ନବୀନ ନିବାସରେ Bollywood ଅଭିନେତା Sonu Sood ! ଦେଖନ୍ତୁ Naveen ଙ୍କ ସହ ଶୋନୁଙ୍କ ଖାସ ବାର୍ତ୍ତାଳାପ, ଦେଖନ୍ତୁ Video

ବନ୍ଧୁଗଣ ଆପଣ ମାନେ ସମସ୍ତେ ଆମ ବଲିଉଡ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ ଅଭିନେତା ମାନଙ୍କୁ ବେସ ଭଲ ଭାବରେ ଜାଣିଥିବେ । ଏହି ଅଭିନେତା ମାନେ ନିଜ ଫିଲ୍ମ ଓ ନିଜ ଲାଇଫ ଷ୍ଟାଇଲ ପାଇଁ ସବୁବେଳେ ଚର୍ଚ୍ଚାରେ ରୁହନ୍ତି । ଆଜି ଆମେ ଆପଣ ମାନଙ୍କୁ ଯେଉଁ ବଲିଉଡ ଅଭିନେତା ଜଣକଙ୍କ ବିଷୟରେ କହିବାକୁ ଯାଉଛୁ ସେ ଆମ ବଲିଉଡ ଫିଲ୍ମ ଇଣ୍ଡଷ୍ଟ୍ରିରେ ପ୍ରସିଦ୍ଧି ହାସଲ କରିଛନ୍ତି ।

ବନ୍ଧୁଗଣ ଏହି ଅଭିନେତା ଜଣକ ଆଉ କେହି ନୁହେଁ ଏ ହେଉଛନ୍ତି ସୋନୁ ସୁଦ୍ । ବନ୍ଧୁଗଣ ଆପଣ ମାନେ ସମସ୍ତେ ବଲିଉଡ ଅଭିନେତା ସୋନୁ ସୁଦ୍ ଙ୍କୁ ଅନେକ ସୁପର ହିଟ ଫିଲ୍ମରେ ଦେଖିଥିବେ । ସୋନୁ ଅଧିକାଂଶ ଫିଲ୍ମରେ ଖଳନାୟକର ଭୂମିକାରେ ନଜର ଆସିଥାନ୍ତି ହେଲେ ରିଅଲ ଲାଇଫରେ ସେ ହିରୋ ଅଟନ୍ତି । ଆପଣ ମାନେ ନିଶ୍ଚୟ ଜାଣିଥିବେ ଗତ କିଛି ବର୍ଷ ତଳେ କରୋନା ମହାମାରୀ ପାଇଁ ଲୋକ ମାନଙ୍କ ଅବସ୍ଥା ବହୁତ ଶୋଚନୀୟ ହୋଇଯାଇଥିଲା ।

ସୋନୁ ସେହି ସମୟରେ ଅନେକ ଲୋକଙ୍କୁ ଆର୍ଥିକ ସହାୟତା ଦେବା ସହ ଅନ୍ୟାନ୍ୟ ସାହାର୍ଯ୍ୟ କରିଥିଲେ । ସୋନୁ ନିଜ ପର୍ଶନାଲ ଲାଇଫ ଓ ନିଜ ସମାଜ ସେବା ପାଇଁ ସବୁବେଳେ ଚର୍ଚ୍ଚାରେ ରୁହନ୍ତି । ହେଲେ ଗତ କିଛି ସମୟ ହେବ ସୋନୁ କିଛି ଅଲଗା କାରଣ ପାଇଁ ଚର୍ଚ୍ଚାକୁ ଆସିଛନ୍ତି । ଗତ କିଛି ସମୟ ହେବ ସୋନୁଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି ।

ଆଉ ଏହି ଭିଡିଓକୁ ନେଇ ଏବେ ସମସ୍ତ ସ୍ଥାନରେ ଚର୍ଚ୍ଚା ଜୋର ଧରିଛି । ତା ହେଲେ ବନ୍ଧୁଗଣ ଆଜି ଆମେ ଆପଣ ମାନଙ୍କୁ ସୋନୁଙ୍କର ଏହି ଭିଡିଓ ବିଷୟରେ କହିବାକୁ ଯାଉଛୁ । ତେବେ ଆଉ ଡେରି ନକରି ଆସନ୍ତୁ ଜାଣିବା ସୋନୁଙ୍କର ଏହି ଭିଡିଓ ବିଷୟରେ । ବନ୍ଧୁଗଣ ଆପଣ ମାନେ ଜାଣିଲେ ଖୁସି ହେବେ ଯେ, ସୋନୁ ଓଡିଶା ଯାତ୍ରାରେ ଆସିଥିଲେ ।

ସୋନୁ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ସାକ୍ଷାତ କରିଥିଲେ ଯାହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଉଭୟ ସୋନୁ ଓ ନବୀନ କିଛି ସମୟ ପରସ୍ପରର ସହ କଥା ବାର୍ତ୍ତା ମଧ୍ୟ ହୋଇଥିଲେ । ନବୀନଙ୍କ ପାଖରେ ବସିଛନ୍ତି ପାଣ୍ଡିଆନ । ଏବେ ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ତା ହେଲେ ବନ୍ଧୁଗଣ ଆପଣ ମାନଙ୍କୁ ସୋନୁଙ୍କ ଏହି ଭିଡିଓଟି କେମିତି ଲାଗିଲା ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ଧନ୍ୟବାଦ ।

Leave a Reply

Your email address will not be published. Required fields are marked *