ଆଜି ପୁଣି ଭୟଙ୍କର ଶସ୍ତା ହେଲା ସୁନା, ଜାଣନ୍ତୁ କଣ ରହିଛି ଆଜିର 22 କ୍ୟାରେଟ ଓ 24 କ୍ୟାରେଟ Gold Rate

ସୁନାର ଦାମ ଆକାଶ ଛୁଆଁ ହୋଇଥିଲା । ବର୍ତ୍ତମାନ ଯେହେତୁ ଏବେ ସବୁ ଧୀରେ ଧୀରେ ସ୍ଵାଭାବିକ ହେଉଛି ଓ କରୋନା ଟୀକା ମାରକେଟ କୁ ଆସି ଯାଇଛି ତେଣୁ ଡଲାର ର ମୂଲ୍ୟ ମଧ୍ୟ ଧୀରେ ଧୀରେ ସବୁ ବଢିବାକୁ ଲାଗିଛି । ତେଣୁ ସୁନାର ଦାମ ରେ କ୍ରମାଗତ ଭାବେ ଉତ୍ଥାନ ପତ୍ତନ ଲାଗି ରହିଛି । ତେଣୁ ଆଜି ଆମେ ଆପଣଙ୍କୁ ଆଜିର ସୁନା ର ଦାମ କଣ ରହିଛି ସେହି ବିଷୟରେ କହିବାକୁ ଯାଉଛୁ ।

ଆଜି ଆମେ ଆପଣଙ୍କୁ ଆଜି ମାନେ ୪ ଫେବୃୟାରୀ ର ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନାର ମୂଲ୍ୟ କେତେ ରହିଛି ତାହା ବିଷୟରେ ଆମେ ଆପଣଙ୍କୁ କହିବୁ । ଏହା ସହିତ କାଲି ସୁନା ର ଦାମ କେତେ ଥିଲା ତାହା ମଧ୍ୟ କହିବୁ । ବର୍ତ୍ତମାନ ଆସନ୍ତୁ ଜାଣିବା ।

୨୨ କ୍ୟାରେଟ ସୁନାର ଦାମ

ଆଜି ଭୁବନେଶ୍ଵର ବଜାରରେ ୨୨ କ୍ୟାରେଟ ସୁନାର ଦାମ ୧ ଗ୍ରାମ ପ୍ରତି ୪୦ ଟଙ୍କା ହ୍ରାସ ପାଇ ୪,୪୩୫ ଟଙ୍କାରେ ପହଞ୍ଚିଛି ଯାହା ଗତକାଲି ୪,୪୭୫ ଟଙ୍କା ଥିଲା ।

ସେଇଠି ୨୨ କ୍ୟାରେଟ ସୁନା ୮ ଗ୍ରାମ ପ୍ରତି ୩୨୦ ଟଙ୍କା ହ୍ରାସ ପାଇ ୩୫,୪୮୦ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୩୫,୮୦୦ ଟଙ୍କା ଥିଲା ।

ଆଜି ୨୨ କ୍ୟାରେଟ ସୁନା ୧୦ ଗ୍ରାମକୁ ୪୦୦ ଟଙ୍କା ହ୍ରାସ ପାଇଁ ୪୪,୩୫୦ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୪୪,୭୫୦ ଟଙ୍କା ଥିଲା ।

୧ କିଲୋ ପ୍ରତି ୨୨ କ୍ୟାରେଟ ସୁନା ୪,୦୦୦ ଟଙ୍କା ହ୍ରାସ ପାଇ ୪,୪୩,୫୦୦ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୪,୪୭,୫୦୦ ଟଙ୍କା ଥିଲା ।

୨୪ କ୍ୟାରେଟ ସୁନାର ଦାମ

ଆଜି ଭୁବନେଶ୍ବର ବଜାରରେ ୨୪ କ୍ୟାରେଟ ସୁନାର ଦାମ ୧ ଗ୍ରାମ ପ୍ରତି ୪୪ ଟଙ୍କା ହ୍ରାସ ପାଇ ୪,୮୩୮ ଟଙ୍କା ରେ ପହଞ୍ଚିଛି, ଯାହା ଗତକାଲି ୪,୮୮୨ ଟଙ୍କା ଥିଲା ।

ସେହିପରି ୨୪ କ୍ୟାରେଟ ସୁନା ୮ ଗ୍ରାମ ପ୍ରତି ୩୫୨ ଟଙ୍କା ହ୍ରାସ ପାଇ ୩୮,୭୦୪ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୩୯,୦୫୬ ଟଙ୍କା ଥିଲା ।

ଆଜି ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୪୪୦ ଟଙ୍କା ହ୍ରାସ ପାଇ ୪୮,୩୮୦ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୪୮,୮୨୦ ଟଙ୍କା ଥିଲା ।
ଆଜି ୧ କିଲୋ ପ୍ରତି ୨୪ କ୍ୟାରେଟ ସୁନା  ୪,୪୦୦ ଟଙ୍କା ହ୍ରାସ ପାଇ ୪,୮୩,୮୦୦ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୪,୮୮,୨୦୦ ଟଙ୍କା ଥିଲା ।

ମୁମ୍ବାଇରେ ୨୨ କ୍ୟାରେଟ୍‌ ସୁନାର ଦାମ୍ ୧୦ ଗ୍ରାମ ପ୍ରତି ୪୬,୬୦୦ ଟଙ୍କା ରହିଛି ଓ ୨୪ କ୍ୟାରେଟ୍‌ ସୁନାର ଦାମ୍ ୧୦ ଗ୍ରାମ ପ୍ରତି ୪୭,୬୦୦ ଟଙ୍କା ରହିଛି ।

ସେହିପରି ରାଜଧାନୀ ଦିଲ୍ଲୀରେ ୨୨ କ୍ୟାରେଟ୍‌ ସୁନାର ଦାମ୍ ୧୦ ଗ୍ରାମ ପ୍ରତି ୪୬,୫୦୦ ଟଙ୍କା ରହିଛି ଓ ୨୪ କ୍ୟାରେଟ୍‌ ସୁନାର ଦାମ୍ ୧୦ ଗ୍ରାମ ପ୍ରତି ୫୦,୭୩୦ ଟଙ୍କା ରହିଛି ।

ଦେଶ ବିଦେଶର ସମସ୍ତ ଖବର ସହ ଅପଡେଟ ରହିବା ପାଇଁ ଆମ ପେଜକୁ ଲାଇକ କରି ଆମ ସହିତ ଯୋଡି ହୁଅନ୍ତୁ । ଧନ୍ୟବାଦ

Leave a Reply

Your email address will not be published. Required fields are marked *