ବିବାହ କଲେ ଆଦି ଓ ଭକ୍ତି, ବାହାଘର ର ଫଟୋ ହେଉଛି ଭାଇରାଲ

ବନ୍ଧୁଗଣ ଆପଣ ମାନେ ସମସ୍ତେ ଆମ ଓଡିଆ ଟିଭି ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ କଳାକାର ମାନଙ୍କୁ ନିଶ୍ଚୟ ଦେଖିଥିବେ । ଏହି କଳାକାର ମାନେ ନିଜ ଅଭିନୟ ଓ ନିଜ ପର୍ଶନାଲ ଲାଇଫକୁ ନେଇ ସୋସିଆଲ ମିଡିଆରେ ବହୁତ ଚର୍ଚାରେ ରୁହନ୍ତି । ବନ୍ଧୁଗଣ ଆଜିଆମେ ଆପଣ ମାନଙ୍କୁ ଯେଉଁ ଦୁଇଟି କଳାକାରଙ୍କ ବିଷୟରେ କହିବାକୁ ଯାଉଛୁ ସେ ଆମ ଓଡିଆ ଟିଭି ଇଣ୍ଡଷ୍ଟ୍ରିରେ ପ୍ରସିଦ୍ଧି ହାସଲ କରିଛନ୍ତି ।

ବନ୍ଧୁଗଣ ସେହି ଦୁଇଜଣ କଳାକାର ଆଉ କେହୁ ନୁହେଁ ସେ ହେଉଛନ୍ତି ଓଡିଆ ଟିଭି ଇଣ୍ଡଷ୍ଟ୍ରିଅ ଫେମସ କଳାକାର ଆଦି ଓ ଭକ୍ତି । ଆପଣ ମାନେ ସମସ୍ତେ ଏହି ଦୁଇଜଣଙ୍କୁ Zee Sarthaର ଲୋକପ୍ରିୟ ଧାରାବାହିକ ‘ଜୀବନସାଥୀ’ରେ ନିଶ୍ଚୟ ଦେଖିଥିବେ ।

ଏହି ଦୁଇଜଣ ବହୁତ ଜୀବନସାଥି ଧାରାବାହିକରେ ବହୁତ ସୁନ୍ଦର ଭୂମିକା ପଦର୍ଶନ କରି ବହୁତ ଲୋକପ୍ରିୟତା ହାସଲ କରିଛନ୍ତି । ହେଲେ ବନ୍ଧୁଗଣ ଏହି ଦୁଇଜଣ କିଛି ସମୟ ହେବ ସୋସିଆଲ ମିଡିଆରେ ବହୁତ ଚର୍ଚାରେ ରହୁଛନ୍ତି । ଆପଣ ମାନେ ଏହାର କାରଣ ଜାଣିଲେ ନିଶ୍ଚୟ ଆଶ୍ଚର୍ଯ୍ୟ ହେବେ । ଆଜିଆମେ ଆପଣ ମାନଙ୍କୁ ଏହି ଦୁଇଜଣଙ୍କ ବିବାହ ବିଷୟରେ କହିବାକୁ ଯାଉଛୁ । ତା ହେଲେ ବନ୍ଧୁଗଣ ଆସନ୍ତୁ ଜାଣିବା ଏହି ଦୁଇଜଣଙ୍କ ବିଷୟରେ ।

ବନ୍ଧୁଗଣ ଆପଣ ମାନେ ସମସ୍ତେ ଏହି ଦୁଇଜଣଙ୍କୁ ଜୀବନସାଥି ସିରିଏଲରେ ନିଶ୍ଚୟ ଦେଖିଥିବେ । ଏହି ଦୁଇଜଣଙ୍କ ସୁନ୍ଦର ଅଭିନୟକୁ ଲୋକମାନେ ବହୁତ ଅଧିକ ପସନ୍ଦ କରନ୍ତି । ସୋସିଆଲ ମିଡିଆରେ ଏହି ଦୁଇଜଣଙ୍କ ଲୋକପ୍ରିୟତା ମଧ୍ୟ ବହୁତ ଅଧିକ ରହିଛି । ହେଲେ ବନ୍ଧୁଗଣ ଏହି କିଛି ସମୟ ପୂର୍ବରୁ ଏହା ଖବର ମିଳିଛି ଯେ ଏହି ଦୁଇଜଣ ପରସ୍ପର ସହ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ।

କାରଣ ଏହି କିଛି ସମୟ ହେବ ଏହି ଦୁଇଜଣଙ୍କର ବିବାହ ଫଟୋ ସୋସିଆଲ ମିଡିଆରେ ବହୁତ ମାତ୍ରାରେ ଭାଇରାଲ ହେଉଛି । ଯାହାକୁ ଦେଖି ସମସ୍ତ ଲୋକ ଆଶ୍ଚର୍ଯ୍ୟ ହେଇଯାଉଛନ୍ତି । ଆପଣ ମାନେ ଆମ ଫଟୋ ଜରିଆରେ ଏହି ଦୁଇଜଣଙ୍କର ବିବାହ ଫଟୋକୁ ଦେଖିପାରୁଥିବେ । ଆଦି ଓ ଭକ୍ତି ଏହି ଫଟୋ ଗୁଡିକରେ ବହୁତ ଅଧିକ ସୁନ୍ଦର ନଜର ଆସୁଛନ୍ତି । ହେଲେ ବନ୍ଧୁଗଣ ଏହି ଦୁଇଜଣଙ୍କ ବିବାହ ଖବର ସଂପୂର୍ଣ୍ଣ ମିଛ ଅଟେ । କାରଣ ଏହି ଫଟୋ ଗୁଡିକ ହେଉଛି ସୁଟିଙ୍ଗ ସେଟର ଫଟୋ । ଅର୍ଥାତ ଏମାନେ ଧାରାବାହିକରେ ବିବାହ ସୁଟିଙ୍ଗ ପାଇଁ ଏହି ରୂପ ନେଇଛନ୍ତି । ଏହି ଫଟୋ ଗୁଡିକୁ ଦେଖି କିଛି ଲୋକଙ୍କ ମନରେ ଭ୍ରମ ସୃଷ୍ଟି ହୋଇଛି ।

ହେଲେ ବନ୍ଧୁଗଣ ଏହି ଦୁଇଜଣ ପରସ୍ପର ସହ ରିଲେସନରେ ଅଛନ୍ତି ଓ ବହୁତ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି । ଏହି ଦୁଇଜଣଙ୍କ ଯୋଡିକୁ ମଧ୍ୟ ଲୋକମାନେ ବହୁତ ଅଧିକ ପସନ୍ଦ କରନ୍ତି । ତା ହେଲେ ବନ୍ଧୁଗଣ ଆପଣ ମାନଙ୍କୁ ଆଦି ଓ ଭକ୍ତିଙ୍କ ଯୋଡି କିପରି ଲାଗେ ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ଆପଣଙ୍କୁ ଆମର ଏହି ପୋସ୍ଟ ଟି ଭଲ ଲାଗିଥିଲେ ନିଜ ସାଙ୍ଗ ମାନଙ୍କ ସହ ଏହାକୁ ଶେୟାର କରନ୍ତୁ ଓ ଆଗକୁ ଓଲିଉଡ ବିଷୟରେ ଅଧିକ କିଛି ଜାଣିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ । ଧନ୍ୟବାଦ

Leave a Reply

Your email address will not be published. Required fields are marked *