କି ଭୟଙ୍କର ଦୃଶ୍ୟ ! ହଠାତ puri ସମୁଦ୍ରରେ ମାଡି ଆସିଲା ଖଣ୍ଡିଆ ଭୁତ, ଭୟରେ ଥରିଲେ ଲୋକ…ଦେଖନ୍ତୁ Video

ନମସ୍କାର ବନ୍ଧୁଗଣ ତେବେ ବର୍ତ୍ତମାନ ସମୟରେ ସୋସିଆଲ ମିଡ଼ିଆ ର ଯୁଗ ଏବଂ ସମସ୍ତେ ମଧ୍ୟ ସୋସିଆଲ ମିଡ଼ିଆ ରେ ଆକ୍ଟିଭ ମଧ୍ୟ ରହିଥାନ୍ତି । ଫେସବୁକ, ଇଂଷ୍ଟାଗ୍ରାମ,ହ୍ଵାଟ୍ସଆପ, ୟୁଟିୟୁବ ଆଦି ଆପ ମାଧ୍ୟମରେ ଆପଣ ନିଜ ନିଜର ମନୋରଞ୍ଜନ କରୁଥିବେ । ତେବେ ଏହି ସୋସିଆଲ ମିଡ଼ିଆ ରେ ଅନେକ ଭିଡିଓ ଦେଖିବାକୁ ମିଳୁଛି ସେଥି ମଧ୍ୟରୁ କିଛି ଭିଡିଓ ଲୋକ ମାନଂକୁ ପସନ୍ଦ ଆସୁଛି ତେବେ ସେହି ଭିଡିଓ କୁ ସେୟାର କରି ଭାଇରାଲ କରାଯାଉଛି ।

ତେବେ ଯଦି କୌଣସି ଭିଡିଓ ଖରାପ ଥାଏ କିମ୍ବା କୌଣସି ଅଦ୍ଭୁତ ଘଟଣା ମଧ୍ୟ ଘଟୁଥାଏ କୌଣସି ଭିଡିଓ ରେ ତେବେ ତାକୁ ମଧ୍ୟ ଲୋକମାନେ ଜଣଙ୍କ ପାଖରୁ ଆଉ ଜଣଙ୍କୁ ସେୟାର କରି ତାକୁ ମଧ୍ୟ ଭାଇରାଲ କରି ଥାଆନ୍ତି । ଦେଶ ର କୌଣସି ନା କୌଣସି ସ୍ଥାନରେ କିଛି ନା କିଛି ଅଦ୍ଭୁତ ଘଟଣା ଘଟିଥାଏ ଯାହାକି କାହାର କ୍ୟାମେରା କିମ୍ବା ସିସିଟିଭି ରେ ରେକର୍ଡ ହୋଇ ଯାଇଥାଏ ।

ତେବେ ସେହି ଘଟଣା ବିଷୟରେ ଜାଣିଲେ କିମ୍ବା ଦେଖିଲେ ଆପଣ ନିଶ୍ଚିତ ଆଶ୍ଚର୍ଯ୍ୟ ହୋଇଯିବେ ଏବଂ ଆପଣଙ୍କ ଲୋମ ମଧ୍ୟ ଟାଙ୍କୁରି ଉଠିବ । ତେବେ ସେହି ଭଳି ଏକ ଦୃଶ୍ୟ ବର୍ତ୍ତମାନ ଦେଖିବାକୁ ମିଳୁଛି ଯେଉଁଠି ଏକ ପୋଖରୀ ର ପାଣି ଅଚାନକ ଏକ ଧାରା ରେ ଆକାଶ ରେ ଉଡିବାକୁ ଲାଗିଲା । ତେବେ ଆସନ୍ତୁ ଏହି ଆଶ୍ଚର୍ଯ୍ୟ ଜନକ ଭିଡିଓ ସମ୍ପର୍କରେ ଆଲୋଚନା କରି ନେବା ।

ତେବେ ହଠାତ ଆକାଶ ରେ ଘୋଟି ଆସିଲା କଳା ବାଦଲ, ଏହା ପରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ସମୁଦ୍ରର ଜଳରାଶିକୁ ଛୁଇଁଲା । ଆଉ ତା’ପରେ ପ୍ରବଳ ବର୍ଷା । ପୁରୀରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି । ହଠାତ୍‌ ଏଭଳି ଦୃଶ୍ୟ ଦେଖି ଲୋକମାନେ ଆଚମ୍ବିତ ହେବାସହ ଭୟଭୀତ ହୋଇ ଯାଇଥିଲେ । ତେବେ ପୁରୀ ଜିଲ୍ଲା ପାନ୍ଥ ଭବନ ସମ୍ମୁଖରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଥିଲା ।

ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ସମୁଦ୍ରର ଜଳରାଶିକୁ ଛୁଇଁଥିବା ଦେଖିବାକୁ ମିଳିଥିଲା । କ୍ୟାମେରାରେ ଏହି ଦୃଶ୍ୟକୁ କଏଦ କରାଯାଇଛି । ତେବେ ଘୂର୍ଣ୍ଣିବଳୟ ସୃଷ୍ଟି ପରେ ପ୍ରବଳ ବର୍ଷା ଲାଗି ରହିଥିଲା । ଏପରିକି ଶ୍ରୀମନ୍ଦିର ବାଇଶି ପାହାଚରୁ ଜୋରରେ ପାଣି ମାଡ଼ି ଆସି ସିଂହଦ୍ୱାର ଗୁମୁଟରେ ପୂର୍ଣ୍ଣ ହୋଇ ଯାଇଥିଲା । ଫଳରେ ଏହି ସମୟରେ ଭକ୍ତମାନେ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରି ପାରି ନଥିଲେ । ତେବେ ଏହା ଉପରେ ଆପଣଙ୍କ ମତାମତ କଣ ନିଶ୍ଚିତ ଜଣାନ୍ତୁ ।

Leave a Reply

Your email address will not be published. Required fields are marked *