields are marked *