କାହିଁକି କାନ୍ଦୁଛନ୍ତି Jhillik, ହଠାତ ଏମିତି କଣ ହେଲା Jhillk ଙ୍କର ? ଦେଖନ୍ତୁ ଭାଇରାଲ Video

ବନ୍ଧୁଗଣ ଆପଣ ମାନେ ସମସ୍ତେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ ଅଭିନେତ୍ରୀ ମାନଙ୍କୁ ନିଶ୍ଚୟ ଦେଖିଥିବେ । ଆଜି ଆମେ ଆପଣ ମାନଙ୍କୁ ଓଡିଆ ଲୋକପ୍ରିୟ ଅଭିନେତ୍ରୀ ଝିଲିକଙ୍କ ବିଷୟରେ କହିବାକୁ ଯାଉଛୁ । ଆପଣ ମାନେ ସମସ୍ତେ ଝିଲିକଙ୍କୁ ଅନେକ ସୁପର ହିଟ ଫିଲ୍ମରେ ଦେଖିଥିବେ । ଝିଲିକ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ କାମ କରି ସୁନାମ ଅର୍ଜନ କରିଛନ୍ତି ଓ ତାଙ୍କ ଲୋକପ୍ରିୟତା ମଧ୍ୟ ବହୁତ ଅଧିକ ରହିଛି ।

ବନ୍ଧୁଗଣ ଝିଲିକ ତାଙ୍କ ପର୍ଶନାଲ ଲାଇଫ ଓ ତାଙ୍କ ଲୁକ୍ ପାଇଁ ବହୁତ ଚର୍ଚାରେ ରୁହନ୍ତି । ଗତ କିଛି ସମୟ ହେବ ଝିଲିକଙ୍କ ଏକ ଭିଡିଓ ସୋ-ସି-ଆ-ଲ ମି-ଡି-ଆ-ରେ ବହୁତ ଚର୍ଚାରେ ଅଛି ।ଝିଲିକ ଏହି ଭିଡିଓରେ କାନ୍ଦୁ ଥିବାର ନଜର ଆସୁଛନ୍ତି । ଆଜି ଆମେ ଆପଣ ମାନଙ୍କୁ ଝିଲିକଙ୍କ ଏହି ଭିଡିଓ ବିଷୟରେ କହିବାକୁ ଯାଉଛୁ । ତା ହେଲେ ବନ୍ଧୁଗଣ ଆସନ୍ତୁ ଜାଣିବା ଏହି ଭିଡିଓ ବିଷୟରେ ।

ଭା-ଇ-ରା-ଲ ହେଉଥିବା ଭିଡିଓରେ ଝିଲିକ ନିଜ ନାକ ଫୋଡାଇବା ପାଇଁ ଯାଇଛନ୍ତି । ନାକ ଫୋଡାଇବା ସମୟରେ ଝିଲିକ ଛୋଟ ଛୁଆଙ୍କ ପରି କା-ନ୍ଦୁ ଛନ୍ତି । ଭିଡିଓରେ ଝିଲିକ ବହୁତ କ୍ୟୁଟ ନଜର ଆସୁଛନ୍ତି । ସୋ-ସି-ଆ-ଲ ମି-ଡି-ଆରେ ଏହି ଭିଡିଓଟି ବହୁତ ଭା-ଇ-ରା-ଲ ହେଉଛି ଓ ଲୋକମାନେ ମଧ୍ୟ ଏହି ଭିଡିଓକୁ ବହୁତ ପସନ୍ଦ କରୁଛନ୍ତି ।

ଆସିବା ଦିନରୁ ଝିଲିକ ନିଜ ସୋ-ସି-ଆ-ଲ ମି-ଡି-ଆ ଆ-କା-ଉ-ଣ୍ଟ-ରେ ନୂଆ ନୂଆ ଭିଡିଓ ଅ-ପ-ଲୋ-ଡ କରନ୍ତି । ବର୍ତ୍ତମାନ ଝିଲିକ ତାଙ୍କର ଏହି ଭିଡିଓ ପାଇଁ ଲୋକ ଚର୍ଚାକୁ ଆସିଛନ୍ତି । ତା ହେଲେ ବନ୍ଧୁଗଣ ଆପଣ ମାନଙ୍କୁ ଓଡିଆ ଅଭିନେତ୍ରୀ ଝିଲିକ କେମିତି ଲାଗନ୍ତି ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ । ଯଦି ଆପଣ ମାନଙ୍କୁ ଆମ ପୋଷ୍ଟ ଭଲ ଲାଗିଥିବ ତା ହେଲେ ଲାଇକ ଏବଂ ସେୟାର କରିବାକୁ ଭୁଲିବେ ନାହିଁ ।

Leave a Reply

Your email address will not be published. Required fields are marked *