ଗୁରୁବାରର ରାଶିଫଳ 21 ମେ 2020, ଆଜି ମା ଲକ୍ଷ୍ମୀଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ବନୁଛି ଧନପ୍ରାପ୍ତିର ଯୋଗ

ରାଶିଫଳର ଆମ ଜୀବନରେ ବହୁତ ମହତ୍ତ୍ଵ ରହିଥାଏ । ଗ୍ରହମାନଙ୍କ ଗୋଚର ଓ ନକ୍ଷତ୍ରର ଗତିକୁ ଆଧାରକରିହିଁ ରାଶିଫଳ ବାହାର କରାଯାଇଥାଏ । ଶାସ୍ତ୍ର ଅନୁସାରେ ଆମ ଜୀବନ ଗ୍ରହ ମାନଙ୍କର ଚଳନ ଉପରେ ଆଧାରିତ ହୋଇ ଥାଏ ଏବଂ ଯେମିତି ଏହି ଗ୍ରହ ମାନଙ୍କର ଦିଗ ପରିବର୍ତ୍ତନ ହୋଇଥାଏ ଆମ ଜୀବନ ଉପରେ ତାର ପ୍ରଭାବ ପଡିଥାଏ । କେତେକ ଲୋକ ନିଜର ଭବିଷ୍ୟତ ବିଷୟରେ ଜାଣିବା ପାଇଁ ବହୁତ ଆଗ୍ରହୀ ହୋଇଥାନ୍ତି, ରାଶି ଅନୁସାରେ ବ୍ଯକ୍ତିର ସ୍ଵଭାବ ଓ ଭବିଷ୍ୟତ ସମ୍ବନ୍ଧୀୟ ବହୁତ ସୂଚନା ପ୍ରାପ୍ତ କରାଯାଇପାରେ । ଗ୍ରହମାନଙ୍କ ଗତି ସବୁବେଳେ ବଦଳି ଥାଏ ଯେଉଁଥିପାଇଁ ଆମର ଦୈନିକ ଜୀବନରେ ବି ସମସ୍ତ ଘଟଣା ସବୁଦିନ ଚେଞ୍ଜ ହୋଇଥାଏ । ଯଦି ଆପଣ ବି ଜାଣିବାକୁ ଚାହୁଞ୍ଚନ୍ତି କି ଆଜିର ଦିନ ଆପଣଙ୍କର କିପରି ରହିବ ଓ ଆଜିର ଦିନ ଆପଣଙ୍କ ଜୀବନରେ କଣ କଣ ପରିବର୍ତ୍ତନ ଆଣିବ । ଏହି ସବୁ ପ୍ରଶ୍ନର ଉତ୍ତର ଜାଣିବା ପାଇଁ ପଢନ୍ତୁ ଆଜି 21 ମେ 2020 ଗରୁବାରର ରାଶିଫଳ ।

ମେଷ

ସାମାଜିକ କାର୍ଯ୍ୟ ପାଇଁ ମନ ବହୁତ ଭଲ ରହିବ, ଅତ୍ୟଧିକ ସମୟ ଅତିଥିଙ୍କ ସହ ବିତେଇବେ । ଚାକିରି ପାଇଁ ଭଲ ଖବର ପାଇ ପାରନ୍ତି, ଏହି ରାଶି ଲେଖଙ୍କ ପାଇଁ ଦିନ ବହୁଇଟ ଶୁଭ ଅଟେ । ଆର୍ଥିକ ପକ୍ଷ ମଜବୁତ ହୋଇବ, କିନ୍ତୁ ସ୍ୱାସ୍ଥ୍ୟ ପାଇଁ କିଛି ଚିନ୍ତା ହୋଇ ପାରେ । ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ, ଜୀବନ ରେ ଲୋକଙ୍କ ସାହାଜ୍ଯ ପ୍ରାପ୍ତ ହଉଥିବ । ଉଚ୍ଚ ପଦ ପ୍ରାପ୍ତ କରି ପାରନ୍ତି, କିନ୍ତୁ କାର୍ଯ୍ୟ କ୍ଷେତ୍ର ରେ ଅସୁବିଧା ହୋଇ ପାରେ ।

