ଆଜି ଗୋଟିଏ ଦିନରେ 10,000 ଟଙ୍କା ଶସ୍ତା ହେଲା ସୁନା, ଜାଣନ୍ତୁ କଣ ରହିଛି ଆଜିର 22 କ୍ୟାରେଟ ଓ 24 କ୍ୟାରେଟ Gold Rate

ଆଜି ଆମେ ଆପଣଙ୍କୁ ଆଜି ମାନେ 18 july ର ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନାର ମୂଲ୍ୟ କେତେ ରହିଛି ତାହା ବିଷୟରେ ଆମେ ଆପଣଙ୍କୁ କହିବୁ । ଏହା ସହିତ କାଲି ସୁନା ର ଦାମ କେତେ ଥିଲା ତାହା ମଧ୍ୟ କହିବୁ ।

ବର୍ତ୍ତମାନ ଆସନ୍ତୁ ଜାଣିବା । ୨୨ କ୍ୟାରେଟ ସୁନାର ଦାମ- ଆଜି ୨୨ କ୍ୟାରେଟ ସୁନାର ଦାମ ୧ ଗ୍ରାମ ପ୍ରତି ୪୮ ଟଙ୍କା ହ୍ରାସ ପାଇ ୪,୭୦୨ ଟଙ୍କାରେ ପହଞ୍ଚିଛି ଯାହା ଗତକାଲି ୪,୭୫୦ ଟଙ୍କା ଥିଲା । ସେଇଠି ୨୨ କ୍ୟାରେଟ ସୁନା ୮ ଗ୍ରାମ ପ୍ରତି ୩୮୪ ଟଙ୍କା ହ୍ରାସ ପାଇ ୩୭,୬୧୬ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୩୮,୦୦୦ ଟଙ୍କା ଥିଲା ।

ଆଜି ୨୨ କ୍ୟାରେଟ ସୁନା ୧୦ ଗ୍ରାମକୁ ୪୮୦ ଟଙ୍କା ହ୍ରାସ ପାଇଁ ୪୭,୦୨୦ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୪୭,୫୦୦ ଟଙ୍କା ଥିଲା ।

୧ କିଲୋ ପ୍ରତି ୨୨ କ୍ୟାରେଟ ସୁନା ୪,୮୦୦ ଟଙ୍କା ହ୍ରାସ ପାଇ ୪,୭୦,୨୦୦ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୪,୭୫,୦୦୦ ଟଙ୍କା ଥିଲା ।

୨୪ କ୍ୟାରେଟ ସୁନାର ଦାମ

ଆଜି ଭୁବନେଶ୍ବର ବଜାରରେ ୨୪ କ୍ୟାରେଟ ସୁନାର ଦାମ ୧ ଗ୍ରାମ ପ୍ରତି ୧୦୪ ଟଙ୍କା ହ୍ରାସ ପାଇ ୪,୮୪୬ ଟଙ୍କା ରେ ପହଞ୍ଚିଛି, ଯାହା ଗତକାଲି ୪,୯୫୦ ଟଙ୍କା ଥିଲା ।

ସେହିପରି ୨୪ କ୍ୟାରେଟ ସୁନା ୮ ଗ୍ରାମ ପ୍ରତି ୮୩୨ ଟଙ୍କା ହ୍ରାସ ପାଇ ୩୮,୭୬୮ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୩୯,୬୦୦ ଟଙ୍କା ଥିଲା ।

ଆଜି ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୧୦୪୦ ଟଙ୍କା ହ୍ରାସ ପାଇ ୪୮,୪୬୦ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୪୯,୫୦୦ ଟଙ୍କା ଥିଲା ।

ଆଜି ୧ କିଲୋ ପ୍ରତି ୨୪ କ୍ୟାରେଟ ସୁନା ୧୦,୪୦୦ ଟଙ୍କା ହ୍ରାସ ପାଇ ୪,୮୪,୬୦୦ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୪,୯୫,୦୦୦ ଟଙ୍କା ଥିଲା ।

ମୁମ୍ବାଇରେ ୨୨ କ୍ୟାରେଟ୍‌ ସୁନାର ଦାମ୍ ୧୦ ଗ୍ରାମ ପ୍ରତି ୪୭,୧୯୦ ଟଙ୍କା ରହିଛି ଓ ୨୪ କ୍ୟାରେଟ୍‌ ସୁନାର ଦାମ୍ ୧୦ ଗ୍ରାମ ପ୍ରତି ୪୮,୧୯୦ ଟଙ୍କା ରହିଛି ।

ସେହିପରି ରାଜଧାନୀ ଦିଲ୍ଲୀରେ ୨୨ କ୍ୟାରେଟ୍‌ ସୁନାର ଦାମ୍ ୧୦ ଗ୍ରାମ ପ୍ରତି ୪୭,୪୦୦ ଟଙ୍କା ରହିଛି ଓ ୨୪ କ୍ୟାରେଟ୍‌ ସୁନାର ଦାମ୍ ୧୦ ଗ୍ରାମ ପ୍ରତି ୫୧,୭୦୦ ଟଙ୍କା ରହିଛି ।

ଦେଶ ବିଦେଶର ସମସ୍ତ ଖବର ସହ ଅପଡେଟ ରହିବା ପାଇଁ ଆମ ପେଜକୁ ଲାଇକ କରି ଆମ ସହିତ ଯୋଡି ହୁଅନ୍ତୁ । ଧନ୍ୟବାଦ

Leave a Reply

Your email address will not be published. Required fields are marked *