Jyotish Shastra- ଆଜି ଠାରୁ (ସାବିତ୍ରୀ ଅମାବାସ୍ୟା) 5ଟି ରାଶିରେ ଶୁଭ ସଂଯୋଗ ମିଳିବ ଧନରାଜ କୁବେର ଙ୍କ କୃପା, ଦେଖନ୍ତୁ କଣ ଏଥିରେ ଆପଣଙ୍କ ରାଶି ଅଛି ?

ବନ୍ଧୁଗଣ ନମସ୍କାର, ବନ୍ଧୁଗଣ ହିନ୍ଦୁ ଧର୍ମ ରେ ସାବିତ୍ରୀ ବ୍ରତ ର ବିଶେଷ ମହତ୍ତ୍ୱ ରହିଛି । ପ୍ରତ୍ୟେକ ଓଡ଼ିଆ ସଧବା ନାରୀ ଙ୍କ ପାଇଁ ଏହା ଏକ ମୁଖ୍ୟ ପର୍ବ ଅଟେ । ପ୍ରତି ବର୍ଷ ଜ୍ୟୋଷ୍ଠ ମାସରେ ଏହି ସାବିତ୍ରୀ ବ୍ରତ ପାଳନ କରାଯାଇଥାଏ ।

ଆଜି ପବିତ୍ର ସାବିତ୍ରୀ ବ୍ରତ ପଡୁଛି । ଏହି ଦିନ ସଧବା ନାରୀ ମାନେ ନିଜର ପତି ଙ୍କ ଦୀର୍ଘାୟୁ ନିମନ୍ତେ ବ୍ରତ ରଖିଥାନ୍ତି । ଏହି ଶୁଭ ଅବସର ରେ ସ୍ତ୍ରୀ ଲୋକ ମାନେ ସକାଳୁ ଉଠି ନିଜର ନିତ୍ୟକର୍ମ ସାରି ନୂତନ ବସ୍ତ୍ର ପରିଧାନ କରି ପୂଜାର୍ଚ୍ଚନା ନିମନ୍ତେ ସାବିତ୍ରୀ ମାଆ ଙ୍କ ମନ୍ଦିର ଯାଇଥାନ୍ତି ଏବଂ ସାବିତ୍ରୀ ମାତା ଙ୍କୁ ନୂଆ ଶାଢ଼ୀ, ସିନ୍ଦୁର, ଅଳତା ଓ ଭୋଗ ଅର୍ପଣ କରି ନିଜ ପତି ଙ୍କ ଦୀର୍ଘ ଆୟୁଷ ନିମନ୍ତେ ପ୍ରାର୍ଥନା କରନ୍ତି ।

ତେବେ ଆପଣ ମାନଙ୍କୁ କହିବାକୁ ଚାହିଁବୁ ଯେ, ଏହି ସାବିତ୍ରୀ ଅମାବାସ୍ୟା ରେ ରାଶିଚକ୍ର ର ୫ଟି ରାଶି ଉପରେ ଏହାର ଶୁଭ ପ୍ରଭାବ ପଡ଼ିବାକୁ ଯାଉଛି । ତେବେ ଆସନ୍ତୁ ସେହି ରାଶି ଗୁଡ଼ିକ ବିଷୟରେ ବିସ୍ତାର ରୂପରେ ଜାଣିବା ।

ବନ୍ଧୁଗଣ ଏହି ରାଶି ମାନଙ୍କର ରାଜଯୋଗ ର ସମ୍ଭାବନା ରହିଛି । ଭବିଷ୍ୟତ ରେ ଏହି ରାଶିର ବ୍ୟକ୍ତି ମାନଙ୍କ ର କୌଣସି ଅଟକି ରହି ଯାଇଥିବା କାର୍ଯ୍ୟ ପୂର୍ଣ ହେବ । ଏହି ରାଶିର ବ୍ୟକ୍ତି ମାନଙ୍କୁ ନୂତନ କାର୍ଯ୍ୟ କରିବା ନିମନ୍ତେ ନୂଆ ନୂଆ ସୁଯୋଗ ପ୍ରାପ୍ତ ହେବ । ଏହି ରାଶିର ବ୍ୟକ୍ତି ମାନେ ନୂତନ ମିତ୍ର ବନାଇବେ ଏବଂ ଏହି ମିତ୍ର ମାନଙ୍କର ସମ୍ପୂର୍ଣ୍ଣ ସହଯୋଗ ମଧ୍ୟ ମିଳିବ । ବ୍ୟାପାର ବାଣିଜ୍ୟ କ୍ଷେତ୍ରରେ ଲାଭ ପ୍ରାପ୍ତ ହେବ । ଆସନ୍ତା ସମୟରେ ଏହି ରାଶିର ବ୍ୟକ୍ତି ମାନଙ୍କ ଜୀବନ ରେ ଥିବା ଧନ ସମସ୍ୟା ଦୂର ହେବ ଏବଂ ଏମାନଙ୍କ ଜୀବନ ଧନଧାନ୍ୟ ରେ ପରିପୂର୍ଣ୍ଣ ହେବ ।