ବୃଷ

ଆଜି ଆପଣଙ୍କ ସ୍ୱାସ୍ଥ୍ୟ ଭଲ ରହିବ, ବିବାହିତ ଜୀବନ ପାଇଁ ସମୟ ବହୁତ ସଠିକ ଚାଲୁଛି ।ଆଜି ଆପଣଙ୍କ ମନ ଧାର୍ମିକ ରହିବ ଏବଂ ଧାର୍ମିକ କାର୍ଯ୍ୟ କଲେ ଆପଣଙ୍କ ମନ ଶାନ୍ତି ପ୍ରାପ୍ତ କରିବ । ହନୁମାନ ଠାକୁରଙ୍କ କୃପାରୁ ଆଜି ଆପଣଙ୍କ ଜୀବନରୁ ସବୁ ବିନାଶକାରୀ ଶକ୍ତି ଦୂର ହୋଇଯିବେ, ଆପଣଙ୍କ ଉପରେ ନୂଆ ଦାଇତ୍ଵ ଭାର ଆସି ପାରେ । ଆଜି ଦିନ ବିଦ୍ୟାର୍ଥୀମାନଙ୍କ ପାଇଁ ଅତ୍ୟନ୍ତ ଶୁଭ ଅଟେ, ଛୁଆଙ୍କୁ ଅଭ୍ୟାଶ ରେ ସଫଳତା ପ୍ରାପ୍ତି ହବ । ସ୍ୱାସ୍ଥ୍ୟ ଏବଂ ପ୍ରତିଷ୍ଠା ପ୍ରତି ସଚେତ ରୁହନ୍ତୁ ।

ମିଥୁନ

ଆଜି ଆପଣଙ୍କ ଉନ୍ନତି ମାର୍ଗ ପ୍ରଶସ୍ତ ହୋଇବେ, ସମ୍ପତ୍ତି କାର୍ଯ୍ୟ ଆଜି ଆପଣଙ୍କୁ ବହୁତ ଲାଭ ପ୍ରଦାନ କରିବେ । ଆଜି ଆପଣଙ୍କ ଆର୍ଥିକ ସ୍ଥିତି ବଦଳିବାକୁ ଲାଗିବ, ବିଦ୍ୟାର୍ଥୀମାନଙ୍କ ପାଇଁ ବହୁତ ଭଲ ଦିନ ଅଟେ । କାର୍ଯ୍ୟ ରେ ଯାହା ଫଳ ପ୍ରାପ୍ତ ହେଉଛି ତାକୁ ମାନିକି ଚାଲନ୍ତୁ । ପାରିବାରିକ ଜୀବନ ସୁଖମୟ ଅଟେ, ସନ୍ତାନ ଦାଇତ୍ବ ପରି ପୂର୍ଣ ହୋଇ ପାରେ, କାର୍ଯ୍ୟ ପାଇଁ ଆଜି ଆପଣଙ୍କୁ ଅତ୍ୟଧିକ କଷ୍ଟ କରିବାକୁ ପଡିବ । ଆଜି ଆପଣଙ୍କୁ ନିଜ ତରଫରୁ ଆଗକୁ ଯାଇ ଲୋକଙ୍କ ସହ ମିସିବା ପାଇଁ ଚେଷ୍ଟା କରିବା ଉଚିତ ଅଟେ ।

କର୍କଟ

ଆଜି ଆପଣଙ୍କୁ ମାଁ ବାପାଙ୍କ ସାହାଜ୍ଯ ସବୁଠାରୁ ଅଧିକ ପ୍ରାପ୍ତ ହବ, କିଛି ସକାରାତ୍ମକ ଘଟଣା ଘଟିବ କିନ୍ତୁ ତାର ପୂର୍ଣ ଲାଭ ଆପଣଙ୍କୁ ପ୍ରାପ୍ତ ହବ ନାହିଁ, ପରିବାର ଲୋକଙ୍କ ମଧ୍ୟରୁ କାହାର ସ୍ୱାସ୍ଥ୍ୟ ଖରାପ ରହି ପାରେ ଯାହା ଦ୍ଵାରା ଆପଣ ଚିନ୍ତିତ ରହିବେ । ଆପଣଙ୍କୁ ଆର୍ଥିକ ଲାଭ ପ୍ରାପ୍ତ ହୋଇବ, ପ୍ରେମ ସମ୍ବନ୍ଧ ପାଇଁ ଭଲ ସମୟ ଅଟେ । ଆଜି କ୍ରୋଧିତ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ, ଯଦି ଆପଣ ଚାକିରି ବା ବ୍ୟବସାୟ ବଦଳିବା ପାଇଁ ଚାହୁଁଛନ୍ତି ତେବେ ଏହା ଆପଣଙ୍କ ପାଇଁ ସଫଳତା ଆଣିବ ।

