ମା ହେବାର ଖୁସିକୁ କିପରି ସୋସିଆଲ ମିଡିଆରେ ସେୟାର କଲେ ଆନିଶା, ଜଲ୍ଦି ଦେଖନ୍ତୁ  

ବନ୍ଧୁଗଣ ଆପଣ ମାନେ ସମସ୍ତେ ଆମ ଅଲିଉଡ ଫିଲ୍ମ ଇଣ୍ଡଷ୍ଟ୍ରି ଓ ଟିଭି ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ କଳାକାର ମାନଙ୍କୁ ନିଶ୍ଚୟ ଦେଖିଥିବେ । ଏହି କଳାକାର ମାନେ ନିଜ ପର୍ଶନାଲ ଲାଇଫ ଓ ନିଜ ଅଭିନୟ ପାଇଁ ସୋସିଆଲ ମିଡିଆରେ ବହୁତ ଚର୍ଚାରେ ରୁହନ୍ତି । ଏହା ବ୍ୟତୀତ ଏହି କଳାକାର ମାନେ ନିଜ ବିବାହ ଓ ନିଜ ଲଭ ଅଫେୟାର ପାଇଁ ମଧ୍ୟ ଚର୍ଚାରେ ରହିଥାନ୍ତି । ବନ୍ଧୁଗଣ ଆଜିଆମେ ଆପଣ ମାନଙ୍କୁ ଯେଉଁ ଦୁଇ କଳାକାରଙ୍କ ବିଷୟରେ କହିବାକୁ ଯାଉଛୁ ସେମାନେ ଏହି କିଛି ସମୟ ହେବ ସୋସିଆଲ ମିଡିଆରେ ବହୁତ ଚର୍ଚାରେ ଅଛନ୍ତି ।

ବନ୍ଧୁଗଣ ଏହି ଦୁଇ କଳାକାର ହେଉଛନ୍ତି ସୁବାସିସ ଓ ଆନିଶା । ବନ୍ଧୁଗଣ ଆପଣ ମାନେ ସମସ୍ତେ ଏହି ଦୁଇଜଣଙ୍କୁ ଅନେକ ଓଡିଆ ଫିଲ୍ମ ଓ ଟିଭି ସିରିଏଲରେ ନିଶ୍ଚୟ ଦେଖିଥିବେ । ଏହି ଦୁଇଜଣ କେତେକ ସୁପର ହିଟ ଫିଲ୍ମରେ କାମ କରି ଓଲିଉଡ ଇଣ୍ଡଷ୍ଟ୍ରିରେ ପ୍ରସିଦ୍ଧି ହାସଲ କରିଛନ୍ତି ।

ବନ୍ଧୁଗଣ ଏହି ଦୁଇଜଣ ପରସ୍ପରକୁ ବହୁତ ସମୟ ପର୍ଯ୍ୟନ୍ତ ଡେଟ କରିଥିଲେ । ଗତ କିଛି ମାସ ପୂର୍ବରୁ ଏହି ଦୁଇଜଣ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ । ନିଜ ପର୍ଶନାଲ ଲାଇଫ ଓ ନିଜ ଅଭିନୟ ପାଇଁ ଏମାନେ ସୋସିଆଲ ମିଡିଆରେ ବହୁତ ଚର୍ଚାରେ ରୁହନ୍ତି । ବନ୍ଧୁଗଣ ଏହି କିଛି ସମୟ ହେବ ଏହି ଦୁଇଜଣ ବହୁତ ଚର୍ଚାରେ ଅଛନ୍ତି କାରଣ ଅନିଶା ନିଜର ସୋସିଆଲ ମିଡିଆ ଆକାଉଣ୍ଟ ଜରିଆରେ ମା ହେବାର ଖବର ଜଣାଇଛନ୍ତି । ବନ୍ଧୁଗଣ ଆଜିଆମେ ଆପଣ ମାନଙ୍କୁ ଏହି ଖୁସି ଖବର ବିଷୟରେ ଜଣାଇବାକୁ ଯାଉଛୁ । ତା ହେଲେ ବନ୍ଧୁଗଣ ଆସନ୍ତୁ ଜାଣିବା ଏହି ଦୁଇଜଣଙ୍କ ବିଷୟରେ ।

ବନ୍ଧୁଗଣ ଆପଣ ମାନେ ସମସ୍ତେ ଏହି ଦୁଇଜଣଙ୍କୁ ଅନେକ ସିରିଏଲ ଓ ଫିଲ୍ମ ଆଦିରେ ନିଶ୍ଚୟ ଦେଖିଥିବେ । ଏହି ଦୁଇଜଣ କେତେକ ଆଲବମରେ ମଧ୍ୟ ନଜର ଆସିଛନ୍ତି । ଏହି ଦୁଇଜଣଙ୍କ ଯୋଡିକୁ ଲୋକମାନେ ବହୁତ ଅଧିକ ପସନ୍ଦ କରନ୍ତି । ବନ୍ଧୁଗଣ ଏହି ଦୁଇଜଣଙ୍କ ବିବାହ ପରେ ସମସ୍ତ ଲୋକ ଆନିଶାଙ୍କ ମା ହେବାର ଖୁସି ଖବରକୁ ଚାହିଁ ବସିଥିଲେ । ବିବାହ ହେବାର ବହୁତ ଦିନ ପରେ ଅନିଶା ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଏହି ଖୁସି ଖବରକୁ ଜଣାଇଛନ୍ତି ।

ଏହି ଖବର ବିଷୟରେ ଜାଣିବା ପରେ ତାଙ୍କ ଫ୍ୟାନ୍ସ ମାନେ ବହୁତ ଅଧିକ ଖୁସି ହୋଇଛନ୍ତି ଓ ଫ୍ୟାନ୍ସ ମାନେ ନିଜର ଭିନ୍ନ ଭିନ୍ନ ପ୍ରତିକ୍ରିୟା ମାନ ଦେଉଛନ୍ତି । ଏହି ଦୁଇଜଣ ଆମ ଓଲିଉଡ ଫିଲ୍ମ ଇଣ୍ଡଷ୍ଟ୍ରିରେ ସଫଳତା ପାଇବା ସହିତ ପ୍ରସିଦ୍ଧି ହାସଲ କରିଛନ୍ତି । ସୋସିଆଲ ମିଡିଆରେ ଏହି ଦୁଇଜଣଙ୍କ ଫ୍ୟାନ ଫାଲୋଇଙ୍ଗ ମଧ୍ୟ ବହୁତ ଅଧିକ ରହିଛି ।

ଆନିଶାଙ୍କ ମା ହେବାର ଖବରଟି ସୋସିଆଲ ମିଡିଆରେ ବହୁତ ଚର୍ଚାରେ ରହିଛି ଓ ଲୋକମାନେ ଏହି ଖବରକୁ ଖୁବ ଭାଇରାଲ କରୁଛନ୍ତି । ତା ହେଲେ ବନ୍ଧୁଗଣ ଆପଣ ମାନଙ୍କୁ ଏହି ଖୁସି ଖବରଟି କିପରି ଲାଗିଲା ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ଆପଣଙ୍କୁ ଆମର ଏହି ପୋସ୍ଟ ଟି ଭଲ ଲାଗିଥିଲେ ନିଜ ସାଙ୍ଗ ମାନଙ୍କ ସହ ଏହାକୁ ଶେୟାର କରନ୍ତୁ ଓ ଆଗକୁ ଓଲିଉଡ ବିଷୟରେ ଅଧିକ କିଛି ଜାଣିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ । ଧନ୍ୟବାଦ

Leave a Reply

Your email address will not be published. Required fields are marked *