ଆଜି ପୁଣି ଶସ୍ତା ହେଲା ସୁନା, ଜାଣନ୍ତୁ କଣ ରହିଛି ଆଜିର 22 କ୍ୟାରେଟ ଓ 24 କ୍ୟାରେଟ Gold Rate

ଏହି ବର୍ଷ ୨୦୨୦ ଟି କାହା ପାଇଁ ମଧ୍ୟ ଭଲ ରହି ନାହିଁ । କରୋନା ଭାଇରସ ର ତାଣ୍ଡବରେ ସାରା ବିଶ୍ଵ ଥରହର ହେଉଛି । ଯାହା ପାଇଁ ଦେଶର ଅର୍ଥନୀତି ମଧ୍ୟ ତଳକୁ ଖସି ଯାଇଥିଲା ଓ ସୁନାର ଦାମ ଆକାଶ ଛୁଆଁ ହୋଇଥିଲା । ଯେହେତୁ ଏବେ ସବୁ ଧୀରେ ଧୀରେ ସ୍ଵାଭାବିକ ହେଉଛି ଓ କରୋନା ଟୀକା ଆସିବାର ସମ୍ଭାବନା ବଢୁଛି ତେଣୁ ଡଲାର ର ମୂଲ୍ୟ ମଧ୍ୟ ଧୀରେ ଧୀରେ ସବୁ ବଢିବାକୁ ଲାଗିଛି । ତେଣୁ ସୁନାର ଦାମ ରେ କ୍ରମାଗତ ଭାବେ ଉତ୍ଥାନ ପତ୍ତନ ଲାଗି ରହିଛି । ତେଣୁ ଆଜି ଆମେ ଆପଣଙ୍କୁ ଆଜିର ସୁନା ର ଦାମ କଣ ରହିଛି ସେହି ବିଷୟରେ କହିବାକୁ ଯାଉଛୁ ।

ଆଜି ଆମେ ଆପଣଙ୍କୁ ଆଜି ମାନେ 28 ନଭେମ୍ବର ର ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନାର ମୂଲ୍ୟ କେତେ ରହିଛି ତାହା ବିଷୟରେ ଆମେ ଆପଣଙ୍କୁ କହିବୁ । ଏହା ସହିତ କାଲି ସୁନା ର ଦାମ କେତେ ଥିଲା ତାହା ମଧ୍ୟ କହିବୁ । ବର୍ତ୍ତମାନ ଆସନ୍ତୁ ଜାଣିବା ।

୨୨ କ୍ୟାରେଟ ସୁନାର ଦାମ

ଆଜି ଭୁବନେଶ୍ଵର ବଜାରରେ ୨୨ କ୍ୟାରେଟ ସୁନାର ଦାମ ୧ ଗ୍ରାମ ପ୍ରତି ୪୫ ଟଙ୍କା ହ୍ରାସ ପାଇ ୪,୫୦୦ ଟଙ୍କାରେ ପହଞ୍ଚିଛି ଯାହା ଗତକାଲି ୪,୫୪୫ ଟଙ୍କା ଥିଲା ।

ସେଇଠି ୨୨ କ୍ୟାରେଟ ସୁନା ୮ ଗ୍ରାମ ପ୍ରତି ୩୬୦ ଟଙ୍କା ହ୍ରାସ ପାଇ ୩୬,୦୦୦ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୩୬,୩୬୦ ଟଙ୍କା ଥିଲା ।

ଆଜି ୨୨ କ୍ୟାରେଟ ସୁନା ୧୦ ଗ୍ରାମକୁ ୪୫୦ ଟଙ୍କା ହ୍ରାସ ପାଇଁ ୪୫,୦୦୦ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୪୫,୪୫୦ ଟଙ୍କା ଥିଲା ।

୧ କିଲୋ ପ୍ରତି ୨୨ କ୍ୟାରେଟ ସୁନା ୪,୫୦୦ ଟଙ୍କା ହ୍ରାସ ପାଇ ୪,୫୦,୦୦୦ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୪,୫୪,୫୦୦ ଟଙ୍କା ଥିଲା ।

୨୪ କ୍ୟାରେଟ ସୁନାର ଦାମ

ଆଜି ଭୁବନେଶ୍ବର ବଜାରରେ ୨୪ କ୍ୟାରେଟ ସୁନାର ଦାମ ୧ ଗ୍ରାମ ପ୍ରତି ୪୯ ଟଙ୍କା ହ୍ରାସ ପାଇ ୪,୯୦୯ ଟଙ୍କା ରେ ପହଞ୍ଚିଛି, ଯାହା ଗତକାଲି ୪,୯୫୮ ଟଙ୍କା ଥିଲା ।

ସେହିପରି ୨୪ କ୍ୟାରେଟ ସୁନା ୮ ଗ୍ରାମ ପ୍ରତି ୩୯୨ ଟଙ୍କା ହ୍ରାସ ପାଇ ୩୯,୨୭୨ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୩୯,୬୬୪ ଟଙ୍କା ଥିଲା ।

ଆଜି ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୪୯୦ ଟଙ୍କା ହ୍ରାସ ପାଇ ୪୯,୦୯୦ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୪୯,୫୮୦ ଟଙ୍କା ଥିଲା ।
ଆଜି ୧ କିଲୋ ପ୍ରତି ୨୪ କ୍ୟାରେଟ ସୁନା  ୪,୯୦୦ ଟଙ୍କା ହ୍ରାସ ପାଇ ୪,୯୦,୯୦୦ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୪,୯୫,୮୦୦ ଟଙ୍କା ଥିଲା ।

ମୁମ୍ବାଇରେ ୨୨ କ୍ୟାରେଟ୍‌ ସୁନାର ଦାମ୍ ୧୦ ଗ୍ରାମ ପ୍ରତି ୪୭,୬୫୦ ଟଙ୍କା ରହିଛି ଓ ୨୪ କ୍ୟାରେଟ୍‌ ସୁନାର ଦାମ୍ ୧୦ ଗ୍ରାମ ପ୍ରତି ୪୮,୬୫୦ ଟଙ୍କା ରହିଛି ।

ସେହିପରି ରାଜଧାନୀ ଦିଲ୍ଲୀରେ ୨୨ କ୍ୟାରେଟ୍‌ ସୁନାର ଦାମ୍ ୧୦ ଗ୍ରାମ ପ୍ରତି ୪୭,୫୧୦ ଟଙ୍କା ରହିଛି ଓ ୨୪ କ୍ୟାରେଟ୍‌ ସୁନାର ଦାମ୍ ୧୦ ଗ୍ରାମ ପ୍ରତି ୫୧,୮୨୦ ଟଙ୍କା ରହିଛି ।

ଦେଶ ବିଦେଶର ସମସ୍ତ ଖବର ସହ ଅପଡେଟ ରହିବା ପାଇଁ ଆମ ପେଜକୁ ଲାଇକ କରି ଆମ ସହିତ ଯୋଡି ହୁଅନ୍ତୁ । ଧନ୍ୟବାଦ

Leave a Reply

Your email address will not be published. Required fields are marked *