ସିଂହ

ଆଜି ମହିଳାଙ୍କୁ ଭାବନା ଉପରେ ବିଶେଷ ଧ୍ୟାନ ରଖିବେ, ଆଜି ପୂର୍ବ ପୁରୁଷଙ୍କ କାରୋବାର ବଢିବାକୁ ଲାଗିବ, ଚାକିରି ରେ ପରିବର୍ତନ ସମ୍ଭାବନା ହୋଇ ପାରେ । ଚାକିରି ରେ କାର୍ଯ୍ୟ ବଢି ପାରେ ନଚେତ ସ୍ଥାନ ପରିବର୍ତନ ହୋଇ ପାରେ ।ଆଜି ଘରେ ଦୁଖ ପାଇଁ ଘର ବାତାବରଣ ଦୂଷିତ ଅଟେ, ଧର୍ଜ୍ୟ ରାଖୀ କାର୍ଯ୍ୟ କରନ୍ତୁ । ଚାକିରି ରେ ଅଫସର ଲୋକଙ୍କ ସହ ଭୁଲ ବୁଝା ମଣା ହୋଇ ପାରେ । ଆଜି ଆପଣଙ୍କ ଯାତ୍ରା ସୁଖଦ ହୋଇବ, ଯାତ୍ରା ଆପଣଙ୍କ ପାଇଁ ଲାଭକାରୀ ଅଟେ ।

କନ୍ୟା

ଆଜି ସାଙ୍ଗ ଓ ସମ୍ପର୍କୀୟ ଲୋକଙ୍କ ସହ ଆପଣ ଦେଖା କରି ପାରିବେ, ଆସା ନିରାଶା କଥା ମନ ଭିତରେ ଚିନ୍ତା ଉତପନ କରି ପାରନ୍ତି । ଆଜି ଆଇନ କାର୍ଯ୍ୟ ଠାରୁ ଦୂରେଇ ରହିବା ଆପଣଙ୍କ ପାଇଁ ଉଚିତ ଅଟେ, ଆଜି ଦିନ ଆପଣଙ୍କ ପାଇଁ କଷ୍ଟକର ହୋଇ ପାରେ, ସେଥିପାଇଁ ସାବଧାନ ହୋଇ କାର୍ଯ୍ୟ କରିବା ଉଚିତ ଅଟେ ।

ତୁଳା

ଆଜି ଆପଣଙ୍କୁ ଆବଶ୍ୟକ କାର୍ଯ୍ୟ ରେ ସମର୍ଥନ ପ୍ରାପ୍ତ ହବାର ଅଛି, ଭଲ ପାଇବା ଆପଣଙ୍କ ଜୀବନ ବାନ୍ଧି ରହିବା ପାଇଁ ଆବଶ୍ୟକ ଅଟେ । ଅଲଗା କାହା କଥା ଶୁଣି ନିଜ ପ୍ରେମୀ ଉପରେ ସନ୍ଦେହ କରନ୍ତୁ ନାହିଁ ନଚେତ ସୁଖ ଜୀବନ ନଷ୍ଟ ହୋଇ ଜୀବ, ସ୍ୱାସ୍ଥ୍ୟ ପାଇଁ ସମୟ ଭଲ ଅଟେ । ଘରେ ମାଁ ବା ଅନ୍ୟ ବୁଜୁର୍ଗ ମହିଳାଙ୍କ ସ୍ୱାସ୍ଥ୍ୟ ପାଇଁ ଆପଣ ଚିନ୍ତା ରେ ରହିବେ ।

ବିଛା

ଆଜି ଆପଣଙ୍କ ମନ ପାଠରେ ରହିବ ଆଜି ଆପଣଙ୍କ ଗୋଡ ରେ ଦରଜ ରହିବ ଯାହା ପାଇଁ ଆପଣଙ୍କୁ ଅସ୍ତ ବ୍ୟସ୍ତ ଲାଗିବ ଯାହା ଫଳରେ ଆପଣ ଅଶ୍ବସ୍ତ ଅନୁଭବ କରିବେ । ଚାକିରି ପାଇଁ ଭଲ ଖବର ପାଇ ପାରନ୍ତି, ଏହି ରାଶି ଲେଖଙ୍କ ପାଇଁ ଦିନ ବହୁଇଟ ଶୁଭ ଅଟେ । ଆପଣଙ୍କୁ ଆର୍ଥିକ ଲାଭ ପ୍ରାପ୍ତ ହୋଇବ, ପ୍ରେମ ସମ୍ବନ୍ଧ ପାଇଁ ଭଲ ସମୟ ଅଟେ, ଯାତ୍ରା ଆପଣଙ୍କ ପାଇଁ ଲାଭକାରୀ ଅଟେ ।

