ସ୍ତ୍ରୀ Sunanda ଙ୍କ ଶାଢୀ ପିନ୍ଧି ଏମିତି ନାଚିଲେ Pragyan, ଆଗରୁ କେବେ ବି ଦେଖି ନଥିବେ, ଦେଖନ୍ତୁ Video ହସି ହସି ଗଡିଯିବେ

ବନ୍ଧୁଗଣ ଆପଣ ମାନେ ସମସ୍ତେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ ଅଭିନେତା ମାନଙ୍କୁ ବେସ ଭଲ ଭାବରେ ଜାଣିଥିବେ । ଏହି ଅଭିନେତା ମାନେ ନିଜ ଦମଦାର ଅଭିନୟ ନିଜ ନିଜ ପର୍ଶନାଲ ଲାଇଫ ପାଇଁ ସୋସିଆଲ ମିଡିଆରେ ବହୁତ ଚର୍ଚ୍ଚାରେ ରୁହନ୍ତି । ବନ୍ଧୁଗଣ ଆଜି ଆମେ ଆପଣ ମାନଙ୍କୁ ଯେଉଁ ଓଡିଆ ଅଭିନେତା ଜଣକଙ୍କ ବିଷୟରେ କହିବାକୁ ଯାଉଛୁ ସେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ପ୍ରସିଦ୍ଧି ହାସଲ କରିଛନ୍ତି ।

ଏହି ଅଭିନେତା ଜଣକ ଆଉ କେହି ନୁହେଁ ଏ ହେଉଛନ୍ତି ପ୍ରଜ୍ଞାନ ଖଟୁଆ । ଆପଣ ମାନେ ସମସ୍ତେ ଓଡିଆ ଅଭିନେତା ପ୍ରଜ୍ଞାନ ଖଟୁଆଙ୍କ ଜବରଦସ୍ତ ଅଭିନୟ ତ ନିଶ୍ଚୟ ଦେଖିଥିବେ । ବନ୍ଧୁଗଣ ପ୍ରଜ୍ଞାନ ହେଉଛନ୍ତି ଜଣେ ହାସ୍ୟ ଅଭିନେତା । ସେ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅନେକ ସୁପର ହିଟ ଫିଲ୍ମ କରିଛନ୍ତି । ଓଡିଆ ଇଣ୍ଡଷ୍ଟ୍ରିର କେତେକ ଦିଗଜ ଅଭିନେତା ମାନଙ୍କ ସହ କାମ କରି ପ୍ରଜ୍ଞାନ ସଫଳତା ପାଇଛନ୍ତି ।

ଆମ ଓଡିଶାରେ ପ୍ରଜ୍ଞାନଙ୍କ ଲୋକପ୍ରିୟତା ବେସ ଅଧିକ ରହିଛି । ତେବେ ବନ୍ଧୁଗଣ ପ୍ରଜ୍ଞାନ ନିଜ ଜବରଦସ୍ତ କମେଡି ଦ୍ଵାରା ସାରା ଓଡିଶା ବାସୀଙ୍କ ମନ ଜିତିଛନ୍ତି ଓ ପ୍ରଜ୍ଞାନ ନିଜ କମେଡି ପାଇଁ ସବୁବେଳେ ସୋସିଆଲ ମିଡିଆରେ ଚର୍ଚ୍ଚାରେ ମଧ୍ୟ ରୁହନ୍ତି । ଆପଣ ମାନେ ତ ଏହା ନିଶ୍ଚୟ ଜାଣିଥିବେ ଯେ, ଗତ କିଛି ମାସ ତଳେ ପ୍ରଜ୍ଞାନ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ ।

ପ୍ରଜ୍ଞାନ ନିଜ ପ୍ରେମିକା ସୁନ୍ଦନ୍ଦାଙ୍କ ସହ ପ୍ରେମ ବିବାହ କରିଛନ୍ତି । ବିବାହ ପରଠାରୁ ପ୍ରଜ୍ଞାନ ବହୁତ ଚର୍ଚ୍ଚାରେ ରହିଥିଲେ । ହେଲେ ବନ୍ଧୁଗଣ ଗତ କିଛି ସମୟ ହେବ ପ୍ରଜ୍ଞାନ ଆଉ କିଛି କାରଣ ପାଇଁ ସୋସିଆଲ ମିଡିଆରେ ଚର୍ଚ୍ଚାରେ ଅଛନ୍ତି । ପ୍ରଜ୍ଞାନଙ୍କର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ଓ ଆଜି ଆମେ ଆପଣ ମାନଙ୍କୁ ପ୍ରଜ୍ଞାନଙ୍କ ଏହି ଭିଡିଓ ବିଷୟରେ କହିବାକୁ ଯାଉଛୁ ।

ଆପଣ ମାନେ ସମସ୍ତେ ପ୍ରଜ୍ଞାନଙ୍କ ଏହି ଭିଡିଓ ଦେଖିଲେ ବହୁତ ହସିବେ । ତା ହେଲେ ବନ୍ଧୁଗଣ ଆଉ ଡେରି ନକରି ଆସନ୍ତୁ ଜାଣିବା ଏହି ଭିଡିଓ ବିଷୟରେ । ବନ୍ଧୁଗଣ ଏହି ଭିଡିଓରେ ପ୍ରଜ୍ଞାନ ନିଜ ସ୍ତ୍ରୀ ସୁନନ୍ଦାଙ୍କ ଶାଢୀ ପିନ୍ଧି ଡ୍ୟାନ୍ସ କରୁଥିବାର ନଜର ଆସୁଛନ୍ତି । ପ୍ରଜ୍ଞାଙ୍କ ଏହି ଭିଡିଓ ଏବେ ବହୁତ ଚର୍ଚ୍ଚାରେ ଅଛି । ଅନେଲ ଲୋକ ଏହି ଭିଡିଓକୁ ନେଇ ଭିନ୍ନ ଭିନ୍ନ ପ୍ରତିକ୍ରିୟା ମଧ୍ୟ ଦେଉଛନ୍ତି । ତା ହେଲେ ବନ୍ଧୁଗଣ ଆପଣ ମାନଙ୍କୁ ପ୍ରଜ୍ଞାନଙ୍କ ଏହି ଭିଡିଓଟି କେମିତି ଲାଗିଲା ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ଧନ୍ୟବାଦ ।

Leave a Reply

Your email address will not be published. Required fields are marked *