Puri Beach ରେ ହିରୋଇନ Archita ଙ୍କର ଫୁଲ ମସ୍ତି, ଭିଡିଓ ହେଲା ଭାଇରାଲ, ଦେଖନ୍ତୁ Video

ବନ୍ଧୁଗଣ ଆପଣ ମାନେ ସମସ୍ତେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ ଅଭିନେତ୍ରୀ ମାନଙ୍କୁ ବେସ ଭଲ ଭାବରେ ଜାଣିଥିବେ । ଏହି ଅଭିନେତ୍ରୀ ମାନେ ନିଜ ପର୍ଶନାଲ ଲାଇଫ ଓ ନିଜ ଅଭିନୟ ପାଇଁ ସୋ-ସି-ଆ-ଲ ମି-ଡି-ଆରେ ସବୁବେଳେ ଚର୍ଚାରେ ରୁହନ୍ତି । ଏହା ସହିତ ଏହି ଅଭିନେତ୍ରୀ ମାନେ ନିଜ ଲଭ ଲାଇଫ ଓ ନିଜ ବିବାହ ପାଇଁ ମଧ୍ୟ ବହୁତ ଚର୍ଚାରେ ରୁହନ୍ତି ।

ଆଜି ଆମେ ଆପଣ ମାନଙ୍କୁ ଯେଉଁ ଓଡିଆ ଅଭିନେତ୍ରୀଙ୍କ ବିଷୟରେ କହିବାକୁ ଯାଉଛୁ ସେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ସୁନାମ ଅର୍ଜନ କରିଛନ୍ତି । ଏହି ଅଭିନେତ୍ରୀ ଜଣକ ଆଉ କେହି ନୁହେଁ ଏ ହେଉଛନ୍ତି ଅର୍ଚ୍ଚିତା ମିଶ୍ର । ଆପଣ ମାନେ ସମସ୍ତେ ଅର୍ଚ୍ଚିତାଙ୍କୁ ଅନେକ ସୁପର ହିଟ ଫିଲ୍ମରେ ନିଶ୍ଚୟ ଦେଖିଥିବେ । ଅର୍ଚ୍ଚିତା ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ କାମ କରି ସୁନାମ ଅର୍ଜନ କରିଛନ୍ତି ଓ ତାଙ୍କ ଲୋକପ୍ରିୟତା ମଧ୍ୟ ବହୁତ ଅଧିକ ରହିଛି ।

ଆସିବା ଦିନରୁ ହିଁ ଅର୍ଚ୍ଚିତା ତାଙ୍କ ସୋ-ସି-ଆ-ଲ ମି-ଡି-ଆ ଆ-କା-ଉ-ଣ୍ଟ-ରେ ନୂଆ ନୂଆ ଭି-ଡି-ଓ ଓ ଫଟୋ ଅ-ପ-ଲୋ-ଡ କରନ୍ତି । ବନ୍ଧୁଗଣ ଗତ କିଛି ସମୟ ହେବ ସୋ-ସି-ଆ-ଲ ମି-ଡି-ଆ-ରେ ଅର୍ଚ୍ଚିତାଙ୍କ ଏକ ଭିଡିଓ ବହୁତ ମାତ୍ରାରେ ଭା-ଇ-ରା-ଲ ହେଉଛି ଓ ଆଜି ଆମେ ଆପଣ ମାନଙ୍କୁ ଏହି ଭିଡିଓ ବିଷୟରେ କହିବାକୁ ଯାଉଛୁ । ତା ହେଲେ ବନ୍ଧୁଗଣ ଆସନ୍ତୁ ଜାଣିବା ଏହି ଭିଡିଓ ବିଷୟରେ ।

ଗତ କିଛି ଦିନ ତଳେ ଅର୍ଚ୍ଚିତା ଛୁଟି ନେଇ ପୁରୀ ଯାଇଥିଲେ ଓ ତାର ଭିଡିଓ ସୋ-ସି-ଆ-ଲ ମି-ଡି-ଆରେ ଅ-ପ-ଲୋ-ଡ କରିଛନ୍ତି । ଅର୍ଚ୍ଚିତା ପୁରୀ ଯାଇ ବହୁତ ଏଞ୍ଜୋଏ କରୁଛନ୍ତି । ସେ ବାଲିରେ ମନ୍ଦିର ତଳୁଥିବାର ମଧ୍ୟ ନଜର ଆସୁଛନ୍ତି । ଅର୍ଚ୍ଚିତାଙ୍କ ଏହି ଖୁସି ଭିଡିଓ ସମସ୍ତ ଲୋକ ବେସ ପସନ୍ଦ କରିଛନ୍ତି । ତା ହେଲେ ବନ୍ଧୁଗଣ ଆପଣ ମାନଙ୍କୁ ଅର୍ଚ୍ଚିତାଙ୍କ ଏହି ଭିଡିଓ କେମିତି ଲାଗିଲା ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ଧନ୍ୟବାଦ ।

Leave a Reply

Your email address will not be published. Required fields are marked *