ଧନୁ

ଆଜି ଆପଣ ନିଜ କାର୍ଯ୍ୟ ଦ୍ଵାରା ସମସ୍ତଙ୍କୁ ଖୁସି କରିବେ । ସାମାଜିକ କାର୍ଯ୍ୟ ପାଇଁ ମନ ବହୁତ ଭଲ ରହିବ, ଅତ୍ୟଧିକ ସମୟ ଅତିଥିଙ୍କ ସହ ବିତେଇବେ । ଆର୍ଥିକ ପକ୍ଷ ମଜବୁତ ହୋଇବ, କିନ୍ତୁ ସ୍ୱାସ୍ଥ୍ୟ ପାଇଁ କିଛି ଚିନ୍ତା ହୋଇ ପାରେ । ପରିବାର ରେ ବଡ ଲୋକଙ୍କ କଥା ମାନି ଚଳନ୍ତୁ ଆପଣଙ୍କ ପାଇଁ ସବୁ ଶୁଭ ରହିବ, ଚାକିରି ରେ କିଛି ଭଲ ହୋଇ ପାରେ । ଆଜି ଆପଣ ନିଜ ପୁରୁଣା ସାଙ୍ଗମାନଙ୍କ ସହ ଭୁତ ଭଲ ସମୟ ବିତେଇବେ ।

ମକର

ଆଜି ପାରିବାରିକ ଦାଇତ୍ବ ବଢିବାକୁ ଲାଗିବ, ଜୀବନସାଥୀ ସ୍ୱାସ୍ଥ୍ୟ ଖରାପ ହୋଇ ପାରେ, ଅନ୍ୟ ଲୋକଙ୍କ ସାହାଜ୍ଯ ଦ୍ଵାରା ଆପଣ ଆଜି ଲାଭ ପ୍ରାପ୍ତ କରିବେ, ସରକାରୀ ଲାଭ ପ୍ରାପ୍ତି କରିବେ, ନୂଆ କାର୍ଯ୍ୟ ଆରମ୍ଭ କଲେ ଆପଣଙ୍କୁ ଲାଭ ପ୍ରାପ୍ତ ହୋଇବ । ଅଳପ ବହୁତ ଅସୁବିଧା ପାଇଁ ମନ ଚିନ୍ତା ରେ ରହିବ କିନ୍ତୁ ପରେ ସବୁ ଠିକ ରହିବ ।

କୁମ୍ଭ

ଆଜି ଆପଣ ନିଜ କାର୍ଯ୍ୟ ସ୍ଥଳ ରେ ସମ୍ମାନିତ ହୋଇ ପାରନ୍ତି, ନୂଆ କାର୍ଯ୍ୟ ଆରମ୍ଭ ପାଇଁ ଆଜି ଦିନ ବହୁତ ଭଲ ଅଟେ ।ଆର୍ଥିକ ସ୍ଥିତି ପାଇଁ ଦିନ ଉତ୍ତମ ଅଟେ, ବିବାହିତ ଲୋକ ଆଜି ବିବାହିତ ଜୀବନ ସୁଖ ପ୍ରାପ୍ତ କରିବେ, ଘରେ ମାଁ ବା ଅନ୍ୟ ବୁଜୁର୍ଗ ମହିଳାଙ୍କ ସ୍ୱାସ୍ଥ୍ୟ ପାଇଁ ଆପଣ ଚିନ୍ତା ରେ ରହିବେ ।

ମୀନ

ଆଜି ମନ କୌଣସି ପ୍ରକାର ଭୟ ପାଇଁ ଚିନ୍ତା ରେ ରହିବ, କୌଣସି ନୂଆ ଜାଗା ଟ୍ରାନ୍ସଫର ହୋଇ ପାରନ୍ତି ବା ଚାକିରି ମଧ୍ୟ ଛାଡ଼ିବା ସମୟ ଆସି ପାରେ । ସମ୍ପର୍କୀୟ ଲୋକଙ୍କ ଘର କାମ ରେ ଆପଣଙ୍କୁ ସପୋର୍ଟ ମିଳି ପାରେ । କିଛି ଲୋକ ପାରିବାରିକ ସମସ୍ଯା ସାମ୍ନା କରିବେ, ଶାନ୍ତ ଓ ସକ୍ଷମ ରହିଲେ ସବୁ ପ୍ରକାର ସଫଳତା ପ୍ରାପ୍ତ କରିବେ । ସବୁଦିନ ନିଜ ରାଶି ସମ୍ବନ୍ଧରେ ଜାଣିବା ପାଇଁ ପେଜକୁ ଲାଇକ କରି ଦିଅନ୍ତୁ ।

Leave a Reply

Your email address will not be published. Required fields are marked *