ଏହି ରାଶିର ବ୍ୟକ୍ତି ମାନେ ଯଦି କୌଣସି କାର୍ଯ୍ୟ ରେ ସଫଳତା ପାଇବା ନିମନ୍ତେ ଆଶା ରଖିଥିବେ ତାହା ନିଶ୍ଚିତ ରୂପରେ ପାଇବେ । ବ୍ୟାପାର ଏବଂ ବାଣିଜ୍ୟ ଉଭୟ କ୍ଷେତ୍ରରେ ଏହି ରାଶିର ବ୍ୟକ୍ତି ମାନଙ୍କୁ ଲାଭ ପ୍ରାପ୍ତ ହେବ । ଵ୍ୟାପାରୀ ମାନେ ନିଜ ବ୍ୟାପାର ରେ ଦୁଇଗୁଣ ଲାଭ ପାଇବେ ଏବଂ ଚାକିରୀ କରୁଥିବା ବ୍ୟକ୍ତିଙ୍କ ନିଶ୍ଚିତ ଭାବରେ ପ୍ରମୋସନ ହେବ । ଏହି ରାଶିର ବ୍ୟକ୍ତି ମାନଙ୍କର ସମାଜରେ ମାନ ସମ୍ମାନ ପ୍ରତିଷ୍ଠା ହେବ ଏବଂ ଲୋକମାନେ ଏମାନଙ୍କ ମାର୍ଗଦର୍ଶନ ପାଇବା ଦ୍ଵାରା ନିଜକୁ ଭାଗ୍ୟଶାଳୀ ମନେ କରିବେ ।

ଏହି ରାଶି ଥିବା ବ୍ୟକ୍ତି ମାନଙ୍କ ରୋଜଗାର ରେ ବୃଦ୍ଧି ହେବାକୁ ଯାଉଛି ଏବଂ ଏହା ସହିତ ବ୍ୟାପାର ଏବଂ ବାଣିଜ୍ୟ କ୍ଷେତ୍ରରେ ମଧ୍ୟ ଏହି ରାଶି ଥିବା ବ୍ୟକ୍ତି ମାନଙ୍କୁ ସଫଳତା ମିଳିବାକୁ ଯାଉଛି ଏବଂ ଏମାନେ ସଫଳତା ର ଚରମ ସୀମା ପ୍ରାପ୍ତ କରିବାକୁ ଯାଉଛନ୍ତି ।

ବନ୍ଧୁଗଣ ଏହି ରାଶି ର ବ୍ୟକ୍ତି ମାନେ ମଧ୍ୟ ନିଜ ଜୀବନରେ ସଫଳତା ଆଡ଼କୁ ଆଗେଇ ଯିବେ । ଜୀବନରେ ଥିବା ସମସ୍ତ ଅସୁବିଧା କୁ ସେମାନେ ସହଜ ଓ ସରଳ ଭାବରେ ସମାଧାନ କରି ପାରିବେ ଏବଂ ନିଜ ଜୀଵନରେ ଏବେ ସବୁବେଳେ ସୁଖ ରେ ରହିବେ । ଏମାନଙ୍କୁ ଧନ ର ମଧ୍ୟ ଲାଭ ହେବ । ବ୍ୟବସାୟ ରେ ମଧ୍ୟ ଉନ୍ନତି ଓ ପ୍ରଗତି ଘଟିବ ଏବଂ ଚାକିରୀ କ୍ଷେତ୍ରରେ ମଧ୍ୟ ଉନ୍ନତି ହେବ ଏବଂ ପଦୋନ୍ନତି ଘଟିବ ।

ବନ୍ଧୁଗଣ ଆପଣଙ୍କ ଆର୍ଥିକ ସ୍ଥିତି ରେ ସୁଧାର ଆସିବ ଓ ମଜବୁତ ରହିବ । ଆପଣଙ୍କ ଜୀବନ ସାଥି ଙ୍କ ସ୍ୱାସ୍ଥ୍ୟ ରେ ସୁଧାର ଆସିବ । ଆପଣଙ୍କ ର କୌଣସି ପୁରୁଣା ବିବାଦ ର ସମାଧାନ ହେବ । ଯେଉଁମାନେ ପ୍ରେମ ପ୍ରସଙ୍ଗରେ ଅଛନ୍ତି ସେମାନଙ୍କ ପାଇଁ ଏହି ସମୟ ଅତ୍ୟନ୍ତ ଅନୁକୂଳ ରହିବ । ତେବେ ବନ୍ଧୁଗଣ ସେହି ଭାଗ୍ୟଶାଳି ରାଶି ଗୁଡିକ ହେଉଛନ୍ତି ବୃଷ ରାଶି, ସିଂହ ରାଶି, କନ୍ୟା ରାଶି, ମକର ରାଶି, ତୁଳା ରାଶି ।

ଆପଣ ମାନଙ୍କୁ ଆମର ଏହି ଲେଖାଟି ପସନ୍ଦ ଆସିଥିଲେ ନିଶ୍ଚିତ କମେନ୍ଟ ଦିଅନ୍ତୁ । ଏହିପରି ଜ୍ଯୋତିଷ ସମ୍ବନ୍ଧୀୟ ବିବରଣୀ ପାଇବା ପାଇଁ ଆମ ପେଜକୁ ଲାଇକ କରନ୍ତୁ । ଧନ୍ୟବାଦ

Leave a Reply

Your email address will not be published. Required fields are marked *