ଦେଖନ୍ତୁ ମା ହେବା ପରେ କେମିତି ଅଛନ୍ତି ଆପଣଙ୍କ ପ୍ରିୟ ହିରୋଇନ Ashu, ଦେଖନ୍ତୁ Video

ବନ୍ଧୁଗଣ ଆପଣ ମାନେ ସମସ୍ତେ ଆମ ଓଡିଆ ଟିଭି ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ ଅଭିନେତ୍ରୀ ମାନଙ୍କୁ ବେସ ଭଲ ଭାବରେ ଜାଣିଥିବେ । ଏହି ଅଭିନେତ୍ରୀ ମାନେ ନିଜ ଅଭିନୟ ଓ ନିଜ ସୁନ୍ଦରତା ପାଇଁ ସବୁବେଳେ ଚର୍ଚ୍ଚାରେ ରୁହନ୍ତି । ତେବେ ଆଜି ଆମେ ଆପଣ ମାନଙ୍କୁ ଯେଉଁ ଓଡିଆ ଅଭିନେତ୍ରୀ ଜଣକଙ୍କ ବିଷୟରେ କହିବାକୁ ଯାଉଛୁ ସେ ଆମ ଓଡିଆ ଟିଭି ଇଣ୍ଡଷ୍ଟ୍ରିରେ ଅଭିନୟ କରି ପ୍ରସିଦ୍ଧି ହାସଲ କରିଛନ୍ତି ।

ତେବେ ଏହି ଅଭିନେତ୍ରୀ ଜଣକ ଆଉ କେହି ନୁହେଁ ଏ ହେଉଛନ୍ତି ଆଶୁ । ବନ୍ଧୁଗଣ ଆପଣ ମାନେ ସମସ୍ତେ ଆଶୁଙ୍କୁ ଅନେକ ଲୋକପ୍ରିୟ ସିରିଏଲରେ ଅଭିନୟ କରୁଥିବାର ନିଶ୍ଚୟ ଦେଖିଥିବେ ।ଆଶୁ ନିଜ ଜୀବନରେ ବହୁତ କଷ୍ଟ ଓ ସଂଘର୍ଷ କରି ଓଡିଆ ଟିଭି ଇଣ୍ଡଷ୍ଟ୍ରିରେ ସଫଳତା ହାସଲ କରିଛନ୍ତି । ଆଶୁ ଓଡିଆ ଟିଭି ଇଣ୍ଡଷ୍ଟ୍ରିରେ ଅଭିନୟ କରି ସୁନାମ ଅର୍ଜନ କରିଛନ୍ତି ଓ ତାଙ୍କ ଲୋକପ୍ରିୟତା ମଧ୍ୟ ବେସ ଅଧିକ ରହିଛି ।

ତେବେ ଆସିବା ଦିନରୁ ଆଶୁ ସୋସିଆଲ ମିଡିଆରେ ବହୁତ ଆକ୍ଟିଭ ରୁହନ୍ତି । ସେ ନିଜର ଅନେକ ଫଟୋ ଓ ଭିଡିଓ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଅପଲୋଡ କରନ୍ତି ଯାହା ଦେଖୁ ଦେଖୁ ଭାଇରାଲ ହୋଇଯାଏ । ଓଡିଶା ବାସୀ ଆଶୁଙ୍କ ସୁନ୍ଦରତା ଓ ତାଙ୍କ ଲାଇଫ ଷ୍ଟାଇଲକୁ ବେସ ଅଧିକ ପସନ୍ଦ କରନ୍ତି । ତେବେ ବନ୍ଧୁଗଣ ଗତ କିଛି ସମୟ ହେବ ଆଶୁଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ବହୁତ ଭାଇରାଲ ହେବାରେ ଲାଗିଛି ।

ଏହି ଭିଡିଓକୁ ନେଇ ଏବେ ସବୁ ଆଡେ ଚର୍ଚ୍ଚା ଜୋର ଧରିଛି । ଆଜି ଆମେ ଆପଣ ମାନଙ୍କୁ ଆଶୁଙ୍କ ଏହି ଭିଡିଓ ବିଷୟରେ କହିବାକୁ ଯାଉଛୁ । ତା ହେଲେ ବନ୍ଧୁଗଣ ଆଉ ଡେରି ନକରି ଆସନ୍ତୁ ଜାଣିବା ଏହି ଭିଡିଓ ବିଷୟରେ । ବନ୍ଧୁଗଣ ଭାଇରାଲ ହେଉଥିବା ଭିଡିଓରେ ଆଶୁ ନିଜ କୁନି ପୁଅକୁ ଧରି ଡ୍ୟାନ୍ସ କରୁଥିବାର ନଜର ଆସୁଛନ୍ତି ।

ଆଶୁଙ୍କ ପୁଅ ଦେଖିବା ପାଇଁ ବହୁତ କ୍ୟୁଟ ଆଉ ଆଶୁ ନିଜ ପୁଅକୁ ବହୁତ ଅଧିକ ଭଲ ପାନ୍ତି । ମା ହେବା ପରେ ଆଶୁ ନିଜ ପୁଅ ସହ ଅନେକ ଭିଡିଓ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଅପଲୋଡ କରୁଛନ୍ତି ଯାହା ତାଙ୍କ ଫ୍ୟାନ୍ସ ମାନଙ୍କୁ ବେସ ପସନ୍ଦ ଆସୁଛି । ତା ହେଲେ ବନ୍ଧୁଗଣ ଆପଣ ମାନଙ୍କୁ ଆଶୁଙ୍କ ଏହି ଭିଡିଓଟି କେମିତି ଲାଗିଲା ଆମକୁ କମେଣ୍ଟ ମାଧ୍ୟମରେ ନିଶ୍ଚୟ ଜଣାଇବେ, ଧନ୍ୟବାଦ ।

Leave a Reply

Your email address will not be published. Required fields are marked *