Pragyan-Sunanda ସାଜିଲେ ବୁଢାବୁଢୀ, ଦର୍ଶକ ମାନେ ହୁଳୁହୁଳି ଦେଇ ନବ ଦମ୍ପତିଙ୍କୁ ଆଶୀର୍ବାଦ କଲେ, ଦେଖନ୍ତୁ ଏହି Video 

ବନ୍ଧୁଗଣ ଆପଣ ମାନେ ସମସ୍ତେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ ଅଭିନେତା ମାନଙ୍କୁ ବେସ ଭଲ ଭାବରେ ଜାଣିଥିବେ । ଏହି ଅଭିନେତା ମାନେ ନିଜ ଦମଦାର ଅଭିନୟ ନିଜ ନିଜ ପର୍ଶନାଲ ଲାଇଫ ପାଇଁ ସୋସିଆଲ ମିଡିଆରେ ବହୁତ ଚର୍ଚ୍ଚାରେ ରୁହନ୍ତି । ବନ୍ଧୁଗଣ ଆଜି ଆମେ ଆପଣ ମାନଙ୍କୁ ଯେଉଁ ଓଡିଆ ଅଭିନେତା ଜଣକଙ୍କ ବିଷୟରେ କହିବାକୁ ଯାଉଛୁ ସେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ପ୍ରସିଦ୍ଧି ହାସଲ କରିଛନ୍ତି ।

ଏହି ଅଭିନେତା ଜଣକ ଆଉ କେହି ନୁହେଁ ଏ ହେଉଛନ୍ତି ପ୍ରଜ୍ଞାନ ଖଟୁଆ । ଆପଣ ମାନେ ସମସ୍ତେ ଓଡିଆ ଅଭିନେତା ପ୍ରଜ୍ଞାନ ଖଟୁଆଙ୍କ ଜବରଦସ୍ତ ଅଭିନୟ ତ ନିଶ୍ଚୟ ଦେଖିଥିବେ । ବନ୍ଧୁଗଣ ପ୍ରଜ୍ଞାନ ହେଉଛନ୍ତି ଜଣେ ହାସ୍ୟ ଅଭିନେତା । ସେ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅନେକ ସୁପର ହିଟ ଫିଲ୍ମ କରିଛନ୍ତି । ଓଡିଆ ଇଣ୍ଡଷ୍ଟ୍ରିର କେତେକ ଦିଗଜ ଅଭିନେତା ମାନଙ୍କ ସହ କାମ କରି ପ୍ରଜ୍ଞାନ ସଫଳତା ପାଇଛନ୍ତି ।

ଆପଣ ମାନେ ତ ଏହା ନିଶ୍ଚୟ ଜାଣିଥିବେ ଯେ, ଗତ କିଛି ମାସ ତଳେ ପ୍ରଜ୍ଞାନ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ । ପ୍ରଜ୍ଞାନ ନିଜ ପ୍ରେମିକା ସୁନ୍ଦନ୍ଦାଙ୍କ ସହ ପ୍ରେମ ବିବାହ କରିଛନ୍ତି । ବିବାହ ପରଠାରୁ ପ୍ରଜ୍ଞାନ ବହୁତ ଚର୍ଚ୍ଚାରେ ରହିଥିଲେ । ବନ୍ଧୁଗଣ ଗତ କିଛି ସମୟ ହେବ ପ୍ରଜ୍ଞାନ ଓ ସୁନନ୍ଦାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି ।

ବନ୍ଧୁଗଣ ଏହି ଭିଡିଓଟି ବିଶ୍ଵ ନାଟ୍ୟ ଦିବସରେ ସୋସିଆଲ ମିଡିଆରେ ଅପଲୋଡ ହୋଇଛି । ଏହି ଭିଡିଓରେ ଉଭୟ ପ୍ରଜ୍ଞାନ ଓ ସୁନନ୍ଦା ଅଭିନୟ କରିଛନ୍ତି । ଉଭୟ ବୁଢା ବୁଢୀ ଭୂମିକାରେ ଅତି ଜବରଦସ୍ତ ଅଭିନୟ କରିଛନ୍ତି ଆଉ ଲୋକମାନେ ଏହି ଭିଡିଓଟିକୁ ବେସ ଅଧିକ ପସନ୍ଦ ମଧ୍ୟ କରିଛନ୍ତି ।

ବନ୍ଧୁଗଣ ସୁନନ୍ଦା ଓ ପ୍ରଜ୍ଞାନଙ୍କ ଏହି ଭିଡିଓଟି ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ବିବାହ ପରେ ପ୍ରଥମ ଥର ପାଇଁ ଉଭୟ ଏକା ସହ ଅଭିନୟ କରୁଥିବାର ନଜର ଆସିଛନ୍ତି । ସୋସିଆଲ ମିଡିଆରେ ଏହି ଭିଡିଓଟି ବହୁତ ଭାଇରାଲ ହେଉଛି । ଅନେକ ଲୋକ ଏହି ଭିଡିଓକୁ ନେଇ ଭିନ୍ନ ଭିନ୍ନ ପ୍ରତିକ୍ରିୟା ମଧ୍ୟ ଦେଇଛନ୍ତି । ତା ହେଲେ ବନ୍ଧୁଗଣ ଆପଣ ମାନଙ୍କୁ ଏହି ଭିଡିଓଟି କେମିତି ଲାଗିଲା ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ଧନ୍ୟବାଦ ।

Leave a Reply

Your email address will not be published. Required fields are marked *