ବୟସ 40 ହେଲେ କଣ ପାଇଁ ଏ ପର୍ଯ୍ୟନ୍ତ ବାହା ହୋଇ ନାହାନ୍ତି ଲିପି (Lipi Mohapatra)

ବନ୍ଧୁଗଣ ନମସ୍କାର, ବନ୍ଧୁଗଣ ଆପଣ ମାନେ ପ୍ରତିଦିନ ତରଙ୍ଗ ଟିଭି ଚ୍ୟାନେଲ ରେ ପ୍ରସାରିତ ଧାରାବାହିକ ‘ତାରା ତାରିଣୀ’ ତ ନିଶ୍ଚିତ ଭାବରେ ଦେଖୁଥିବେ । ଏହି ଧାରାବାହିକ ରେ ଥିବା ସମସ୍ତ କଳାକାର ନିଜର ଅଭିନୟ ପ୍ରଦର୍ଶନ ମାଧ୍ୟମରେ ବିଶେଷ ଲୋକପ୍ରିୟତା ହାସଲ କରିଛନ୍ତି ଏବଂ ଦର୍ଶକ ମାନଙ୍କୁ ନିଜର ଅଭିନୟ ରେ ପ୍ରଭାବିତ କରିଛନ୍ତି । କିନ୍ତୁ ଏହି ଧାରାବାହିକ ରେ ମୁଖ୍ୟ ଚରିତ୍ର ରେ ଅଭିନୟ କରିଥିବା ଅଭିନେତ୍ରୀ ନିଜ ଅଭିନୟ ର ଯାଦୁ ରେ ଦର୍ଶକ ମାନଙ୍କୁ ବାନ୍ଧି ରଖିଛନ୍ତି ।

ତାଙ୍କ ଅଭିନୟ ପାଇଁ ସେ ଦର୍ଶକ ମାନଙ୍କ ପ୍ରିୟ ପାତ୍ର ସାଜିଛନ୍ତି । ଏହି ଅଭିନେତ୍ରୀ ସେହି ଧାରାବାହିକ ରେ ତାରିଣୀ ନାମକ ଚରିତ୍ର ରେ ମୁଖ୍ୟ ଭୂମିକା ରେ ନଜର ଆସୁଛନ୍ତି । ତେବେ ବନ୍ଧୁଗଣ ବର୍ତ୍ତମାନ ଏହା ପ୍ରଶ୍ନ ଉଠିଛି ଯେ ତାରା ତାରିଣୀ ଧାରାବାହିକ ରେ ଅଭିନୟ କରିଥିବା ଏହି ଅଭିନେତ୍ରୀ ବର୍ତ୍ତମାନ ପର୍ଯ୍ୟନ୍ତ କଣ ପାଇଁ ବିବାହ ବନ୍ଧନରେ ବାନ୍ଧି ହୋଇ ନାହାନ୍ତି ?

ଏହାର ପଛରେ କଣ ରହସ୍ୟ ରହିଛି? ତେବେ ଆଜି ଆମେ ଆପଣ ମାନଙ୍କୁ ସେହି ସମ୍ବନ୍ଧରେ କହିବୁ । ତେବେ ଆସନ୍ତୁ ଏହି ସମ୍ବନ୍ଧରେ ବିସ୍ତାର ରୂପରେ ଜାଣିବା ।  ବନ୍ଧୁଗଣ ତରଙ୍ଗ ଟିଭି ଚ୍ୟାନେଲ ରେ ପ୍ରସାରିତ ଧାରାବାହିକ ରେ ତାରିଣୀ ନାମକ ଚରିତ୍ର ରେ ମୁଖ୍ୟ ଭୂମିକା ରେ ଅଭିନୟ କରିଥିବା ଅଭିନେତ୍ରୀ ଙ୍କ ପ୍ରକୃତ ନାମ ହେଉଥିବା ଲିପି ।

ଲିପି ଦେଖିବାକୁ ଯେତେ ସୁନ୍ଦର ସେ ସେତେ ସୁନ୍ଦର ଅଭିନୟ ମଧ୍ୟ କରନ୍ତି । ଲିପି ଙ୍କୁ ଅନେକ ଆଲବମ୍ ରେ ମଧ୍ୟ ଦେଖିବାକୁ ମିଳିଛି । କିନ୍ତୁ ଲିପି ବର୍ତ୍ତମାନ ପର୍ଯ୍ୟନ୍ତ ବିବାହ ବନ୍ଧନରେ ବାନ୍ଧି ହୋଇ ନାହାନ୍ତି । ଆପଣ ମାନଙ୍କୁ କହିବାକୁ ଚାହିଁବୁ ଯେ, ଏକ ଇଣ୍ଟରଭ୍ୟୁ ରେ ଲିପି ଙ୍କୁ ଏହି ସମ୍ବନ୍ଧରେ ପ୍ରଶ୍ନ କରା ଯାଇଥିଲା ।

ଏହାର ଉତ୍ତର ରେ ଲିପି କହିଥିଲେ ଯେ, ତାଙ୍କୁ ବର୍ତ୍ତମାନ ପର୍ଯ୍ୟନ୍ତ ଉପଯୁକ୍ତ ଜୀବନ ସାଥି ମିଳିନାହିଁ । ଏହି କାରଣରୁ ସେ ବର୍ତ୍ତମାନ ପର୍ଯ୍ୟନ୍ତ ଅବିବାହିତ ଅଛନ୍ତି । କିନ୍ତୁ ଯେବେବି ତାଙ୍କୁ ନିଜ ଅନୁସାରେ ଉପଯୁକ୍ତ ଜୀବନ ସାଥି ମିଲିଯିବ ସେ ନିଶ୍ଚିତ ବିବାହ କରିବେ ବୋଲି କହିଛନ୍ତି ।

ତେବେ ବନ୍ଧୁଗଣ ଆଶା କରୁଛୁ ଆପଣ ମାନଙ୍କୁ ଅଭିନେତ୍ରୀ ଲିପି ଙ୍କ ସମ୍ବନ୍ଧରେ ଜାଣି ନିଶ୍ଚିତ ଭାବରେ ପସନ୍ଦ ଆସିଥିବ । ଆପଣଙ୍କୁ ଆମର ଏହି ପୋସ୍ଟ ଟି ଭଲ ଲାଗିଥିଲେ ନିଜ ସାଙ୍ଗ ମାନଙ୍କ ସହ ଏହାକୁ ଶେୟାର କରନ୍ତୁ ଓ ଆଗକୁ ଓଲିଉଡ ବିଷୟରେ ଅଧିକ କିଛି ଜାଣିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ । ଧନ୍ୟବାଦ

Leave a Reply

Your email address will not be published. Required fields are marked *