ମା ହେବା ଖୁସିରେ ଏତେ ରସଗୋଲା ଖାଇଲେ Jhilik ଯେ ଆଉ… ଦେଖନ୍ତୁ Video

ବନ୍ଧୁଗଣ ଆପଣ ମାନେ ସମସ୍ତେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ ଅଭିନେତ୍ରୀ ମାନଙ୍କୁ ବେସ ଭଲ ଭାବରେ ଜାଣିଥିବେ । ଏହି ଅଭିନେତ୍ରୀ ମାନେ ନିଜ ପର୍ଶନାଲ ଲାଇଫ ଓ ନିଜ ଅଭିନୟ ପାଇଁ ସବୁବେଳେ ଚର୍ଚ୍ଚାରେ ରୁହନ୍ତି । ତେବେ ଆଜି ଆମେ ଆପଣ ମାନଙ୍କୁ ଯେଉଁ ଓଡିଆ ଅଭିନେତ୍ରୀ ଜଣକଙ୍କ ବିଷୟରେ କହିବାକୁ ଯାଉଛୁ ସେ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ପ୍ରସିଦ୍ଧି ହାସଲ କରିଛନ୍ତି ।

ବନ୍ଧୁଗଣ ଏହି ଅଭିନେତ୍ରୀ ଜଣକ ଆଉ କେହି ନୁହେଁ ଏ ହେଉଛନ୍ତି ଝିଲିକ ଭଟ୍ଟାଚାର୍ଜ୍ୟ । ବନ୍ଧୁଗଣ ଆପଣ ମାନେ ସମସ୍ତେ ଝିଲିକଙ୍କ ଅନେକ ସୁପର ହିଟ ଫିଲ୍ମ ଦେଖିଥିବେ । ଝିଲିକ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ କାମ କରି ସୁନାମ ଅର୍ଜନ କରିଛନ୍ତି ଓ ତାଙ୍କ ଲୋକପ୍ରିୟତା ମଧ୍ୟ ବେସ ଅଧିକ ରହିଛି । ତେବେ ବନ୍ଧୁଗଣ ନିଜ ପର୍ଶନାଲ ଲାଇଫ ଓ ନିଜ ଫିଲ୍ମ ଗୁଡିକ ପାଇଁ ସବୁବେଳେ ଚର୍ଚ୍ଚାରେ ରୁହନ୍ତି ଝିଲିକ ।

ଆସିବା ଦିନରୁ ଝିଲିକ ନିଜର ଅନେକ ଫଟୋ ଓ ଭିଡିଓ ସୋସିଆଲ ମିଡିଆରେ ଅପଲୋଡ କରନ୍ତି ଏବଂ ତାଙ୍କର ସମସ୍ତ ଭିଡିଓ ଗୁଡିକ ଭାଇରାଲ ମଧ୍ୟ ହୋଇଯାଏ । ଝିଲିକ ସୋସିଆଲ ମିଡିଆରେ ବହୁତ ଚର୍ଚ୍ଚାରେ ରୁହନ୍ତି । ହେଲେ ବନ୍ଧୁଗଣ ଗତ କିଛି ଦିନ ହେବ ଝିଲିକ କିଛି ଅଲଗା କାରଣ ପାଇଁ ଚର୍ଚ୍ଚାରେ ରହୁଛନ୍ତି । ସେହି କାରଣଟି ହେଉଛି ବନ୍ଧୁଗଣ ଝିଲିକ ମା ହେବାକୁ ଯାଉଛନ୍ତି ।

ବନ୍ଧୁଗଣ ବିବାହର କିଛି ବର୍ଷ ପରେ ଝିଲିକ ଏବେ ମା ହେବାକୁ ଯାଉଛନ୍ତି । ଗତ କିଛି ଦିନ ତଳେ ତାଙ୍କର ସାଦଖିଆ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା ଓ ଏବେ ତାଙ୍କର ଆଉ ଏକ ନୂଆ ଭିଡିଓ ସାମ୍ନାକୁ ଆସୁଛି । ଏହି ଭିଡିଓଟି ଏବେ ସମସ୍ତ ସ୍ଥାନରେ ଚର୍ଚ୍ଚାରେ ଅଛି ଓ ଆଜି ଆମେ ଆପଣ ମାନଙ୍କୁ ଏହି ଭିଡିଓ ବିଷୟରେ କହିବାକୁ ଯାଉଛୁ । ତା ହେଲେ ବନ୍ଧୁଗଣ ଆଉ ଡେରି ନକରି ଆସନ୍ତୁ ଜାଣିବା ଏହି ଭିଡିଓ ବିଷୟରେ ।

ବନ୍ଧୁଗଣ ଏହି ଭିଡିଓରେ ଝିଲିକ ମା ହେବା ଖୁସିରେ ସରଗୋଲା ଖାଉଛନ୍ତି । ଝିଲିକ ମା ହେବା ପରେ ବହୁତ ଅଧିକ ଖୁସି ଅଛନ୍ତି ଓ ତାଙ୍କ ପରିବାର ଲୋକ ମଧ୍ୟ ବହୁତ ଖୁସି ଅଛନ୍ତି । ଏହି ଭିଡିଓଟି ତାଙ୍କ ଫ୍ୟାନ୍ସ ମାନଙ୍କୁ ବେସ ଅଧିକ ପସନ୍ଦ ଆସିଛି । ତା ହେଲେ ବନ୍ଧୁଗଣ ଆପଣ ମାନଙ୍କୁ ଏହି ଭିଡିଓଟି କେମିତି ଲାଗିଲା ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ଧନ୍ୟବାଦ ।

Leave a Reply

Your email address will not be published. Required fields are marked *