ବୁଢୀ ବୟସରେ ବି କୁଆଁରୀ ଅଛନ୍ତି Bollywood ର ଏହି 4 ଜଣ ହିରୋଇନ, 3 ନମ୍ବର ହିରୋଇନ ଦିନେ Bollywood ରେ କରୁଥିଲେ ରାଜ

ବନ୍ଧୁଗଣ ଆପଣ ମାନେ ସମସ୍ତେ ଆମ ବଲିଉଡ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ ଅଭିନେତ୍ରୀ ମାନଙ୍କୁ ନିଶ୍ଚୟ ଦେଖିଥିବେ । ବନ୍ଧୁଗଣ ଏହି ଅଭିନେତ୍ରୀ ମାନେ ନିଜ ପର୍ଶନାଲ ଲାଇଫ ଓ ନିଜ ସୁନ୍ଦରତା ପାଇଁ ସୋସିଆଲ ମିଡିଆରେ ବହୁତ ଚର୍ଚାରେ ଅଛନ୍ତି । ହେଲେ ବନ୍ଧୁଗଣ ଅନ୍ୟ ମଧ୍ୟ କିଛି ଅଭିନେତ୍ରୀ ଅଛନ୍ତି ଯେଉଁମାନେ ନିଜ ବିବାହ ପାଇଁ ବହୁତ ଚର୍ଚାରେ ରୁହନ୍ତି । ବନ୍ଧୁଗଣ ଆମ ବଲିଉଡ ଫିଲ୍ମ ଇଣ୍ଡଷ୍ଟ୍ରିରେ ଏପରି କିଛି ଅଭିନେତ୍ରୀ ଅଛନ୍ତି ଯେଉଁ ମାନଙ୍କର ବୟସ ବୃଦ୍ଧି ହୋଇଯାଉଛି ଓ ସେମାନେ ବର୍ତ୍ତମାନ ପର୍ଯ୍ୟନ୍ତ ବିବାହ କରିନାହାନ୍ତି ।

ବନ୍ଧୁଗଣ ଆଜିଆମେ ଆପଣ ମାନଙ୍କୁ ଏହି ସମସ୍ତ ଅଭିନେତ୍ରୀ ମାନଙ୍କ ବିଷୟରେ କହିବାକୁ ଯାଉଛୁ । ତା ହେଲେ ବନ୍ଧୁଗଣ ଆସନ୍ତୁ ଜାଣିବା ଏହି ଅଭିନେତ୍ରୀ ମାନଙ୍କ ବିଷୟରେ ।


ଅମିଶା ପଟେଲ- ବନ୍ଧୁଗଣ ଆମ ଲିଷ୍ଟର ପ୍ରଥମ ସ୍ଥାନରେ ଅଛନ୍ତି ବଲିଉଡ ଅଭିନେତ୍ରୀ ଅମିଶା ପଟେଲ । ଅମିଶା ବଲିଉଡ ଫିଲ୍ମ ଇଣ୍ଡଷ୍ଟ୍ରିକୁ ବହୁତ ସୁପର ହିଟ ଫିଲ୍ମ ଦେଇଛନ୍ତି । ଅମିଶାଙ୍କ ଅଭିନୟ ଓ ସୁନ୍ଦରତାକୁ ଦେଖବା ପାଇଁ ଲୋକ ମାନେ ବହୁତ ଅଧିକ ପସନ୍ଦ କରନ୍ତି । ବନ୍ଧୁଗଣ ଅମିଶା ଜଣେ ସଫଳ ଅଭିନେତ୍ରୀ ହୋଇ ମଧ୍ୟ ବର୍ତ୍ତମାନ ପର୍ଯ୍ୟନ୍ତ ବିବାହ କରିନାହାନ୍ତି ଓ ମିଡିଆ ରିପୋର୍ଟସ ଅନୁସାରେ ଜଣା ପଡିଛି ଯେ, ସେ ଆଜୀବନ ବିବାହ କରିବେ ନାହିଁ ।


