ଦେଖନ୍ତୁ କେମିତି ନିଜ ସାଦଖିଆରେ ନାଚିଲେ ହିରୋଇନ Jhilik, ଭିଡିଓ ହେଲା ଭାଇରାଲ 

ବନ୍ଧୁଗଣ ଆପଣ ମାନେ ସମସ୍ତେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ ଅଭିନେତ୍ରୀ ମାନଙ୍କୁ ବେସ ଭଲ ଭାବରେ ଜାଣିଥିବେ । ଏହି ଅଭିନେତ୍ରୀ ମାନେ ନିଜ ପର୍ଶନାଲ ଲାଇଫ ଓ ନିଜ ଅଭିନୟ ପାଇଁ ସବୁବେଳେ ଚର୍ଚ୍ଚାରେ ରୁହନ୍ତି । ତେବେ ଆଜି ଆମେ ଆପଣ ମାନଙ୍କୁ ଯେଉଁ ଓଡିଆ ଅଭିନେତ୍ରୀ ଜଣକଙ୍କ ବିଷୟରେ କହିବାକୁ ଯାଉଛୁ ସେ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ପ୍ରସିଦ୍ଧି ହାସଲ କରିଛନ୍ତି ।

ବନ୍ଧୁଗଣ ଏହି ଅଭିନେତ୍ରୀ ଜଣକ ଆଉ କେହି ନୁହେଁ ଏ ହେଉଛନ୍ତି ଝିଲିକ ଭଟ୍ଟାଚାର୍ଜ୍ୟ । ବନ୍ଧୁଗଣ ଆପଣ ମାନେ ସମସ୍ତେ ଝିଲିକଙ୍କ ଅନେକ ସୁପର ହିଟ ଫିଲ୍ମ ଦେଖିଥିବେ । ଝିଲିକ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ କାମ କରି ସୁନାମ ଅର୍ଜନ କରିଛନ୍ତି ଓ ତାଙ୍କ ଲୋକପ୍ରିୟତା ମଧ୍ୟ ବେସ ଅଧିକ ରହିଛି । ତେବେ ବନ୍ଧୁଗଣ ନିଜ ପର୍ଶନାଲ ଲାଇଫ ଓ ନିଜ ଫିଲ୍ମ ଗୁଡିକ ପାଇଁ ସବୁବେଳେ ଚର୍ଚ୍ଚାରେ ରୁହନ୍ତି ଝିଲିକ ।

ଆସିବା ଦିନରୁ ଝିଲିକ ନିଜର ଅନେକ ଫଟୋ ଓ ଭିଡିଓ ସୋସିଆଲ ମିଡିଆରେ ଅପଲୋଡ କରନ୍ତି ଏବଂ ତାଙ୍କର ସମସ୍ତ ଭିଡିଓ ଗୁଡିକ ଭାଇରାଲ ମଧ୍ୟ ହୋଇଯାଏ । ଝିଲିକ ସୋସିଆଲ ମିଡିଆରେ ବହୁତ ଚର୍ଚ୍ଚାରେ ରୁହନ୍ତି । ତେବେ ବନ୍ଧୁଗଣ ଯଦି ଆପଣ ମାନେ ଓଡିଆ ଅଭିନେତ୍ରୀ ଝିଲିକଙ୍କ ଫ୍ୟାନ ତା ହେଲେ ଆପଣ ମାନଙ୍କ ପାଇଁ ଆଜି ଆମେ ଏକ ବଡ ଖୁସି ଖବର ନେଇ ଆସିଛୁ ।

ଏହି ଖବର ବିଷୟରେ ଜାଣିଲେ ଆପଣ ମାନେ ନିଶ୍ଚୟ ଖୁସି ହୋଇଯିବେ । ତା ହେଲେ ବନ୍ଧୁଗଣ ଆଉ ଡେରି ନକରି ଆସନ୍ତୁ ଜାଣିବା ଏହି ଖବର ବିଷୟରେ । ବନ୍ଧୁଗଣ ଝିଲିକ ଏବେ ମା ହେବାକୁ ଯାଉଛନ୍ତି । ୭ ମାସରେ ହିରୋଇନ ଝିଲିକଙ୍କର ହୋଇଛି ସାଦଖିଆ । ହିରୋଇନ ଝିଲିକ ମା ହେବା ପରେ ବହୁତ ଖୁସିରେ ଅଛନ୍ତି ଓ ତାଙ୍କ ପରିବାର ଲୋକ ମଧ୍ୟ ବହୁତ ଖୁସିରେ ଅଛନ୍ତି ।

ବନ୍ଧୁଗଣ ଗତ କିଛି ସମୟ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି । ଏହି ଭିଡିଓରେ ଝିଲିକ ନିଜ ସାଦଖିଆରେ ଡ୍ୟାନ୍ସ କରୁଛନ୍ତି । ଝିଲିକ ନିଜ ବନ୍ଧୁ ମାନଙ୍କ ସହ ଭିଡିଓରେ ଜବରଦସ୍ତ ଡ୍ୟାନ୍ସ କରୁଥିବାର ନଜର ଆସିଛନ୍ତି । ତା ହେଲେ ବନ୍ଧୁଗଣ ଆପଣ ମାନଙ୍କୁ ଝିଲିକଙ୍କ ଏହି ଡ୍ୟାନ୍ସ ଭିଡିଓଟି କେମିତି ଲାଗେ ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ଧନ୍ୟବାଦ ।

Leave a Reply

Your email address will not be published. Required fields are marked *