‘ମୁଁ ମୋ ଭାଇକୁ ମାରିଦେଲି’ ଭାଇ ସଫା କରି ଦେଲା ଭାଇର ସଂସାର, Video କରି କହିଲା ଏମିତି…

ବନ୍ଧୁଗଣ ଏବେ ଦୁନିଆର ସମସ୍ତ ଲୋକ ସୋସିଆଲ ମିଡିଆ ସହ ଜଡିତ ହୋଇ ରହୁଛନ୍ତି । ଆଜିକାଲି ଦୁନିଆରେ ଏପରି ସବୁ ଘଟଣା ଘଟୁଛି ଯାହା ସୋସିଆଲ ମିଡିଆରେ ବହୁତ ମାତ୍ରାରେ ଭାଇରାଲ ହେଉଛି । ଏହି ସବୁ ଘଟଣା ଓ ଖବର ଗୁଡିକୁ ଲୋକମାନେ ଯେକୌଣସି ସ୍ଥାନରେ ରହି ସୋସିଆଲ ମିଡିଆ ମାଧ୍ୟମରେ ଜାଣି ପାରୁଛନ୍ତି । ତେବେ ବନ୍ଧୁଗଣ ଗତ କିଛି ସମୟ ହେବ ସୋସିଆଲ ମିଡିଆରେ ଏକ ଭିଡିଓ ବହୁତ ମାତ୍ରାରେ ଭାଇରାଲ ହେଉଛି ।

ଆଜି ଆମେ ଆପଣ ମାନଙ୍କୁ ଏହି ଭିଡିଓ ବିଷୟରେ କହିବାକୁ ଯାଉଛୁ । ବନ୍ଧୁଗଣ ଆପଣ ମାନେ ସମସ୍ତେ ଏହି ଭିଡିଓ ବିଷୟରେ ଜାଣିଲେ ଆଶ୍ଚର୍ଯ୍ୟ ହେବେ । ତେବେ ଏହି ଭିଡିଓ ଟି ଏବେ ସମସ୍ତ ସ୍ଥାନରେ ଚର୍ଚ୍ଚାର ବିଷୟ ପାଲଟିଛି ତା ହେଲେ ବନ୍ଧୁଗଣ ଆଉ ଡେରି ନକରି ଆସନ୍ତୁ ଜାଣିବା ଏହି ଭିଡିଓ ବିଷୟରେ । ଭାଇ ସଫା କରି ଦେଲା ଭାଇର ସଂସାର।

ବଡ଼ ଭାଇ ସମେତ ତାଙ୍କ ପରିବାରର ସମସ୍ତ ସଦସ୍ୟଙ୍କୁ ମାଆରି ଦେଲା ସାନ ଭାଇ । ଏଭଳି ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି କଟକ ଜିଲ୍ଲା ମାହାଙ୍ଗା ଥାନା ଅନ୍ତର୍ଗତ କୁସୁପୁରରେ । ଅଭିଯୁକ୍ତ ଥାନାରେ ଆତ୍ମସମର୍ପଣ କରିଛି । କେବଳ ଏତିକି ନୁହେଁ ଅଭିଯୁକ୍ତ ନିଜର ଏକ ଭିଡିଓ କରି ସବୁ କଥା କହୁଛି ଯାହା ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ।

ବନ୍ଧୁଗଣ ଏହି ଭିଡିଓରେ ଅଭିଯୁକ୍ତ ଜଣକ ଯାହା ସବୁ କହୁଛି ତାହା ବିଷୟରେ ଜାଣିଲେ ଆପଣ ମାନେ ଆଶ୍ଚର୍ଯ୍ୟ ହେବେ । ଭାଇରାଲ ହେଉଥିବା ଭିଡିଓରେ ଅଭିଯୁକ୍ତ କହୁଛି-‘ମୋର ପାରିବାରିକ କଳହ ସକାଶେ ମୋ ଭାଇ ଓ ମୋ ଭିତରେ ତିକ୍ତତା ଲାଗି ରହୁଥିଲା । ତେଣୁ ସେମାନେ ମୋତେ ବହୁତ ହଇରାଣ ହରକତ କରୁଥିଲେ । ଗତ କାଲି ରାତିରେ ଭାଇ, ଭାଉଜ ଓ ତା ପିଲା ମାନେ ସମସ୍ତେ ମିଶିକି ମୋତେ ମାରିଲେ ।

ଆଗକୁ ସେ କହିଛନ୍ତି-‘ତେଣୁ ମୁ ମୋ ମାନସିକ ସ୍ଥିତି ହରାଇ ବସିଲି ମୁଁ ବି ରାଗିକି ସେମାନଙ୍କୁ ଜୀବନରୁ ମାରିଦେଇଛି । ତେଣୁ ବର୍ତ୍ତମାନ ମୁଁ ଯାଉଛି ଥାନାରେ ସରେଣ୍ଡର କରିବା ପାଇଁ । ଏତିକି କହି ରହୁଛି ଆଇନ ଯାହା ଦଣ୍ଡ ଦେବ ମୁଁ ତାକୁ ଗ୍ରହଣ କରିବି’ । ତା ହେଲେ ବନ୍ଧୁଗଣ ଏଭଳି ଏକ ଚାଞ୍ଚଲ୍ୟକର ଘଟଣା ଏବେ ସାରା ଓଡିଶାରେ ଚର୍ଚ୍ଚାର ବିଷୟ ପାଲଟିଛି । ତେବେ ଏହି ଘଟଣା ଉପରେ ଆପଣ ମାନଙ୍କର ମତ କଣ ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ଧନ୍ୟବାଦ ।

Leave a Reply

Your email address will not be published. Required fields are marked *