ରାଇମା ସେନ- ବନ୍ଧୁଗଣ ଆମ ଲିଷ୍ଟର ଦୁତୀୟ ସ୍ଥାନରେ ଅଛନ୍ତି ବଲିଉଡର ଫେମସ ଅଭିନେତ୍ରୀ ରାଇମା ସେନ । ବନ୍ଧୁଗଣ ରାଇମା ହେଉଛନ୍ତି ଜଣେ ବଙ୍ଗାଳୀ ଅଭିନେତ୍ରୀ ସେ ଆମ ବଲିଉଡର କେତେକ ଫିଲ୍ମରେ ଅଭିନୟ କରିଛନ୍ତି । ସେ ତାଙ୍କ ସୁନ୍ଦରତା ପାଇଁ ସୋସିଆଲ ମିଡିଆରେ ବହୁତ ଚର୍ଚାରେ ରୁହନ୍ତି । ରାଇମା ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ପୁଅ ସହ ରିଲେସନରେ ରହିନାହାନ୍ତି ଓ ଆଜି ପର୍ଯ୍ୟନ୍ତ ସେ କୁଆଁରୀ ହୋଇ ରହିଛନ୍ତି ।


ତବୁ- ବନ୍ଧୁଗଣ ଆମ ଲିଷ୍ଟର ତୃତୀୟ ସ୍ଥାନରେ ଅଛନ୍ତି ବଲିଉଡ ଅଭିନେତ୍ରୀ ତବୁ । ତବୁଙ୍କୁ ଆପଣ ମାନେ ବହୁତ ସୁପର ହିଟ ଫିଲ୍ମରେ ଦେଖିଥିବେ । ତବୁ ନିଜ ସୁନ୍ଦରତା ଓ ଅଭିନୟ ଦ୍ଵାରା ବହୁତ ଲୋକପ୍ରିୟତା ହାସଲ କରିଛନ୍ତି । ହେଲେ ବନ୍ଧୁଗଣ ତବୁ ବର୍ତ୍ତମାନ ପର୍ଯ୍ୟନ୍ତ ବିବାହ କରିନାହାନ୍ତି । ସେ ଆଜି ମଧ୍ୟ ବହୁତ ସୁନ୍ଦର ନଜର ଆସନ୍ତି ଓ ଚାହିଁଲେ ବିବାହ କରିପାରିବେ ।


ସୁସ୍ମିତା ସେନ- ବନ୍ଧୁଗଣ ଆମ ଲିଷ୍ଟର ଶେଷ ସ୍ଥାନରେ ଅଛନ୍ତି ଅଭିନେତ୍ରୀ ସୁସ୍ମିତା ସେନ । ସୁସ୍ମିତା ନିଜ ସେକସି ଫିଗର ଓ ଅଭିନୟ ଦ୍ଵାରା ବହୁତ ଲୋକପ୍ରିୟତା ହାସଲ କରିଛନ୍ତି । ସେ ସୋସିଆଲ ମିଡିଆରେ ଅଧିକାଂଶ ସମୟ ଚର୍ଚାରେ ରୁହନ୍ତି । ହେଲେ ବନ୍ଧୁଗଣ ବର୍ତ୍ତମାନ ପର୍ଯ୍ୟନ୍ତ ସୁସ୍ମିତା ବିବାହ କରିନାହାନ୍ତି । ମିଡିଆ ରିପୋର୍ଟସ ଅନୁସାରେ ଜଣା ପଡିଛି ଯେ ସେ ବହୁତ ଶୀଘ୍ର ନିଜ ବୟଫ୍ରେଣ୍ଡ ରହମାନ ସଲଙ୍କ ସା ବିବାହ କରିବେ ।

ଆପଣ ମାନଙ୍କୁ ଆମର ଏହି ପୋସ୍ଟ ଟି ଭଲ ଲାଗିଥିଲେ ଲାଇକ ଓ ସାଙ୍ଗମାନଙ୍କ ସହ ଶେୟାର କରିବେ ଓ ବଲିଉଡ ବିଷୟରେ ଅଧିକ ଜାଣିବା ପାଇଁ ଆମ ପେଜକୁ ଲାଇକ କରିବାକୁ ଭୁଲିବେନି । ଧନ୍ୟବାଦ

Leave a Reply

Your email address will not be published. Required fields are marked *