ଦେଖନ୍ତୁ କଣ ପାଇଁ ଭୋ-ଭୋ ହେଇ କାନ୍ଦିଲେ ହିରୋଇନ Jhilik Bhattacharya, ଦେଖନ୍ତୁ Video

ବନ୍ଧୁଗଣ ଆପଣ ମାନେ ସମସ୍ତେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ ଅଭିନେତ୍ରୀ ମାନଙ୍କୁ ବେସ ଭଲ ଭାବରେ ଜାଣିଥିବେ । ଏହି ଅଭିନେତ୍ରୀ ମାନେ ନିଜ ପର୍ଶନାଲ ଲାଇଫ ଓ ନିଜ ଅଭିନୟ ପାଇଁ ସବୁବେଳେ ଚର୍ଚ୍ଚାରେ ରୁହନ୍ତି । ତେବେ ଆଜି ଆମେ ଆପଣ ମାନଙ୍କୁ ଯେଉଁ ଓଡିଆ ଅଭିନେତ୍ରୀ ଜଣକଙ୍କ ବିଷୟରେ କହିବାକୁ ଯାଉଛୁ ସେ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ପ୍ରସିଦ୍ଧି ହାସଲ କରିଛନ୍ତି ।

ବନ୍ଧୁଗଣ ଏହି ଅଭିନେତ୍ରୀ ଜଣକ ହେଉଛନ୍ତି ଝିଲିକ ଭଟ୍ଟାଚାର୍ଜ୍ୟ । ବନ୍ଧୁଗଣ ଆପଣ ମାନେ ସମସ୍ତେ ଝିଲିକଙ୍କ ଅନେକ ସୁପର ହିଟ ଫିଲ୍ମ ଦେଖିଥିବେ । ଝିଲିକ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ କାମ କରି ସୁନାମ ଅର୍ଜନ କରିଛନ୍ତି ଓ ତାଙ୍କ ଲୋକପ୍ରିୟତା ମଧ୍ୟ ବେସ ଅଧିକ ରହିଛି । ତେବେ ବନ୍ଧୁଗଣ ନିଜ ପର୍ଶନାଲ ଲାଇଫ ଓ ନିଜ ଫିଲ୍ମ ଗୁଡିକ ପାଇଁ ସବୁବେଳେ ଚର୍ଚ୍ଚାରେ ରୁହନ୍ତି ଝିଲିକ ।

ଆସିବା ଦିନରୁ ଝିଲିକ ନିଜର ଅନେକ ଫଟୋ ଓ ଭିଡିଓ ସୋସିଆଲ ମିଡିଆରେ ଅପଲୋଡ କରନ୍ତି ଏବଂ ତାଙ୍କର ସମସ୍ତ ଭିଡିଓ ଗୁଡିକ ଭାଇରାଲ ମଧ୍ୟ ହୋଇଯାଏ । ଝିଲିକ ସୋସିଆଲ ମିଡିଆରେ ବହୁତ ଚର୍ଚ୍ଚାରେ ରୁହନ୍ତି । ହେଲେ ବନ୍ଧୁଗଣ ଗତ କିଛି ଦିନ ହେବ ଝିଲିକ କିଛି ଅଲଗା କାରଣ ପାଇଁ ଚର୍ଚ୍ଚାରେ ରହୁଛନ୍ତି । ସେହି କାରଣଟି ହେଉଛି ଝିଲିକ ମା ହେବାକୁ ଯାଉଛନ୍ତି ।

ତେବେ ଖୁବ ଶୀଘ୍ର ଝିଲିକ ମା ହେବାକୁ ଯାଉଛନ୍ତି ଓ ଆପଣ ମାନେ ସମସ୍ତେ ଏହି ଖବର ବିଷୟରେ ନିଶ୍ଚୟ ଜାଣିଥିବେ । ବନ୍ଧୁଗଣ ଝିଲିକ ଓ ତାଙ୍କ ପାଇବାର ଏବେ ବହୁତ ଖୁସିରେ ଅଛନ୍ତି । ତାଙ୍କର ଅନେକ ନୂଆ ନୂଆ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ତେବେ ଗତ କିଛି ସମୟ ହେବ ଝିଲିକଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି ଓ ଏହି ଭିଡିଓରେ ଝିଲିକ କାନ୍ଦୁ ଥିବାର ନଜର ଆସୁଛନ୍ତି ।

ବନ୍ଧୁଗଣ ଆଜି ଆମେ ଆପଣ ମାନଙ୍କୁ ଏହି ଭିଡିଓ ବିଷୟରେ କହିବାକୁ ଯାଉଛୁ ତା ହେଲେ ଆଉ ଡେରି ନକରି ଆସନ୍ତୁ ଜାଣିବା ଏହା ବିଷୟରେ । ବନ୍ଧୁଗଣ ଏହି ଭିଡିଓରେ ଝିଲିକ ନାକ ଫୋଡାଇବା ପାଇଁ ଯାଇଛନ୍ତି ଓ ସେହି ସମୟରେ ସେ କୁନି ଛୁଆଙ୍କ ପରି କାନ୍ଦୁ ଛନ୍ତି । ଏହି ଭିଡିଓଟିକୁ ତାଙ୍କ ଫ୍ୟାନ୍ସ ମାନେ ବେସ ପସନ୍ଦ କରିଛନ୍ତି । ତା ହେଲେ ବନ୍ଧୁଗଣ ଆପଣ ମାନଙ୍କୁ ଝିଲିକଙ୍କ ଏହି ନୂଆ ଭିଡିଓଟି କେମିତି ଲାଗିଲା ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ଧନ୍ୟବାଦ ।

Leave a Reply

Your email address will not be published. Required fields are marked *