ହୀରୋଙ୍କ ଅକାଳ ମୃତ୍ୟୁରେ କାନ୍ଦୁଛନ୍ତି ହିରୋଇନ Rachana Banarjee, ଭିଡିଓ ଦେଖିଲେ ଆପଣଙ୍କ ଆଖିରେ ବି ଲୁହ ଆସିଯିବ…

ବନ୍ଧୁଗଣ ଆପଣ ମାନେ ସମସ୍ତେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ ଅଭିନେତ୍ରୀ ମାନଙ୍କୁ ବେସ ଭଲ ଭାବରେ ଜାଣିଥିବେ । ଏହି ଅଭିନେତ୍ରୀ ମାନେ ନିଜ ପର୍ଶନାଲ ଲାଇଫ ଓ ନିଜ ସୁନ୍ଦରତା ପାଇଁ ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରୁହନ୍ତି । ତେବେ ବନ୍ଧୁଗଣ ଆଜି ଆମେ ଆପଣ ମାନଙ୍କୁ ଯେଉଁ ଓଡିଆ ଅଭିନେତ୍ରୀ ଜଣକଙ୍କ ବିଷୟରେ କହିବାକୁ ଯାଉଛୁ ସେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ପ୍ରସିଦ୍ଧି ହାସଲ କରିଛନ୍ତି ।

ଏହି ଅଭିନେତ୍ରୀ ଜଣକ ଆଉ କେହି ନୁହେଁ ଏ ହେଉଛନ୍ତି ରଚନା ବାନାର୍ଜୀ । ବନ୍ଧୁଗଣ ଆପଣ ମାନେ ସମସ୍ତେ ଓଡିଆ ଅଭିନେତ୍ରୀ ରଚନା ବାନାର୍ଜୀଙ୍କ ଦମଦାର ଅଭିନୟ ତ ନିଶ୍ଚୟ ଦେଖିଥିବେ । ରଚନା ନିଜ ସୁନ୍ଦରତା ଓ ନିଜ ଫିଲ୍ମ ଗୁଡିକ ପାଇଁ ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରୁହନ୍ତି । ରଚନା ନିଜର ଦମଦାର ଅଭିନୟ ପଦର୍ଶନ କରି ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ସୁନାମ ଅର୍ଜନ କରିଛନ୍ତି ଓ ତାଙ୍କ ଲୋକପ୍ରିୟତା ମଧ୍ୟ ବେସ ଅଧିକ ରହିଛି ।

ବନ୍ଧୁଗଣ ଆସିବା ଦିନରୁ ରଚନା ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ନୂଆ ନୂଆ ଭିଡିଓ ଓ ଫଟୋ ସେୟାର କରନ୍ତି ତାଙ୍କର ସମସ୍ତ ଫଟୋ ଭିଡିଓ ଦେଖୁ ଦେଖୁ ଭାଇରାଲ ହୋଇଯାଏ । ତେବେ ବନ୍ଧୁଗଣ ଆପଣ ମାନେ ତ ଏହା ନିଶ୍ଚୟ ଜାଣିଥିବେ ଯେ, ରଚନା କିଛି କିଛି ବର୍ଷ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ କାମ କରିବା ପରେ ବଙ୍ଗଳା ଚାଲିଯାଇଥିଲେ ।

ରଚନା ହେଉଛନ୍ତି ଜଣେ ବଙ୍ଗଳା ଅଭିନେତ୍ରୀ ସେ ଏବେ ବଙ୍ଗଳା ଇଣ୍ଡଷ୍ଟ୍ରିରେ କାମ କରୁଛନ୍ତି । ତେବେ ବନ୍ଧୁଗଣ ବର୍ତ୍ତମାନ ରଚନା ବାନାର୍ଜୀଙ୍କର ଏକ ନୂଆ ଭିଡିଓ ଭାଇରାଲ ହେଉଛି । ଏହି ଭିଡିଓରେ ସେ କାନ୍ଦୁ ଥିବାର ନଜର ଆସୁଛନ୍ତି । ଆଜି ଆମେ ଆପଣ ମାନଙ୍କୁ ଏହି ଭିଡିଓ ବିଷୟରେ କହିବାକୁ ଯାଉଛୁ । ତା ହେଲେ ବନ୍ଧୁଗଣ ଆଉ ଡେରି ନକରି ଆସନ୍ତୁ ଜାଣିବା ଏହି ଖବର ବିଷୟରେ ।

ବନ୍ଧୁଗଣ ଭାଇରାଲ ହେଉଥିବା ଭିଡିଓରେ ରଚନା କାନ୍ଦୁ ଥିବାର ନଜର ଆସୁଛନ୍ତି । ରଚନାଙ୍କ ଉପରେ ଏବେ ଦୁଃଖର ପାହାଡ ଭାଙ୍ଗି ପଡିଛି କାରଣ ଏବେ ଜଣାଶୁଣା ଅଭିନେତା ଅଭିଷେକ ଚାଟାର୍ଜି ଏହି ଦୁନିଆରେ ନାହାନ୍ତି । ରଚନାଙ୍କ ସହିତ ସେ ବହୁତ ଫିଲ୍ମରେ କାମ କରିଛନ୍ତି । ସେ ତାଙ୍କର ବହୁତ କ୍ଳୋଜ ଥିଲେ । ଏହି ଖବରକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି । ତା ହେଲେ ବନ୍ଧୁଗଣ ଏହି ଭିଡିଓ ଉପରେ ଆପଣ ମାନଙ୍କର ମତ କଣ ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ଧନ୍ୟବାଦ ।

Leave a Reply

Your email address will not be published. Required fields are marked *