ଢୋଲ ବଜାଇ ନାଚିଲେ ମୋଦୀ, ଦେଖନ୍ତୁ Video

ବନ୍ଧୁଗଣ ଏବେ ଦୁନିଆର ସମସ୍ତ ଲୋକ ସୋସିଆଲ ମିଡିଆ ସହ ଜଡିତ ହୋଇ ରହୁଛନ୍ତି । ଆଜିକାଲି ଦୁନିଆରେ ଏପରି ସବୁ ଘଟଣା ଘଟୁଛି ଯାହା ସୋସିଆଲ ମିଡିଆରେ ବହୁତ ମାତ୍ରାରେ ଭାଇରାଲ ହେଉଛି । ଏହି ସବୁ ଘଟଣା ଓ ଖବର ଗୁଡିକୁ ଲୋକମାନେ ଯେକୌଣସି ସ୍ଥାନରେ ରହି ସୋସିଆଲ ମିଡିଆ ମାଧ୍ୟମରେ ଜାଣି ପାରୁଛନ୍ତି । ଏହା ସହିତ ଲୋକମାନେ ନିଜ ମନୋରଞ୍ଜନ ପାଇଁ ମଧ୍ୟ ସୋସିଆଲ ମିଡିଆର ବ୍ୟବହାର କରୁଛନ୍ତି ।

ତେବେ ବନ୍ଧୁଗଣ ଗତ କିଛି ସମୟ ହେବ ସୋସିଆଲ ମିଡିଆରେ ଏକ ଘଟଣାର ଭିଡିଓ ବହୁତ ମାତ୍ରାରେ ଭାଇରାଲ ହେଉଛି ଓ ଆଜି ଆମେ ଆପଣ ମାନଙ୍କୁ ଏହି ଭିଡିଓ ବିଷୟରେ କହିବାକୁ ଯାଉଛୁ । ବନ୍ଧୁଗଣ ଆପଣ ମାନେ ସମସ୍ତେ ଏହି ଭିଡିଓ ବିଷୟରେ ଜାଣିଲେ ବହୁତ ଖୁସି ହେବେ । ତେବେ ଏହି ଭିଡିଓ ଟି ଏବେ ସମସ୍ତ ସ୍ଥାନରେ ଚର୍ଚ୍ଚାର ବିଷୟ ପାଲଟିଛି ତା ହେଲେ ବନ୍ଧୁଗଣ ଆଉ ଡେରି ନକରି ଆସନ୍ତୁ ଜାଣିବା ଏହି ଭିଡିଓ ବିଷୟରେ ।

ବନ୍ଧୁଗଣ ଆପଣ ମାନେ ସମସ୍ତେ ଆମ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ବେସ ଭଲ ଭାବରେ ଜାଣିଥିବେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜ କୂଟନୀତି ଓ ନିଜ ଭାଷଣ ପାଇଁ ସବୁବେଳେ ଚର୍ଚ୍ଚାରେ ରୁହନ୍ତି । ଏମିତିରେ କହିବାକୁ ଗଲେ ନରେନ୍ଦ୍ର ମୋଦୀ କୌଣସି ବଲିଉଡ ସେଲିବ୍ରେଟି ଠାରୁ କମ ନୁହେଁ । ସୋସିଆଲ ମିଡିଆରେ ତାଙ୍କର ଅନେକ ଭିଡିଓ ଭାଇରାଲ ହେଉଛି ।

ଆଉ ସେ କିଛି ନା କିଛି କାରଣ ହେତୁ ସବୁବେଳେ ଚର୍ଚ୍ଚାରେ ରୁହନ୍ତି । ତେବେ ବନ୍ଧୁଗଣ ଗତ କିଛି ସମୟ ହେବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଏହି ଭିଡିଓରେ ପ୍ରଥମ ଥର ପାଇଁ ନରେନ୍ଦ୍ରଙ୍କୁ ଏକ ଭିନ୍ନ ରୂପରେ ଦେଖିଛନ୍ତି ଜନସାଧାରଣ । ନରେନ୍ଦ୍ର ଏହି ଭିଡିଓରେ ବାଜା ବଜାଉ ଥିବାର ନଜର ଆସୁଛନ୍ତି । ବାଜା ବଜାଇବା ସହ ସେ ବଂଶୀ ମଧ୍ୟ ବଜାଉ ଛନ୍ତି ।

ଅତି ସୁନ୍ଦର ଭାବରେ ନରେନ୍ଦ୍ର ବାଜା ଓ ବଂଶୀ ବଜାଉ ଥିବାର ନଜର ଆସୁଛନ୍ତି । ହେଲେ ଏହି ଭିଡିଓଟି କେଉଁ ସ୍ଥାନର ତାହା ବର୍ତ୍ତମାନ ପର୍ଯ୍ୟନ୍ତ ଜଣା ପଡି ନାହିଁ । ସୋସିଆଲ ମିଡିଆରେ ଏହି ଭିଡିଓକୁ ନେଇ ଚର୍ଚ୍ଚା ଜୋର ଧରିଛି । ତା ହେଲେ ବନ୍ଧୁଗଣ ଆପଣ ମାନଙ୍କୁ ନରେନ୍ଦ୍ରଙ୍କ ଏହି ଭିଡିଓଟି କେମିତି ଲାଗିଲା ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ଧନ୍ୟବାଦ ।

Leave a Reply

Your email address will not be published. Required fields are marked *