ଲଗାତାର ଖସୁଛି ସୁନା ରେଟ, ଗତ ୪ ଦିନରେ ଭୟଙ୍କର ଶସ୍ତା ହେଲା ସୁନା, ଜାଣନ୍ତୁ କଣ ରହିଛି ଆଜିର 22 କ୍ୟାରେଟ ଓ 24 କ୍ୟାରେଟ Gold Rate

ସୁନାର ଦାମ ଆକାଶ ଛୁଆଁ ହୋଇଥିଲା । ବର୍ତ୍ତମାନ ଯେହେତୁ ଏବେ ସବୁ ଧୀରେ ଧୀରେ ସ୍ଵାଭାବିକ ହେଉଛି ଓ କରୋନା ଟୀକା ମାରକେଟ କୁ ଆସି ଯାଇଛି ତେଣୁ ଡଲାର ର ମୂଲ୍ୟ ମଧ୍ୟ ଧୀରେ ଧୀରେ ସବୁ ବଢିବାକୁ ଲାଗିଛି । ତେଣୁ ସୁନାର ଦାମ ରେ କ୍ରମାଗତ ଭାବେ ଉତ୍ଥାନ ପତ୍ତନ ଲାଗି ରହିଛି । ତେଣୁ ଆଜି ଆମେ ଆପଣଙ୍କୁ ଆଜିର ସୁନା ର ଦାମ କଣ ରହିଛି ସେହି ବିଷୟରେ କହିବାକୁ ଯାଉଛୁ । ଆଜି ଆମେ ଆପଣଙ୍କୁ ଆଜି ମାନେ ୨୭ ଫେବୃୟାରୀ ର ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନାର ମୂଲ୍ୟ କେତେ ରହିଛି ତାହା ବିଷୟରେ ଆମେ ଆପଣଙ୍କୁ କହିବୁ । ଏହା ସହିତ କାଲି ସୁନା ର ଦାମ କେତେ ଥିଲା ତାହା ମଧ୍ୟ କହିବୁ । ବର୍ତ୍ତମାନ ଆସନ୍ତୁ ଜାଣିବା ।

୨୨ କ୍ୟାରେଟ ସୁନାର ଦାମ- ଆଜି ଭୁବନେଶ୍ଵର ବଜାରରେ ୨୨ କ୍ୟାରେଟ ସୁନାର ଦାମ ୧ ଗ୍ରାମ ପ୍ରତି ୫୫ ଟଙ୍କା ହ୍ରାସ ପାଇ ୪,୨୭୦ ଟଙ୍କାରେ ପହଞ୍ଚିଛି ଯାହା ଗତକାଲି ୪,୩୨୫ ଟଙ୍କା ଥିଲା ।

ସେଇଠି ୨୨ କ୍ୟାରେଟ ସୁନା ୮ ଗ୍ରାମ ପ୍ରତି ୪୪୦ ଟଙ୍କା ହ୍ରାସ ପାଇ ୩୪,୧୬୦ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୩୪,୬୦୦ ଟଙ୍କା ଥିଲା ।

ଆଜି ୨୨ କ୍ୟାରେଟ ସୁନା ୧୦ ଗ୍ରାମକୁ ୫୫୦ ଟଙ୍କା ହ୍ରାସ ପାଇଁ ୪୨,୭୦୦ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୪୩,୨୫୦ ଟଙ୍କା ଥିଲା ।

୧ କିଲୋ ପ୍ରତି ୨୨ କ୍ୟାରେଟ ସୁନା ୫,୫୦୦ ଟଙ୍କା ହ୍ରାସ ପାଇ ୪,୨୭,୦୦୦ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୪,୩୨,୫୦୦ ଟଙ୍କା ଥିଲା ।

୨୪ କ୍ୟାରେଟ ସୁନାର ଦାମ

ଆଜି ଭୁବନେଶ୍ବର ବଜାରରେ ୨୪ କ୍ୟାରେଟ ସୁନାର ଦାମ ୧ ଗ୍ରାମ ପ୍ରତି ୬୦ ଟଙ୍କା ହ୍ରାସ ପାଇ ୪,୬୫୮ ଟଙ୍କା ରେ ପହଞ୍ଚିଛି, ଯାହା ଗତକାଲି ୪,୭୧୮ ଟଙ୍କା ଥିଲା ।

ସେହିପରି ୨୪ କ୍ୟାରେଟ ସୁନା ୮ ଗ୍ରାମ ପ୍ରତି ୪୮୦ ଟଙ୍କା ହ୍ରାସ ପାଇ ୩୭,୨୬୪ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୩୭,୭୪୪ ଟଙ୍କା ଥିଲା ।

ଆଜି ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୬୦୦ ଟଙ୍କା ହ୍ରାସ ପାଇ ୪୬,୫୮୦ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୪୭,୧୮୦ ଟଙ୍କା ଥିଲା ।

ଆଜି ୧ କିଲୋ ପ୍ରତି ୨୪ କ୍ୟାରେଟ ସୁନା  ୬,୦୦୦ ଟଙ୍କା ହ୍ରାସ ପାଇ ୪,୬୫,୮୦୦ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୪,୭୧,୮୦୦ ଟଙ୍କା ଥିଲା ।

ମୁମ୍ବାଇରେ ୨୨ କ୍ୟାରେଟ୍‌ ସୁନାର ଦାମ୍ ୧୦ ଗ୍ରାମ ପ୍ରତି ୪୪,୯୪୦ ଟଙ୍କା ରହିଛି ଓ ୨୪ କ୍ୟାରେଟ୍‌ ସୁନାର ଦାମ୍ ୧୦ ଗ୍ରାମ ପ୍ରତି ୪୫,୯୪୦ ଟଙ୍କା ରହିଛି ।

ସେହିପରି ରାଜଧାନୀ ଦିଲ୍ଲୀରେ ୨୨ କ୍ୟାରେଟ୍‌ ସୁନାର ଦାମ୍ ୧୦ ଗ୍ରାମ ପ୍ରତି ୪୪,୮୫୦ ଟଙ୍କା ରହିଛି ଓ ୨୪ କ୍ୟାରେଟ୍‌ ସୁନାର ଦାମ୍ ୧୦ ଗ୍ରାମ ପ୍ରତି ୪୮,୯୩୦ ଟଙ୍କା ରହିଛି ।

ଦେଶ ବିଦେଶର ସମସ୍ତ ଖବର ସହ ଅପଡେଟ ରହିବା ପାଇଁ ଆମ ପେଜକୁ ଲାଇକ କରି ଆମ ସହିତ ଯୋଡି ହୁଅନ୍ତୁ । ଧନ୍ୟବାଦ

Leave a Reply

Your email address will not be published. Required fields are marked *