ହଟହଟା ହେଲେ ମେୟର ! ହେଇଗଲା କିଛି ଏମିତି କାଣ୍ଡ…ଦେଖନ୍ତୁ Video

ବନ୍ଧୁଗଣ ଏବେ ଦୁନିଆର ସମସ୍ତ ଲୋକ ସୋସିଆଲ ମିଡିଆ ସହ ଜଡିତ ହୋଇ ରହୁଛନ୍ତି । ଆଜିକାଲି ଦୁନିଆରେ ଏପରି ସବୁ ଘଟଣା ଘଟୁଛି ଯାହା ସୋସିଆଲ ମିଡିଆରେ ବହୁତ ମାତ୍ରାରେ ଭାଇରାଲ ହେଉଛି । ଏହି ସବୁ ଘଟଣା ଓ ଖବର ଗୁଡିକୁ ଲୋକମାନେ ଯେକୌଣସି ସ୍ଥାନରେ ରହି ସୋସିଆଲ ମିଡିଆ ମାଧ୍ୟମରେ ଜାଣି ପାରୁଛନ୍ତି । ଏହା ସହ ଲୋକମାନେ ନିଜର ମନୋରଞ୍ଜନ ମଧ୍ୟ କରିପାରୁଛନ୍ତି ।


ତେବେ ବନ୍ଧୁଗଣ ଗତ କିଛି ସମୟ ହେବ ସୋସିଆଲ ମିଡିଆରେ ଏକ ଭିଡିଓ ବହୁତ ମାତ୍ରାରେ ଭାଇରାଲ ହେଉଛି ଓ ଆଜି ଆମେ ଆପଣ ମାନଙ୍କୁ ଏହି ଭିଡିଓ ବିଷୟରେ କହିବାକୁ ଯାଉଛୁ । ବନ୍ଧୁଗଣ ଆପଣ ମାନେ ସମସ୍ତେ ଏହି ଭିଡିଓ ବିଷୟରେ ଜାଣିଲେ ଆଶ୍ଚର୍ଯ୍ୟ ହେବେ । ତେବେ ଏହି ଭିଡିଓ ଟି ଏବେ ସମସ୍ତ ସ୍ଥାନରେ ଚର୍ଚ୍ଚାର ବିଷୟ ପାଲଟିଛି ତା ହେଲେ ବନ୍ଧୁଗଣ ଆଉ ଡେରି ନକରି ଆସନ୍ତୁ ଜାଣିବା ଏହି ଭିଡିଓ ବିଷୟରେ ।

ବନ୍ଧୁଗଣ ଭାଇରାଲ ହେଉଥିବା ଭିଡିଓରେ କିଛି ଲୋକ ମେୟରଙ୍କୁ ଘେରି ଯାଇଛନ୍ତି ଆଉ ମେୟର ହଟହଟା ହୋଇଛନ୍ତି । ଏହି ଘଟଣାଟି କଟକରେ ଘଟିଛି । ମେୟର ଜଣକ ୱାର୍ଡ ପରିଦର୍ଶନ କରିବାକୁ ଆସିଥିବା ବେଳେ ତାଙ୍କ ସହ ଏମିତି କିଛି ଘଟି ଯାଇଛି । ବନ୍ଧୁଗଣ ମିଡିଆ ରିପୋର୍ଟସ ଅନୁସାରେ ସିଏମସି ମେୟର ସୁଵାସ ସିଂଙ୍କୁ ଘେରିଲେ ଲୋକେ ।

ଆଜି ସିଏମସି ୱାର୍ଡ଼ ଅନ୍ତର୍ଗତ 46/47 ନମ୍ବର ପରିଦର୍ଶନ ସମୟରେ ହଟହଟା ହୋଇଛନ୍ତି ସୁଵାସ ସିଂ । ୱାର୍ଡ଼ର ବିଭିନ୍ନ ସମସ୍ୟା ରହିଥିବା ବେଳେ ସିଏମସି କର୍ତ୍ତୃପକ୍ଷ ଧ୍ୟାନ ଦେଉ ନଥିବା ଅଭିଯୋଗ କରି ମେୟରଙ୍କୁ ସମସ୍ୟାର ସମାଧାନ କରିବା ପାଇଁ ଦାବି କରିଥିଲେ । ମେୟର ସୁବାସ ସିଂଙ୍କ ସହ ଵିଧାୟକ ସୌଭିକ ଵିଶ୍ବାଳ, ସ୍ଥାନୀୟ କର୍ପୋରେଟର ପ୍ରମୁଖ ଉପସ୍ଥିତ ଥିଲେ ।

ଲୋକମାନେ ମେୟରଙ୍କୁ ଘେରି ସମସ୍ୟାର ସମାଧାନ କରିବା ପାଇଁ ଦାବି କରିଥିଲେ ଆଉ ସେହି ସମୟରେ ମେୟର ହଟହଟା ହୋଇଥିଲେ । ଏହି ଘଟଣାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ବନ୍ଧୁଗଣ ଆଗରୁ ମଧ୍ୟ ଏଭଳି ଘଟଣା ଦେଖିବାକୁ ମିଳିଛି । ବର୍ତ୍ତମାନ ଏହି ଘଟଣାକୁ ନେଇ ସାରା ଓଡିଶାରେ ଚର୍ଚ୍ଚା ଜୋର ଧରିଛି ଆଉ ଲୋକମାନେ ଏହି ଭିଡିଓ ଦେଖି ଭିନ୍ନ ଭିନ୍ନ ପ୍ରତିକ୍ରିୟା ମଧ୍ୟ ଦେଉଛନ୍ତି । ତା ହେଲେ ବନ୍ଧୁଗଣ ଏହି ଘଟଣା ଉପରେ ଆପଣ ମାନଙ୍କର ମତ କଣ ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ଧନ୍ୟବାଦ ।

Leave a Reply

Your email address will not be published. Required fields are marked *