ଜାଣନ୍ତୁ ଓଡିଶା ରାଜ୍ୟ ସହ ଜଡିତ କିଛି ଜଣା ଅଜଣା ପ୍ରଶ୍ନ ଓ ଏହାର ଉତ୍ତର- 10+ GK Quiz

ବନ୍ଧୁଗଣ ଦୁନିଆରେ ଏତେ ସାରା ଜ୍ଞାନ ପୂର୍ଣ୍ଣ କଥା ଭରି ହୋଇ ରହିଛି । ଯାହାର କଳନା କରିବା ମଧ୍ୟ ସମ୍ଭବ । ହେଲେ ଯଦି ବ୍ୟକ୍ତି ପ୍ରତି ଦିନ କିଛି କିଛି ଜ୍ଞାନ ପଢିଥାଏ । ତେବେ ସେହି ବ୍ୟକ୍ତିକୁ ସେହି ସବୁ ଜ୍ଞାନର ଆବଶ୍ୟକତା ସ୍ତଳରେ ବହୁତ ଦରକାର ପଡିଥାଏ । ଦୁନିଆରେ ଅନେକ ଜ୍ଞାନପୂର୍ଣ୍ଣ କଥା ଭରି ହୋଇ ରହିଛି । ଯାହା ସବୁ କିଛି ଟିକିନିକି କରି ଜାଣିବା । ସାଧାରଣ ପକ୍ଷେ ସମ୍ଭବ ନୁହେଁ ।

ହେଲେ ସେଥି ମଧ୍ୟରୁ କିଛି ନୂଆ ନୂଆ ଓ ଜ୍ଞାନ ଭରା ତଥ୍ୟ ଆଜି ଆମେ ଆପଣଙ୍କ ପାଇଁ ନେଇ ଆସିଛୁ । ଯାହା ଆପଣଙ୍କର ଜ୍ଞାନ ବଢାଇବାରେ ସାହାଜ୍ଯ କରିଥାଏ । ଏଥି ସହ ଏହି ସବୁ ଜ୍ଞାନ ଆପଣଙ୍କର ନୀତିଦିନିଆ ଜୀବନରେ ବହୁତ କାମରେ ମଧ୍ୟ ଲାଗିଥାଏ । ଏହି ସବୁ ପ୍ରଶ୍ନ ର ଉତ୍ତର ଅନେକ ସମୟରେ ଅନେକ ଲୋକ ଜାଣି ମଧ୍ୟ ଉତ୍ତର ଦେଇ ପାରନ୍ତି ନାହିଁ । ଏହାକୁ ପାଠ ପଢୁଥିବା ଛାତ୍ର ଛାତ୍ରୀ ମାନେ ଜାଣି ପାରିଲେ ନିଶ୍ଚୟ ଉପକୃତ ହେବେ ।

ଆମେ ସମସ୍ତେ ସର୍ବଦା ନୂଆ ନୂଆ ବିଷୟ ଶିଖିବା ପାଇଁ ଉଦଯୋଗୀ ହୋଇଥାଉ । ସାଧାରଣ ଜ୍ଞାନ ମଣିଷ ଠାରୁ ଆରମ୍ଭ କରି ଛାତ୍ରଛାତ୍ରୀ ଯାଏ ସମସ୍ତେ ପ୍ରାପ୍ତ କରିଥାନ୍ତି । ଜ୍ଞାନର ବିକାଶ ମଣିଷର ସଫଳତା ପ୍ରତି ପ୍ରଥମ ପାଦ ଅଟେ । ମନୁଷ୍ୟ ପାଖରେ ଯେତେ ମଧ୍ୟ ଜ୍ଞାନ ଥାଉ । ହେଲେ ଜଣେ ବ୍ୟକ୍ତିର ଶିଖିବା ପ୍ରକ୍ରିୟା କେବେ ମଧ୍ୟ ସରି ନ ଥାଏ । ଏହି ଯେପରି ଆମେ ଯେତେ ମଧ୍ୟ ଜ୍ଞାନ ଜାଣିଥାଊ ।

ହେଲେ ବହୁ ସମୟରେ ଆମକୁ ଅଧିକ ଜ୍ଞାନର ମଧ୍ୟ ଆବଶ୍ୟକତା ପଡିଥାଏ । ଆଜିର ଦୁନିଆରେ ବହୁ ଗୁଡିଏ କଥାମାନ ରହିଅଛି । ଯେଉଁ ଗୁଡିଏ କଥା ସବୁ ବହୁ ଲୋକଙ୍କ ପାଖରେ କିଛି ଜଣା ତ କିଛି ଅଜଣା ହୋଇ ରହିଥାଏ । ତେବେ ଚାଲନ୍ତୁ ତାହା ଆଲୋଚନା କରିବା ।

1- ଓଡିଶାରେ କେତୋଟି ଜିଲ୍ଲା ରହିଛି ?

ଉତ୍ତର- 30 ଟି ।

2- ଓଡିଶା ରେ କେତୋଟି ସବ ଡିଭିଜନ ରହିଛି ?

ଉତ୍ତର- 58 ଟି ।

3- ଓଡିଶା ରେ କେତୋଟି ତହସିଲ ରହିଛି ?

ଉତ୍ତର- 317 ଟି ।

4- ଓଡିଶା ରେ କେତୋଟି ବ୍ଲକ ଅଛି ?

ଉତ୍ତର- 314 ଟି ।

5- ଓଡିଶା ରେ କେତୋଟି ସ୍ମାର୍ଟ ସିଟି ଅଛି ?

ଉତ୍ତର- 2ଟି ।

6- ଓଡିଶା ରେ କେତୋଟି ପୋଲିସ ଥାନା ରହିଛି ?

ଉତ୍ତର- 586 ଟି ।

7- ଓଡିଶାରେ କେତୋଟି ବିଧାନ ସଭା ଆସନ ଅଛି ?

ଉତ୍ତର- 147 ଟି ।

8- ଓଡିଶା ର ରାଜ୍ୟ ସଭା ଆସନ ସଂଖ୍ୟା କେତେ ?

ଉତ୍ତର- 10 ଟି ।

9- ଓଡିଶା ର ମୁଖ୍ୟ ଡାକ ଘର ସଂଖ୍ୟା କେତେ ?

ଉତ୍ତର- 35 ଟି ।

10- ଓଡିଶା ର ମୁଖ୍ୟ ଭାଷା କଣ ଅଟେ ?

ଉତ୍ତର- ଓଡିଆ ।

ବନ୍ଧୁଗଣ ଆପଣ ମାନଙ୍କୁ ଆମ ପୋଷ୍ଟ ଟି ଭଲ ଲାଗିଥିଲେ ନିଜର ସାଙ୍ଗ ସାଥି ମାନଙ୍କ ସହ ସେୟାର କରନ୍ତୁ । ଆମ ସହ ଆଗକୁ ରହିବା ପାଇଁ ଆମ ପେଜକୁ ଗୋଟିଏ ଲାଇକ କରନ୍ତୁ, ଧନ୍ୟବାଦ ।

Leave a Reply

Your email address will not be published. Required fields are marked *