ବନ୍ଧୁଗଣ ଆପଣ ମାନେ ସମସ୍ତେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ ଅଭିନେତ୍ରୀ ମାନଙ୍କୁ ବେସ ଭଲ ଭାବରେ ଜାଣିଥିବେ । ଏହି ଅଭିନେତ୍ରୀ ମାନେ ନିଜ ପର୍ଶନାଲ ଲାଇଫ ଓ ନିଜ ସୁନ୍ଦରତା ପାଇଁ ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରୁହନ୍ତି । ତେବେ ବନ୍ଧୁଗଣ ଆଜି ଆମେ ଆପଣ ମାନଙ୍କୁ ଯେଉଁ ଓଡିଆ ଅଭିନେତ୍ରୀ ଜଣକଙ୍କ ବିଷୟରେ କହିବାକୁ ଯାଉଛୁ ସେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ପ୍ରସିଦ୍ଧି ହାସଲ କରିଛନ୍ତି ।
ଏହି ଅଭିନେତ୍ରୀ ଜଣକ ଆଉ କେହି ନୁହେଁ ଏ ହେଉଛନ୍ତି ଜ୍ୟୋତି ମିଶ୍ର । ବନ୍ଧୁଗଣ ଆପଣ ମାନେ ସମସ୍ତେ ଓଡିଆ ଅଭିନେତ୍ରୀ ଜ୍ୟୋତି ମିଶ୍ରଙ୍କ ଦମଦାର ଅଭିନୟ ତ ନିଶ୍ଚୟ ଦେଖିଥିବେ । ଜ୍ୟୋତି ନିଜ ସୁନ୍ଦରତା ଓ ନିଜ ଫିଲ୍ମ ଗୁଡିକ ପାଇଁ ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରୁହନ୍ତି । ଜ୍ୟୋତି ନିଜର ଦମଦାର ଅଭିନୟ ପଦର୍ଶନ କରି ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ସୁନାମ ଅର୍ଜନ କରିଛନ୍ତି ଓ ତାଙ୍କ ଲୋକପ୍ରିୟତା ମଧ୍ୟ ବେସ ଅଧିକ ରହିଛି ।
ବନ୍ଧୁଗଣ ଆସିବା ଦିନରୁ ଜ୍ୟୋତି ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ନୂଆ ନୂଆ ଭିଡିଓ ଓ ଫଟୋ ସେୟାର କରନ୍ତି ତାଙ୍କର ସମସ୍ତ ଫଟୋ ଭିଡିଓ ଦେଖୁ ଦେଖୁ ଭାଇରାଲ ହୋଇଯାଏ । ତେବେ ବନ୍ଧୁଗଣ ଆପଣ ମାନେ ତ ଏହା ନିଶ୍ଚୟ ଜାଣିଥିବେ ଯେ, ଜ୍ୟୋତି ଗତ କିଛି ବର୍ଷ ତଳେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ । ବିବାହ ପରେ ଜ୍ୟୋତି କିଛି ବର୍ଷ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରି ଠାରୁ ଦୂରେଇ ଯାଇଥିଲେ ।
ଆମ ଓଡିଶାରେ ଜ୍ୟୋତିଙ୍କ ଲୋକପ୍ରିୟତା ବେସ ଅଧିକ ରହିଛି । ସେ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିର କେତେକ ଦିଗଜ ଅଭିନେତା ମାନଙ୍କ ସହ କାମ କରି ସଫଳତା ହାସଲ କରିଛନ୍ତି । ତେବେ ବନ୍ଧୁଗଣ ଗତ କିଛି ସମୟ ହେବ ଜ୍ୟୋତିଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ଓ ଆଜି ଆମେ ଆପଣ ମାନଙ୍କୁ ଜ୍ୟୋତିଙ୍କ ଏହି ଭିଡିଓ ବିଷୟରେ କହିବାକୁ ଯାଉଛୁ ।
ବନ୍ଧୁଗଣ ଏହି ଭିଡିଓରେ ପ୍ରଥମ ଥର ପାଇଁ ଜ୍ୟୋତିଙ୍କ ପରିବାର ସଦସ୍ୟଙ୍କୁ ଦେଖିବାକୁ ମିଳିଛି । ଏହି ଭିଡିଓରେ ଜ୍ୟୋତିଙ୍କ ସ୍ଵାମୀ ଓ ତାଙ୍କ ପୁଅ ସହ ଅନ୍ୟ ସଦସ୍ୟ ମାନେ ମଧ୍ୟ ନଜର ଆସୁଛନ୍ତି । ତାଙ୍କ ଫ୍ୟାନ୍ସ ମାନେ ଏହି ଭିଡିଓଟିକୁ ବେସ ଅଧିକ ପସନ୍ଦ କରିଛନ୍ତି । ତା ହେଲେ ବନ୍ଧୁଗଣ ଆପଣ ମାନଙ୍କୁ ଜ୍ୟୋତି ମିଶ୍ର କେମିତି ଲାଗନ୍ତି ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ଧନ୍ୟବାଦ ।