ଆଜି ପୁଣି ଭୟଙ୍କର ଶସ୍ତା ହେଲା ସୁନା, ଜାଣନ୍ତୁ କଣ ରହିଛି ଆଜିର 22 କ୍ୟାରେଟ ଓ 24 କ୍ୟାରେଟ Gold Rate

ସୁନାର ଦାମ ଆକାଶ ଛୁଆଁ ହୋଇଥିଲା । ବର୍ତ୍ତମାନ ଯେହେତୁ ଏବେ ସବୁ ଧୀରେ ଧୀରେ ସ୍ଵାଭାବିକ ହେଉଛି ଓ କରୋନା ଟୀକା ମାରକେଟ କୁ ଆସି ଯାଇଛି ତେଣୁ ଡଲାର ର ମୂଲ୍ୟ ମଧ୍ୟ ଧୀରେ ଧୀରେ ସବୁ ବଢିବାକୁ ଲାଗିଛି । ତେଣୁ ସୁନାର ଦାମ ରେ କ୍ରମାଗତ ଭାବେ ଉତ୍ଥାନ ପତ୍ତନ ଲାଗି ରହିଛି । ତେଣୁ ଆଜି ଆମେ ଆପଣଙ୍କୁ ଆଜିର ସୁନା ର ଦାମ କଣ ରହିଛି ସେହି ବିଷୟରେ କହିବାକୁ ଯାଉଛୁ ।

ଆଜି ଆମେ ଆପଣଙ୍କୁ ଆଜି ମାନେ ୧୭ ଫେବୃୟାରୀ ର ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନାର ମୂଲ୍ୟ କେତେ ରହିଛି ତାହା ବିଷୟରେ ଆମେ ଆପଣଙ୍କୁ କହିବୁ । ଏହା ସହିତ କାଲି ସୁନା ର ଦାମ କେତେ ଥିଲା ତାହା ମଧ୍ୟ କହିବୁ । ବର୍ତ୍ତମାନ ଆସନ୍ତୁ ଜାଣିବା ।

୨୨ କ୍ୟାରେଟ ସୁନାର ଦାମ

ଆଜି ଭୁବନେଶ୍ଵର ବଜାରରେ ୨୨ କ୍ୟାରେଟ ସୁନାର ଦାମ ୧ ଗ୍ରାମ ପ୍ରତି ୫୦ ଟଙ୍କା ହ୍ରାସ ପାଇ ୪,୩୭୫ ଟଙ୍କାରେ ପହଞ୍ଚିଛି ଯାହା ଗତକାଲି ୪,୪୨୫ ଟଙ୍କା ଥିଲା ।

ସେଇଠି ୨୨ କ୍ୟାରେଟ ସୁନା ୮ ଗ୍ରାମ ପ୍ରତି ୪୦୦ ଟଙ୍କା ହ୍ରାସ ପାଇ ୩୫,୦୦୦ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୩୫,୪୦୦ ଟଙ୍କା ଥିଲା ।

ଆଜି ୨୨ କ୍ୟାରେଟ ସୁନା ୧୦ ଗ୍ରାମକୁ ୫୦୦ ଟଙ୍କା ହ୍ରାସ ପାଇଁ ୪୩,୭୫୦ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୪୪,୨୫୦ ଟଙ୍କା ଥିଲା ।

୧ କିଲୋ ପ୍ରତି ୨୨ କ୍ୟାରେଟ ସୁନା ୫,୦୦୦ ଟଙ୍କା ହ୍ରାସ ପାଇ ୪,୩୭,୫୦୦ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୪,୪୨,୫୦୦ ଟଙ୍କା ଥିଲା ।

୨୪ କ୍ୟାରେଟ ସୁନାର ଦାମ

ଆଜି ଭୁବନେଶ୍ବର ବଜାରରେ ୨୪ କ୍ୟାରେଟ ସୁନାର ଦାମ ୧ ଗ୍ରାମ ପ୍ରତି ୫୬ ଟଙ୍କା ହ୍ରାସ ପାଇ ୪,୭୭୩ ଟଙ୍କା ରେ ପହଞ୍ଚିଛି, ଯାହା ଗତକାଲି ୪,୮୨୯ ଟଙ୍କା ଥିଲା ।

ସେହିପରି ୨୪ କ୍ୟାରେଟ ସୁନା ୮ ଗ୍ରାମ ପ୍ରତି ୪୪୮ ଟଙ୍କା ହ୍ରାସ ପାଇ ୩୮,୧୮୪ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୩୯,୬୩୨ ଟଙ୍କା ଥିଲା ।

ଆଜି ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୫୬୦ ଟଙ୍କା ହ୍ରାସ ପାଇ ୪୮,୭୩୦ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୪୮,୨୯୦ ଟଙ୍କା ଥିଲା ।
ଆଜି ୧ କିଲୋ ପ୍ରତି ୨୪ କ୍ୟାରେଟ ସୁନା  ୫,୬୦୦ ଟଙ୍କା ହ୍ରାସ ପାଇ ୪,୭୭,୩୦୦ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୪,୮୨,୯୦୦ ଟଙ୍କା ଥିଲା ।

ମୁମ୍ବାଇରେ ୨୨ କ୍ୟାରେଟ୍‌ ସୁନାର ଦାମ୍ ୧୦ ଗ୍ରାମ ପ୍ରତି ୪୫,୬୯୦ ଟଙ୍କା ରହିଛି ଓ ୨୪ କ୍ୟାରେଟ୍‌ ସୁନାର ଦାମ୍ ୧୦ ଗ୍ରାମ ପ୍ରତି ୪୬,୬୯୦ ଟଙ୍କା ରହିଛି ।

ସେହିପରି ରାଜଧାନୀ ଦିଲ୍ଲୀରେ ୨୨ କ୍ୟାରେଟ୍‌ ସୁନାର ଦାମ୍ ୧୦ ଗ୍ରାମ ପ୍ରତି ୪୫,୯୦୦ ଟଙ୍କା ରହିଛି ଓ ୨୪ କ୍ୟାରେଟ୍‌ ସୁନାର ଦାମ୍ ୧୦ ଗ୍ରାମ ପ୍ରତି ୫୦,୦୭୦ ଟଙ୍କା ରହିଛି ।

ଦେଶ ବିଦେଶର ସମସ୍ତ ଖବର ସହ ଅପଡେଟ ରହିବା ପାଇଁ ଆମ ପେଜକୁ ଲାଇକ କରି ଆମ ସହିତ ଯୋଡି ହୁଅନ୍ତୁ । ଧନ୍ୟବାଦ

Leave a Reply

Your email address will not be published. Required fields are marked *