ନାଗ ଦେବତାଙ୍କ ଅଦ୍ଭୁତ୍ତ ଲୀଳା, ଘଟିଲା ବଡ ଚମତ୍କାର ! ଇଏ ହେଉଛି ଅସଲି ନାଗ, ଯାହାର ମଥାରେ ଦେଖିବାକୁ ମିଳିଲା ଏମିତି ଅଦ୍ଭୁତ ଚିହ୍ନ, ଦେଖନ୍ତୁ Video

ନମସ୍କାର ବନ୍ଧୁଗଣ ଆଜିକାଲି ର ଲୋକମାନେ ନିଜର ସୁବିଧା ପାଇଁ ଜଂଗଲ କାଟି ସେଠାରେ ଘର କିମ୍ବା କାରଖାନା ଆଦି ବସାଉ ଛନ୍ତି ତେବେ ଏହା ଦ୍ୱାରା ଜଂଗଲ ରେ ରହୁଥିବା ପଶୁ ମାନେ ଲୋପ ପାଇ ଯାଉଛନ୍ତି । କାରଣ ଜଂଗଲ କାଟିବା ଦ୍ୱାରା ସେମାନେ ବେଘର ହୋଇ ଏଠି ସେଠି ବୁଲନ୍ତି ଏବଂ ସହର କୁ ଆସି ଯାଆନ୍ତି କେତେବେଳେ କାହା ଘରେ ପଶି ଯାଆନ୍ତି ଏବଂ ସେମାନେ ଏହି ଜଂଗଲି ପଶୁ କିମ୍ବା ସାପ ଆଦି କୁ ଦେଖି ଭୟବିତ ହୋଇ ସେମାନଂକୁ ମା-ରି ଦିଅନ୍ତି ।

ତେବେ କିନ୍ତୁ ଏପରି କରିବା ବଦଳରେ ସେମାନଙ୍କୁ ଉଦ୍ଧାର କରି ଜଂଗଲ ଭିତରେ ଛାଡ଼ିଦେବା ଏବଂ ପ୍ରୟାସ କରିବା କି ଜଂଗଲ ଗଠନ କରି ପାରିବା । ତେବେ ସେହି ଭଳି ଜଣକ ଘରେ ସାପ ବାହାରି ଥିଲା କିନ୍ତୁ ସେ ଅନ୍ୟ ମାନଙ୍କ ଭଳି ତାକୁ ନ ମା-ରି ବରଂ ଉଦ୍ଧାର କରି ଜଂଗଲ କୁ ଛାଡି ଦେଇଥିଲେ । ତେବେ ଆସନ୍ତୁ ସମ୍ପୂର୍ଣ୍ଣ ଘଟଣା ସମ୍ପର୍କରେ ଆଲୋଚନା କରିବା । ଘଟଣା ଟି ହେଉଛି ଭଦ୍ରକ ଜିଲ୍ଲାର ।

ସେଠାରେ ଜଣେ କୃଷକ ଙ୍କ ଘରେ ଏକ ଖ-ତ-ର-ନା-କ ନାଗ ସାପ ମିଳିଥିଲା । ତେବେ ଏହି ସାପଟି ତାଙ୍କ ଶୋଇବା ଘରର ଖଟ ତଳୁ ମିଳିଥିଲା ତେବେ ଏହା ଦେଖି ଘରର ସଦସ୍ୟ ମାନେ ଭୟବିତ ହୋଇଥିଲେ କିନ୍ତୁ ତାର କିଛି କ୍ଷତି କରି ନଥିଲେ । ଏହା ପରେ ସେ ସାପ ଉଦ୍ଧାର କାରି ମିର୍ଜା ଏମଡି ଆରିଫ ଙ୍କୁ ଡାକିଥିଲେ । ତେବେ ସେ ଆସି ବହୁତ ଆରାମ ରେ କୋବ୍ରା କୁ ଉଦ୍ଧାର କରିଥିଲେ ଏବଂ ତାକୁ ଜଂଗଲ ରେ ନେଇ ଛାଡିଥିଲେ ।

ତେବେ ତାଙ୍କର କହିବା କଥା ହେଉଛି ଏହି ନାଗ ସାପ ଅନେକ ସ୍ଥାନରେ ମିଳିଥାଏ କିନ୍ତୁ କିଛି ଲୋକ ଏହାକୁ ମା-ରି ଦିଅନ୍ତି ଏବଂ କିଛି ଲୋକଙ୍କ ଭିତରେ ଆଜି ବି ମନୁଷ୍ୟତା ରହିଛି ତେଣୁ ତାକୁ ଉଦ୍ଧାର କରିବା କଥା ଭାବିଥାନ୍ତି । ତେବେ ଏହା ଛଡା ସେ କହିଛନ୍ତି କି ଆଜି ମଧ୍ୟ ଗାଁ ମାନଙ୍କ ରେ ଅନ୍ଧ ବିଶ୍ୱାସ ରହିଛି କି ସାପ କାମୁଡ଼ିଲେ ଝଡା ଫୁଙ୍କା କରିବା କିନ୍ତୁ ସାପ କା-ମୁ-ଡ଼ି-ଲେ ତାକୁ ପ୍ରଥମେ ଯେପରି ବି-ଷ ଦେହ ଯାକ ନଯିବ ସେଥିପାଇଁ ସେହି କ୍ଷତ ସ୍ଥାନରେ ଏକ କପଡାକୁ ଜୋରରେ ବାନ୍ଧି ଦେବେ ଏବଂ ପରେ ସଙ୍ଗେ ସଙ୍ଗେ ତାଙ୍କୁ ଡାକ୍ତରଖାନାକୁ ନେଇଯିବେ ।

ଅନ୍ଧବିଶ୍ୱାସର ଶି-କା-ର ହେଲେ ନିଜ ଜୀଵନ ମଧ୍ୟ ହରାଇ ପାରିବେ ତେଣୁ ଏହି କଥାର ଧ୍ୟାନ ଦେବା ଆବଶ୍ୟକ କାରଣ ଏହି ସାପର ବି-ଷ ବହୁତ ଖ-ତ-ର-ନାକ ଥାଏ । ତେଣୁ ପ୍ରଥମେ ଡାକ୍ତର ଙ୍କ ପାଖକୁ ଯିବା ହିଁ ବୁଦ୍ଧିମାନ ର କାମ । ତେବେ ଯଦି ସାପ ଆପଣଙ୍କ ଘରେ ଦେଖା ଦିଏ ତେବେ ତା ଉପରେ କେବେ ବି ଫିନାଇଲ ପକେଇବେ ନାହିଁ ବରଂ କିଛି ରସୁଣ କୁ ବାଟି ତା ପାଖରେ ରଖିଦେଲେ ସେ ମ-ରି-ବ ନାହିଁ କିମ୍ବା ରାଗିବ ମଧ୍ୟ ନାହିଁ ଏବଂ ଚୁପଚାପ ପଳେଇବ ମଧ୍ୟ ।

Leave a Reply

Your email address will not be published. Required fields are marked *