ବନ୍ଧୁଗଣ ଆପଣ ମାନେ ସମସ୍ତେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ ଅଭିନେତ୍ରୀ ମାନଙ୍କୁ ବେସ ଭଲ ଭାବରେ ଜାଣିଥିବେ । ଏହି ଅଭିନେତ୍ରୀ ମାନେ ନିଜ ପର୍ଶନାଲ ଲାଇଫ ଓ ନିଜ ସୁନ୍ଦରତା ପାଇଁ ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରୁହନ୍ତି । ତେବେ ବନ୍ଧୁଗଣ ଆଜି ଆମେ ଆପଣ ମାନଙ୍କୁ ଯେଉଁ ଓଡିଆ ଅଭିନେତ୍ରୀ ଜଣକଙ୍କ ବିଷୟରେ କହିବାକୁ ଯାଉଛୁ ସେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ପ୍ରସିଦ୍ଧି ହାସଲ କରିଛନ୍ତି ।
ଏହି ଅଭିନେତ୍ରୀ ଜଣକ ଆଉ କେହି ନୁହେଁ ଏ ହେଉଛନ୍ତି ରଚନା ବାନାର୍ଜୀ । ବନ୍ଧୁଗଣ ଆପଣ ମାନେ ସମସ୍ତେ ଓଡିଆ ଅଭିନେତ୍ରୀ ରଚନା ବାନାର୍ଜୀଙ୍କ ଦମଦାର ଅଭିନୟ ତ ନିଶ୍ଚୟ ଦେଖିଥିବେ । ରଚନା ନିଜ ସୁନ୍ଦରତା ଓ ନିଜ ଫିଲ୍ମ ଗୁଡିକ ପାଇଁ ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରୁହନ୍ତି । ରଚନା ନିଜର ଦମଦାର ଅଭିନୟ ପଦର୍ଶନ କରି ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ସୁନାମ ଅର୍ଜନ କରିଛନ୍ତି ଓ ତାଙ୍କ ଲୋକପ୍ରିୟତା ମଧ୍ୟ ବେସ ଅଧିକ ରହିଛି ।
ବନ୍ଧୁଗଣ ଆସିବା ଦିନରୁ ରଚନା ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ନୂଆ ନୂଆ ଭିଡିଓ ଓ ଫଟୋ ସେୟାର କରନ୍ତି ତାଙ୍କର ସମସ୍ତ ଫଟୋ ଭିଡିଓ ଦେଖୁ ଦେଖୁ ଭାଇରାଲ ହୋଇଯାଏ । ତେବେ ବନ୍ଧୁଗଣ ଆପଣ ମାନେ ତ ଏହା ନିଶ୍ଚୟ ଜାଣିଥିବେ ଯେ, ରଚନା କିଛି କିଛି ବର୍ଷ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ କାମ କରିବା ପରେ ବଙ୍ଗଳା ଚାଲିଯାଇଥିଲେ ।
ରଚନା ହେଉଛନ୍ତି ଜଣେ ବଙ୍ଗଳା ଅଭିନେତ୍ରୀ ସେ ଏବେ ବଙ୍ଗଳା ଇଣ୍ଡଷ୍ଟ୍ରିରେ କାମ କରୁଛନ୍ତି । ତେବେ ବନ୍ଧୁଗଣ ବର୍ତ୍ତମାନ ରଚନା ବାନାର୍ଜୀଙ୍କର ଏକ ନୂଆ ଭିଡିଓ ଭାଇରାଲ ହେଉଛି । ଏହି ଭିଡିଓରେ ସେ କାନ୍ଦୁ ଥିବାର ନଜର ଆସୁଛନ୍ତି । ଆଜି ଆମେ ଆପଣ ମାନଙ୍କୁ ଏହି ଭିଡିଓ ବିଷୟରେ କହିବାକୁ ଯାଉଛୁ । ତା ହେଲେ ବନ୍ଧୁଗଣ ଆଉ ଡେରି ନକରି ଆସନ୍ତୁ ଜାଣିବା ଏହି ଖବର ବିଷୟରେ ।
ବନ୍ଧୁଗଣ ଭାଇରାଲ ହେଉଥିବା ଭିଡିଓରେ ରଚନା କାନ୍ଦୁ ଥିବାର ନଜର ଆସୁଛନ୍ତି । ରଚନାଙ୍କ ଉପରେ ଏବେ ଦୁଃଖର ପାହାଡ ଭାଙ୍ଗି ପଡିଛି କାରଣ ଏବେ ଜଣାଶୁଣା ଅଭିନେତା ଅଭିଷେକ ଚାଟାର୍ଜି ଏହି ଦୁନିଆରେ ନାହାନ୍ତି । ରଚନାଙ୍କ ସହିତ ସେ ବହୁତ ଫିଲ୍ମରେ କାମ କରିଛନ୍ତି । ସେ ତାଙ୍କର ବହୁତ କ୍ଳୋଜ ଥିଲେ । ଏହି ଖବରକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି । ତା ହେଲେ ବନ୍ଧୁଗଣ ଏହି ଭିଡିଓ ଉପରେ ଆପଣ ମାନଙ୍କର ମତ କଣ ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ଧନ୍ୟବାଦ ।