କି ଭୟଙ୍କର ଦୃଶ୍ୟ ! 80 ଫୁଟ ବୋରୱେଲରେ ଫସିଛି 11 ବର୍ଷର ବାଳକ, କେମିତି ଚାଲିଛି ଉଦ୍ଧାର ଦେଖନ୍ତୁ ଏହି Video

ବନ୍ଧୁଗଣ ଏବେ ଦୁନିଆର ସମସ୍ତ ଲୋକ ସୋସିଆଲ ମିଡିଆ ସହ ଜଡିତ ହୋଇ ରହୁଛନ୍ତି । ଆଜିକାଲି ଦୁନିଆରେ ଏପରି ସବୁ ଘଟଣା ଘଟୁଛି ଯାହା ସୋସିଆଲ ମିଡିଆରେ ବହୁତ ମାତ୍ରାରେ ଭାଇରାଲ ହେଉଛି । ଏହି ସବୁ ଘଟଣା ଓ ଖବର ଗୁଡିକୁ ଲୋକମାନେ ଯେକୌଣସି ସ୍ଥାନରେ ରହି ସୋସିଆଲ ମିଡିଆ ମାଧ୍ୟମରେ ଜାଣି ପାରୁଛନ୍ତି । ଏହା ସହ ଲୋକମାନେ ନିଜର ମନୋରଞ୍ଜନ ମଧ୍ୟ କରିପାରୁଛନ୍ତି ।


ତେବେ ବନ୍ଧୁଗଣ ଗତ କିଛି ସମୟ ହେବ ସୋସିଆଲ ମିଡିଆରେ ଏକ ଭିଡିଓ ବହୁତ ମାତ୍ରାରେ ଭାଇରାଲ ହେଉଛି ଓ ଆଜି ଆମେ ଆପଣ ମାନଙ୍କୁ ଏହି ଭିଡିଓ ବିଷୟରେ କହିବାକୁ ଯାଉଛୁ । ବନ୍ଧୁଗଣ ଆପଣ ମାନେ ସମସ୍ତେ ଏହି ଭିଡିଓ ବିଷୟରେ ଜାଣିଲେ ଆଶ୍ଚର୍ଯ୍ୟ ହେବେ । ତେବେ ଏହି ଭିଡିଓ ଟି ଏବେ ସମସ୍ତ ସ୍ଥାନରେ ଚର୍ଚ୍ଚାର ବିଷୟ ପାଲଟିଛି ତା ହେଲେ ବନ୍ଧୁଗଣ ଆଉ ଡେରି ନକରି ଆସନ୍ତୁ ଜାଣିବା ଏହି ଭିଡିଓ ବିଷୟରେ ।

ବନ୍ଧୁଗଣ ବର୍ତ୍ତମାନ ଏକ ବଡ ଖବର ସାମନାକୁ ଆସୁଛି । ବୋରୱେଲରେ ଫସିଛି ଏକ 11 ବର୍ଷର ବାଳକ । ଏଭଳି ଏକ ଚାଞ୍ଚଲ୍ୟକର ଘଟଣା ଛତିଶଗଡ ରାୟପୁରରେ ଘଟିଛି । ଛତିଶଗଡ ରାୟପୁରରେ 80 ଫୁଟର ଗଭୀର ବୋରୱେଲରେ ପଡିଗଲା 11 ବର୍ଷର ବାଳକ । ଏବେ ଉଦ୍ଧାର କାର୍ଯ୍ୟ ଜାରି ରହିଛି ଆଉ ଉଦ୍ଧାର ପାଇଁ ଉଦ୍ୟମ ଚାଲିଛି । ମିଡିଆ ରିପୋର୍ଟସ ଅନୁସାରେ ବୋରୱେଲ ଭିତରକୁ ଛଡା ଯାଉଛି ଅମ୍ଳଜାନ ।

ଦଉଡି ଦ୍ଵାରା ବାଳକ ପାଖକୁ ପଠା ଯାଉଛି ଖାଦ୍ୟ । ଉଦ୍ଧାର କାର୍ଯ୍ୟ ପାଇଁ ଓଡିଶାରୁ ଯାଇଛି ଏନଡିଆରଏଫ ଟିମ । ବନ୍ଧୁଗଣ ଏହି ଘଟଣାର ଭିଡ଼ିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଭିଡ଼ିଓରେ ଦେଖିବାକୁ ମିଳୁଛି କିଭଳି ଭାବରେ ଏନଡିଆରଏଫ ଟିମ ବାଳକକୁ ଉଦ୍ଧାର କରିବା ପାଇଁ ଉଦ୍ୟମ ଜାରି ରଖିଛି । ତେବେ ବାଳକଟି କେମିତି ବୋରୱେଲ ଭିତରେ ଫସିଗଲା ତାର କୌଣସି ସୂଚନା ବର୍ତ୍ତମାନ ପର୍ଯ୍ୟନ୍ତ ମିଳି ନାହିଁ ।

ହେଲେ ବନ୍ଧୁଗଣ ଏହି ଘଟଣାକୁ ନେଇ ଏବେ ସମସ୍ତ ସ୍ଥାନରେ ଚର୍ଚ୍ଚା ଜୋର ଧରିଛି । ଏହି ଘଟନା ବିଷୟରେ ଜଣାଇ ସମସ୍ତ ଲୋକ ଆଶ୍ଚର୍ଯ୍ୟ ହେଉଛନ୍ତି । ତା ହେଲେ ବନ୍ଧୁଗଣ ଏହି ଘଟଣା ଉପରେ ଆପଣ ମାନଙ୍କର ମତ କଣ ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ଧନ୍ୟବାଦ ।

Leave a Reply

Your email address will not be published. Required fields are marked *