ବିବାହ ବନ୍ଧନରେ ବାନ୍ଧି ହେଲେ ଅଭିନେତ୍ରୀ ଜାଙ୍କଲିନ, ଦେଖନ୍ତୁ ବାହାଘର ଭିଡିଓ

ଆପଣ ମାନେ ଆମ ଓଡିଆ ଟିଭି ଇଣ୍ଡଷ୍ଟ୍ରିର ସମସ୍ତ ଅଭିନେତ୍ରୀ ମାନଙ୍କୁ ନିଶ୍ଚୟ ଦେଖିଥିବେ । ଏମାନେ ନିଜ ପର୍ଶନାଲ ଲାଇଫ ଓ ନିଜ ସୁନ୍ଦରତା ପାଇଁ ସୋସିଆଲ ମିଡିଆରେ ବହୁତ ଚର୍ଚାରେ ରୁହନ୍ତି ।

ଏହା ସହିତ ଏହି ଅଭିନେତ୍ରୀ ମାନେ ନିଜ ବିବାହ ଓ ନିଜ ଲଭ ଲାଇଫ ପାଇଁ ମଧ୍ୟ ସୋସିଆଲ ମିଡିଆରେ ବହୁତ ଚର୍ଚାରେ ରୁହନ୍ତି । ବନ୍ଧୁଗଣ ଆଜି ଆମେ ଆପଣ ମାନଙ୍କୁ ଯେଉଁ ଅଭିନେତ୍ରୀଙ୍କ ବିଷୟରେ କହିବାକୁ ଯାଉଛୁ ସେ ଆମ ଓଡିଆ ଟିଭି ଇଣ୍ଡଷ୍ଟ୍ରିରେ ପ୍ରସିଦ୍ଧି ହାସଲ କରିଛନ୍ତି । ବନ୍ଧୁଗଣ ଏହି ଅଭିନେତ୍ରୀ ଜଣକ ଆଉ କେହି ନୁହେଁ ସେ ହେଉଛନ୍ତି ଓଡିଆ ଟିଭି ଇଣ୍ଡଷ୍ଟ୍ରିର ଦିଗଜ ଅଭିନେତ୍ରୀ ଜାଙ୍କ୍ଲିନ ପରିଡା ।

ଆପଣ ମାନେ ସମସ୍ତେ ଜାଙ୍କ୍ଲିନଙ୍କୁ ଅନେକ ସୁପର ହିଟ ଫିଲ୍ମରେ ନିଶ୍ଚୟ ଦେଖିଥିବେ । ଜାଙ୍କ୍ଲିନ ନିଜ ସୁନ୍ଦରତା ଓ ନିଜ ଅଭିନୟ ପାଇଁ ବହୁତ ଲୋକପ୍ରିୟତା ହାସଲ କରିଛନ୍ତି । ସୋସିଆଲ ମିଡିଆରେ ସେ ଅଧିକାଂଶ ସମୟ ଆକ୍ଟିଭ ରୁହନ୍ତି ଓ ତାଙ୍କ ଫ୍ୟାନ୍ସ ଫାଲୋଇଙ୍ଗ ମଧ୍ୟ ବହୁତ ଅଧିକ ରହିଛି । ବନ୍ଧୁଗଣ ଜାଙ୍କ୍ଲିନ ହେଉଛନ୍ତି ଏକ ଏପରି ଅଭିନେତ୍ରୀ ଯିଏ ବହୁତ କମ ବର୍ଷ ବୟସରେ ଓଡିଆ ଟିଭି ଇଣ୍ଡଷ୍ଟ୍ରିରେ ସଫଳତା ହାସଲ କରିଛନ୍ତି ।

ସେ ଅନେକ ସିରିଏଲରେ ମୁଖ୍ୟ ଭୂମିକାରେ ନଜର ଆସିଛନ୍ତି । ବନ୍ଧୁଗଣ ଗତ କିଛି ସମୟ ହେବ ଜାଙ୍କ୍ଲିନ ଏକ ବଡ ଖବର ପାଇଁ ସୋସିଆଲ ମିଡିଆରେ ବହୁତ ଚର୍ଚାରେ ରହୁଛନ୍ତି । ମିଡିଆ ରିପୋର୍ଟସ ଅନୁସାରେ ଜଣା ପଡିଛି ଯେ, ଜାଙ୍କ୍ଲିନ ବର୍ତ୍ତମାନ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି । ଆଜିଆମେ ଆପଣ ମାନଙ୍କୁ ଏହା ବିଷୟରେ କହିବାକୁ ଯାଉଛୁ । ତା ହେଲେ ବନ୍ଧୁଗଣ ଆସନ୍ତୁ ଜାଣିବା ଏହା ବିଷୟରେ ।

ଗତ କିଛି ସମୟ ହେବ ସୋସିଆଲ ମିଡିଆରେ ଏକ ଭିଡିଓ ବହୁତ ମାତ୍ରାରେ ଭାଇରାଲ ହେଉଛି । ସେହି ଭିଡିଓରେ ଜାଙ୍କ୍ଲିନ ନିଜ ପରିବାର ଲୋକଙ୍କ ସହ ମେହେନ୍ଦି ସେରିମନୀ ପାଇଁ ପ୍ରସ୍ତୁତି କରୁଥିବାର ନଜର ଆସୁଛନ୍ତି । ତାଙ୍କ ପରିବାର ଲୋକ ଏହି ଭିଡିଓରେ ନାଚଗୀତ କରୁଥିବାର ଓ ମଜାମସ୍ତି କରୁଥିବାର ନଜର ଆସୁଛନ୍ତି । ଜାଙ୍କ୍ଲିନ ନିଜ ବିବାହ ପାଇଁ ବହୁତ ଖୁସି ନଜର ଆସୁଛନ୍ତି । ବନ୍ଧୁଗଣ ଜାଙ୍କ୍ଲିନଙ୍କ ଏହି ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆ ବହୁତ ଭାଇରାଲ ହେଉଛି ।

ଏହି ଭିଡିଓକୁ ଦେଖି ତାଙ୍କ ଫ୍ୟାନ୍ସ ମାନେ ବହୁତ ଅଧିକ ଖୁସି ହୋଇଛନ୍ତି ଓ ନିଜର ଭିନ୍ନ ଭିନ୍ନ ପ୍ରତିକ୍ରିୟା ଦେଉଛନ୍ତି । ହେଲେ ଜାଙ୍କ୍ଲିନଙ୍କ ବିବାହ କାହା ସହ ହେଉଛି ତାହା ବର୍ତ୍ତମାନ ପର୍ଯ୍ୟନ୍ତ ଜଣା ପଡି ନାହିଁ ହେଲେ ଆଗାମୀ ସମୟରେ ଆମେମାନେ ନିଶ୍ଚୟ ଜାଣିବା ।

ତା ହେଲେ ବନ୍ଧୁଗଣ ଆପଣ ମାନଙ୍କୁ ଅଭିନେତ୍ରୀ ଜାଙ୍କ୍ଲିନଙ୍କ ଅଭିନୟ କିପରି ଲାଗେ ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ଆପଣଙ୍କୁ ଆମର ଏହି ପୋସ୍ଟ ଟି ଭଲ ଲାଗିଥିଲେ ନିଜ ସାଙ୍ଗ ମାନଙ୍କ ସହ ଏହାକୁ ଶେୟାର କରନ୍ତୁ ଓ ଆଗକୁ ଓଲିଉଡ ବିଷୟରେ ଅଧିକ କିଛି ଜାଣିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ । ଧନ୍ୟବାଦ

Leave a Reply

Your email address will not be published. Required fields are marked *