ଆମେରିକା ରାସ୍ତାରେ ଜବରଦସ୍ତ ଡ୍ୟାନ୍ସ କଲେ ହିରୋଇନ Archita, ଭାଇରାଲ ହେଲା Video

ବନ୍ଧୁଗଣ ଆପଣ ମାନେ ସମସ୍ତେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ ଅଭିନେତ୍ରୀ ମାନଙ୍କୁ ବେସ ଭଲ ଭାବରେ ଜାଣିଥିବେ । ଏହି ଅଭିନେତ୍ରୀ ମାନେ ନିଜ ଫିଲ୍ମ ଓ ନିଜ ସୁନ୍ଦରତା ପାଇଁ ସବୁବେଳେ ଚର୍ଚ୍ଚାରେ ରୁହନ୍ତି । ତେବେ ଆଜି ଆମେ ଆପଣ ମାନଙ୍କୁ ଯେଉଁ ଓଡିଆ ଅଭିନେତ୍ରୀ ଜଣକଙ୍କ ବିଷୟରେ କହିବାକୁ ଯାଉଛୁ ସେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରି ପ୍ରସିଦ୍ଧି ହାସଲ କରିଛନ୍ତି ।

ତେବେ ଏହି ଅଭିନେତ୍ରୀ ଜଣକ ଆଉ କେହି ନୁହେଁ ଏ ହେଉଛନ୍ତି ଅର୍ଚ୍ଚିତା ସାହୁ । ବନ୍ଧୁଗଣ ଆପଣ ମାନେ ସମସ୍ତେ ଅର୍ଚ୍ଚିତାଙ୍କ ଅନେକ ସୁପର ହିଟ ଫିଲ୍ମରେ ଅଭିନୟ କରୁଥିବାର ନିଶ୍ଚୟ ଦେଖିଥିବେ । ଅର୍ଚ୍ଚିତା ନିଜ ଜୀବନରେ ବହୁତ କଷ୍ଟ ଓ ସଂଘର୍ଷ କରି ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ସଫଳତା ହାସଲ କରିଛନ୍ତି । ଅର୍ଚ୍ଚିତା ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ କେତେକ ଦିଗଜ ଅଭିନେତା ମାନଙ୍କ ସହ ଅଭିନୟ କରି ଛନ୍ତି ।

ଅର୍ଚ୍ଚିତା ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରି ସୁନାମ ଅର୍ଜନ କରିଛନ୍ତି ଓ ତାଙ୍କ ଲୋକପ୍ରିୟତା ମଧ୍ୟ ବେସ ଅଧିକ ରହିଛି । ତେବେ ଆସିବା ଦିନରୁ ଅର୍ଚ୍ଚିତା ସୋସିଆଲ ମିଡିଆରେ ବହୁତ ଆକ୍ଟିଭ ରୁହନ୍ତି । ସେ ନିଜର ଅନେକ ଫଟୋ ଓ ଭିଡିଓ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଅପଲୋଡ କରନ୍ତି ଯାହା ଦେଖୁ ଦେଖୁ ଭାଇରାଲ ହୋଇଯାଏ ।

ଓଡିଶା ବାସୀ ଅର୍ଚ୍ଚିତାଙ୍କ ସୁନ୍ଦରତା ଓ ତାଙ୍କ ଲାଇଫ ଷ୍ଟାଇଲକୁ ବେସ ଅଧିକ ପସନ୍ଦ କରନ୍ତି । ତେବେ ବନ୍ଧୁଗଣ ଗତ କିଛି ସମୟ ହେବ ଅର୍ଚ୍ଚିତାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ବହୁତ ଭାଇରାଲ ହେବାରେ ଲାଗିଛି । ଏହି ଭିଡିଓକୁ ନେଇ ଏବେ ସବୁ ଆଡେ ଚର୍ଚ୍ଚା ଜୋର ଧରିଛି । ଆଜି ଆମେ ଆପଣ ମାନଙ୍କୁ ଅର୍ଚ୍ଚିତାଙ୍କ ଏହି ଭିଡିଓ ବିଷୟରେ କହିବାକୁ ଯାଉଛୁ । ତା ହେଲେ ବନ୍ଧୁଗଣ ଆଉ ଡେରି ନକରି ଆସନ୍ତୁ ଜାଣିବା ଏହି ଭିଡିଓ ବିଷୟରେ ।

ବନ୍ଧୁଗଣ ଆପଣ ମାନେ ସମସ୍ତେ ତ ଏହା ନିଶ୍ଚୟ ଜାଣିଥିବେ ଯେ, ଅର୍ଚ୍ଚିତା ଗତ କିଛି ଦିନ ତଳେ ଆମେରିକା ଯାଇଥିଲେ ସେଠାରେ ସେ ଅନେକ ଭିଡିଓ କରି ଛାଡି ଥିଲେ । ତେବେ ବର୍ତ୍ତମାନର ଭିଡିଓରେ ଅର୍ଚ୍ଚିତା ଆମେରିକା ରାସ୍ତା ଉପରେ ଡ୍ୟାନ୍ସ କରୁଥିବାର ନଜର ଆସୁଛନ୍ତି । ତାଙ୍କର ଏହି ଭିଡିଓକୁ ଓଡିଶା ବାସୀ ବେସ ଅଧିକ ପସନ୍ଦ କରିଛନ୍ତି । ତା ହେଲେ ବନ୍ଧୁଗଣ ଆପଣ ମାନଙ୍କୁ ଅର୍ଚ୍ଚିତାଙ୍କ ଏହି ଭିଡିଓଟି କେମିତି ଲାଗିଲା ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ଧନ୍ୟବାଦ ।

Leave a Reply

Your email address will not be published. Required fields are marked *