ସରିଲା ଲୋକପ୍ରିୟ ଓଡିଆ ହିରୋଇନ Deepika ଙ୍କ ବାହାଘର ! ଦେଖନ୍ତୁ ପୁରା Video

ବନ୍ଧୁଗଣ ଆପଣ ମାନେ ସମସ୍ତେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ ଅଭିନେତ୍ରୀ ମାନଙ୍କୁ ବେସ ଭଲ ଭାବରେ ଜାଣିଥିବେ । ଏହି ଅଭିନେତ୍ରୀ ମାନେ ନିଜ ପର୍ଶନାଲ ଲାଇଫ ଓ ନିଜ ସୁନ୍ଦରତା ପାଇଁ ବହୁତ ଚର୍ଚାରେ ରୁହନ୍ତି । ଏହା ସହିତ ଏହି ଅଭିନେତ୍ରୀ ମାନେ ନିଜ ଲଭ ଅଫେୟାର ଓ ନିଜ ବିବାହ ପାଇଁ ମଧ୍ୟ ସୋସିଆଲ ମିଡିଆରେ ବହୁତ ଚର୍ଚାରେ ରୁହନ୍ତି । ତେବେ ବନ୍ଧୁଗଣ ଆଜି ଆମେ ଆପଣ ମାନଙ୍କୁ ଯେଉଁ ଓଡିଆ ଅଭିନେତ୍ରୀ ଜଣକଙ୍କ ବିଷୟରେ କହିବାକୁ ଯାଉଛୁ ସେ ଆମ ଓଡିଆ ଟିଭି ଇଣ୍ଡଷ୍ଟ୍ରିରେ ପ୍ରସିଦ୍ଧି ହାସଲ କରିଛନ୍ତି ।

ଏହି ଅଭିନେତ୍ରୀ ଜଣକ ଆଉ କେହି ନୁହେଁ ଏ ହେଉଛନ୍ତି ଦୀପିକା ତ୍ରିପାଠୀ । ବନ୍ଧୁଗଣ ଆପଣ ମାନେ ସମସ୍ତେ ଦୀପିକାଙ୍କୁ ଅନେକ ଟିଭି ସିରିଏଲରେ ଦେଖିଥିବେ । ଦୀପିକା ନିଜ ଜବରଦସ୍ତ ଅଭିନୟ ପାଇଁ ସୁନାମ ଅର୍ଜନ କରିଛନ୍ତି ଓ ତାଙ୍କ ଲୋକପ୍ରିୟତା ମଧ୍ୟ ବେସ ଅଧିକ ରହିଛି ।

ଦୀପିକା ଟିଭି ସିରିଏଲ ସହିତ କେତେକ ଓଡିଆ ଫିଲ୍ମରେ ମଧ୍ୟ କାମ କରିଛନ୍ତି । ନିଜ ଅଭିନୟ ଓ ନିଜ ସୁନ୍ଦରତା ପାଇଁ ଦୀପିକା ସୋସିଆଲ ମିଡିଆରେ ସବୁବେଳେ ଚର୍ଚାରେ ରୁହନ୍ତି । ତେବେ ଗତ କିଛି ସମୟ ହେବ ଦୀପିକା କିଛି ଅଲଗା କାରଣ ପାଇଁ ସୋସିଆଲ ମିଡିଆରେ ଚର୍ଚାରେ ରହିଛନ୍ତି । ବନ୍ଧୁଗଣ ଏହି ଖବର ବିଷୟରେ ଜାଣିଲେ ଆପଣ ମାନେ ନିଶ୍ଚୟ ଖୁସି ହେବେ ।

ଆଜି ଆମେ ଆପଣ ମାନଙ୍କୁ ଏହି ଖବର ବିଷୟରେ କହିବାକୁ ଯାଉଛୁ । ତା ହେଲେ ଆଉ ଡେରି ନକରି ଆସନ୍ତୁ ଜାଣିବା ଏହି ଖବର ବିଷୟରେ । ବନ୍ଧୁଗଣ ଆସିବା ଦିନରୁ ଦୀପିକା ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ନୂଆ ନୂଆ ଫଟୋ ଓ ଭିଡିଓ ଅପଲୋଡ କରନ୍ତି ଏବଂ ଦେଖୁ ଦେଖୁ ତାଙ୍କର ସମସ୍ତ ଫଟୋ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଯାଏ ।

ତେବେ ଗତ କିଛି ସମୟ ହେବ ତାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି ଓ ଏହା ହେଉଛି ତାଙ୍କର ବିବାହ ଭିଡିଓ । ବନ୍ଧୁଗଣ ଦୀପିକା ତ୍ରିପାଠୀ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଦୀପିକାଙ୍କ ବିବାହ ଭିଡିଓ ଦେଖି ଫ୍ୟାନ୍ସ ମାନେ ବହୁତ ଅଧିକ ଖୁସି ହୋଇଛନ୍ତି । ତା ହେଲେ ବନ୍ଧୁଗଣ ଆପଣ ମାନଙ୍କୁ ଦୀପିକାଙ୍କ ବିବାହ ଭିଡିଓ କେମିତି ଲାଗିଲା ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ଧନ୍ୟବାଦ ।

Leave a Reply

Your email address will not be published. Required fields are marked *