ମା’ Aparajita ଙ୍କ Babushan ଙ୍କ ମସ୍ତି, Video ହେଲା ଭାଇରାଲ 

ବନ୍ଧୁଗଣ ଆପଣ ମାନେ ସମସ୍ତେ ଆମ ଓଲିଉଡ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ ଅଭିନେତା ମାନଙ୍କୁ ନିଶ୍ଚୟ ଜାଣିଥିବେ । ଓଲିଉଡ ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ କଳାକାର ମାନେ ନିଜ ପର୍ଶନାଲ ଲାଇଫ ଓ ନିଜ ଅଭିନୟ ପାଇଁ ସୋସିଆଲ ମିଡିଆରେ ବହୁତ ଚର୍ଚାରେ ରୁହନ୍ତି । ବନ୍ଧୁଗଣ ଆଜି ଆମେ ଆପଣ ମାନଙ୍କୁ ଯେଉଁ ଓଲିଉଡ ଅଭିନେତାଙ୍କ ବିଷୟରେ କହିବାକୁ ଯାଉଛୁ ସେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ପ୍ରସିଦ୍ଧି ହାସଲ କରିଛନ୍ତି ।

ବନ୍ଧୁଗଣ ସେହି ଅଭିନେତା ଜଣକ ଆଉ କେହି ନୁହେଁ ସେ ହେଉଛନ୍ତି ବାବୁସାନ । ଆପଣ ମାନେ ସମସ୍ତେ ଅନେକ ସୁପର ହିଟ ଫିଲ୍ମରେ ବାବୁସାନଙ୍କୁ ନିଶ୍ଚୟ ଦେଖିଥିବେ । ବାବୁସାନ ହେଉଛନ୍ତି ଓଲିଉଡ ଇଣ୍ଡଷ୍ଟ୍ରିରେ ପ୍ରସିଦ୍ଧ ଅଭିନେତା ଉତ୍ତମ ମହାନ୍ତି ଓ ଅଭିନେତ୍ରୀ ଅପରାଜିତା ମହାନ୍ତିଙ୍କ ପୁଅ । ନିଜ ମା ବାପାଙ୍କ ପରି ବାବୁସାନ ଓଲିଉଡ ଇଣ୍ଡଷ୍ଟ୍ରିରେ ସଫଳତା ହାସଲ କରିଛନ୍ତି । ବାବୁସାନ ଏକ ଭଲ ଅଭିନେତା ହେବା ସହ ଏକ ଭଲ ଗାୟକ ମଧ୍ୟ ଅଟନ୍ତି ।

ଲୋକ ମାନଙ୍କୁ ତାଙ୍କ ସୁନ୍ଦର ଅଭିନୟ ଓ ଷ୍ଟାଇଲ ବହୁତ ପସନ୍ଦ ଆସେ । ବାବୁସାନ ହେଉଛନ୍ତି ଏକ ଏପରି ଅଭିନେତା ଯିଏ ବହୁତ କମ ସମୟ ମଧ୍ୟରେ ଓଲିଉଡ ଇଣ୍ଡଷ୍ଟ୍ରିରେ ସଫଳତା ହାସଲ କରିଛନ୍ତି । ବନ୍ଧୁଗଣ ଆସିବା ଦିନରୁ ବାବୁସାନ କିଛି ନା କିଛି କାରଣ ପାଇଁ ସୋସିଆଲ ମିଡିଆରେ ଚର୍ଚାରେ ରୁହନ୍ତି ।

ବର୍ତ୍ତମାନ ମଧ୍ୟ ବାବୁସାନ ଏକ ଭିଡିଓ ପାଇଁ ସୋସିଆଲ ମିଡିଆରେ ବହୁତ ଚର୍ଚାରେ ରହୁଛନ୍ତି । ବନ୍ଧୁଗଣ ଆଜି ଆମେ ଆପଣ ମାନଙ୍କୁ ଏହି ଭିଡିଓ ବିଷୟରେ କହିବାକୁ ଯାଉଛୁ । ତା ହେଲେ ବନ୍ଧୁଗଣ ଆସନ୍ତୁ ଜାଣିବା ଏହି ଭିଡିଓ ବିଷୟରେ । ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏହି ଭିଡିଓରେ ବାବୁସାନ ନିଜ ମା ଅପରାଜିତା ମହାନ୍ତିଙ୍କ ସହ ମସ୍ତି କରୁଥିବାର ନଜର ଆସୁଛନ୍ତି । ଅପରାଜିତା ଏକ ଚେୟାର ଉପରେ ବସିଥିବା ବେଳେ ବାବୁସାନ ତାଙ୍କୁ ହଇରାଣ କରୁଛନ୍ତି ।

ବନ୍ଧୁଗଣ ସୋସିଆଲ ମିଡିଆରେ ଏହି ଭିଡିଓଟି ବହୁତ ମାତ୍ରାରେ ଭାଇରାଲ ହେଉଛି ଓ ଲୋକମାନେ ମଧ୍ୟ ଏହି ଭିଡିଓଟିକୁ ବହୁତ ଅଧିକ ପସନ୍ଦ କରୁଛନ୍ତି । ତା ହେଲେ ବନ୍ଧୁଗଣ ଆପଣ ମାନଙ୍କୁ ଅଭିନେତା ବାବୁସାନ ମହାନ୍ତିଙ୍କ ଅଭିନୟ କିପରି ଲାଗେ ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ଧନ୍ୟବାଦ ।

Leave a Reply

Your email address will not be published. Required fields are marked *