ବିବାହ ବନ୍ଧନରେ ବାନ୍ଧି ହେଲେ ‘ମାୟା’ ସିରିଏଲ ର ଗୋଲାପ (ନିବେଦିତା), ଭାଇରାଲ ହେଲା ବିବାହ ଫଟୋ

ବନ୍ଧୁଗଣ ଆପଣ ମାନେ ସମସ୍ତେ ଆମ ଓଡିଆ ଟିଭି ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ ଅଭିନେତ୍ରୀ ମାନଙ୍କୁ ନିଶ୍ଚୟ ଦେଖିଥିବେ । ଏହି ଅଭିନେତ୍ରୀ ମାନେ ନିଜ ଅଭିନୟ ଓ ନିଜ ପର୍ଶନାଲ ଲାଇଫକୁ ନେଇ ସୋସିଆଲ ମିଡିଆରେ ବହୁତ ଚର୍ଚାରେ ରୁହନ୍ତି । ବନ୍ଧୁଗଣ ଆଜିଆମେ ଆପଣ ମାନଙ୍କୁ ଯେଉଁ ଅଭିନେତ୍ରୀ ବିଷୟରେ କହିବାକୁ ଯାଉଛୁ ସେ ଆମ ଓଡିଆ ଟିଭି ଇଣ୍ଡଷ୍ଟ୍ରିରେ ପ୍ରସିଦ୍ଧି ହାସଲ କରିଛନ୍ତି । ବନ୍ଧୁଗଣ ଅଭିନେତ୍ରୀ ଜଣକ ଆଉ କେହୁ ନୁହେଁ ସେ ହେଉଛନ୍ତି ଓଡିଆ ଟିଭି ଇଣ୍ଡଷ୍ଟ୍ରିଅ ଫେମସ ଅଭିନେତ୍ରୀ ନିବେଦିତା । ବନ୍ଧୁଗଣ ଆପଣ ମାନେ ସମସ୍ତେ ନିବେଦିତାଙ୍କୁ ଓଡିଆ ଧାରାବାହିକ ‘ମାୟା’ରେ ନିଶ୍ଚୟ ଦେଖିଥିବେ ।

ଏହି ଧାରାବାହିକରେ ସେ ଗୋଲାପର ଭୂମିକା ପଦର୍ଶନ କରିଛନ୍ତି । ତାଙ୍କର ଅଭିନୟକୁ ଦର୍ଶକ ମାନେ ବହୁତ ଅଧିକ ପସନ୍ଦ କରନ୍ତି । ସେ ନିଜର ସୁନ୍ଦର ଅଭିନୟ ଦ୍ଵାରା ବହୁତ ଲୋକପ୍ରିୟତା ହାସଲ କରିଛନ୍ତି ।

ହେଲେ ବନ୍ଧୁଗଣ ଏହି କିଛି ସମୟ ହେବ ଖବର ମିଳିଛି ଯେ ଗୋଲାପ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ତାଙ୍କର ବିବାହ ଫଟୋ ସୋସିଆଲ ମିଡିଆରେ ବହୁତ ମାତ୍ରାରେ ଭାଇରାଲ ହେଉଛି ଯାହାକୁ ଦେଖି ତାଙ୍କ ଫ୍ୟାନ୍ସ ମାନେ ଭିନ୍ନ ଭିନ୍ନ ପ୍ରତିକ୍ରିୟା ମାନ ଦେଉଛନ୍ତି । ବନ୍ଧୁଗଣ ଆଜିଆମେ ଆପଣ ମାନଙ୍କୁ ନିବେଦିତାଙ୍କର ବିବାହ ସମ୍ବନ୍ଧରେ କହିବାକୁ ଯାଉଛୁ । ତା ହେଲେ ବନ୍ଧୁଗଣ ଆସନ୍ତୁ ଜାଣିବା ଏହା ବିଷୟରେ ।

ବନ୍ଧୁଗଣ ଆପଣ ମାନେ ସମସ୍ତେ ତରଙ୍ଗ ଚ୍ଯାନେଲରେ ପ୍ରସାରିତ ହେଉଥିବା ଲୋକପ୍ରିୟ ଧାରାବାହିକ ‘ମାୟା’ ନିଶ୍ଚୟ ଦେଖୁଥିବେ । ଏହି ସିରିଏଲରେ ନିବେଦିତା ଗୋଲାପର ବା ଏକ ଚାକରାଣୀର ଭୂମିକାରେ ନଜର ଆସୁଛନ୍ତି । ବନ୍ଧୁଗଣ ଏହି ସିରିଏଲଟି ଲୋକମାନେ ବହୁତ ଅଧିକ ପସନ୍ଦ କରୁଛନ୍ତି କାରଣ ଏହି ସିରିଏଲରେ ଅଭିନୟ କରିଥିବା ସମସ୍ତ କଳାକାର ମାନେ ବହୁତ ସୁନ୍ଦର ଭୂମିକା ପଦର୍ଶନ କରିଛନ୍ତି । ଖାସ କରି ଲୋକମାନେ ଗୋଲାପର ଭୂମିକାକୁ ବହୁତ ଅଧିକ ପସନ୍ଦ କରିଛନ୍ତି ।

ହେଲେ ବନ୍ଧୁଗଣ ଏହି କିଛି ସମୟ ପୂର୍ବରୁ ଏହା ଖବର ମିଳିଛି ଯେ ଗୋଲାପ ବା ନିବେଦିତା ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ସୋସିଆଲ ମିଡିଆରେ ତନକର ଲୋକପ୍ରିୟତା ବହୁତ ଅଧିକ ରହିଛି । ସେ ନିଜ ସୁନ୍ଦରତା ଓ ନିଜ ପର୍ଶନାଲ ଲାଇଫ ପାଇଁ ସୋସିଆଲ ମିଡିଆରେ ବହୁତ ଅଧିକ ଚର୍ଚାରେ ରୁହନ୍ତି । ବର୍ତ୍ତମାନ ମଧ୍ୟ ସେ ନିଜ ବିବାହ ପାଇଁ ସୋସିଆଲ ମିଡିଆରେ ବହୁତ ଚର୍ଚାରେ ରହୁଛନ୍ତି ।

ଏହି କିଛି ସମୟ ପୂର୍ବରୁ ସେ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ନିଜର ବିବାହ ଫଟୋ ଗୁଡିକୁ ସେୟାର କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛନ୍ତି । ତାଙ୍କର ବିବାହ ଫଟୋକୁ ଦେଖି ତାଙ୍କ ଫ୍ୟାନ୍ସ ମାନେ ବହୁତ ଅଧିକ ଖୁସି ହୋଇଛନ୍ତି ଓ ଏହି ବିବାହ ଫଟୋ ଗୁଡିକ ସୋସିଆଲ ମିଡିଆରେ ବହୁତ ମାତ୍ରାରେ ଭାଇରାଲ ହେଉଛି । ଆପଣ ମାନେ ଆମର ପୋଷ୍ଟ ଦ୍ଵାରା ତାଙ୍କର ବିବାହ ଫଟୋ ଗୁଡିକୁ ଦେଖି ପାରୁଥିବେ । ତା ହେଲେ ବନ୍ଧୁଗଣ ଆପଣ ମାନଙ୍କୁ ଏହି ଖବରଟି କେମିତି ଲାଗିଲା ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ଓ ଆଗକୁ ଓଲିଉଡ ବିଷୟରେ ଅଧିକ କିଛି ଜାଣିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ । ଧନ୍ୟବାଦ

Leave a Reply

Your email address will not be published. Required fields are marked *