ବନ୍ଧୁଗଣ ଆପଣ ମାନେ ସମସ୍ତେ ସୋସିଆଲ ମିଡିଆ ସହ ଜଡିତ ହୋଇ ରହୁଛନ୍ତି । ତେବେ ସୋସିଆଲ ମିଡିଆରେ ଲୋକମାନେ ଦେଶ ବିଦେଶର ସମସ୍ତ ଘଟଣା ଓ ଖବର ବିଷୟରେ ଅତି ସହଜରେ ଜାଣିବା ସହ ଯେକୌଣସି ସ୍ଥାନରେ ରହି ନିଜ ମନୋରଞ୍ଜନ ମଧ୍ୟ କରିପାରୁ ଛନ୍ତି । ବନ୍ଧୁଗଣ ସୋସିଆଲ ମିଡିଆ ହେଉଛି ଏକ ଏପରି ପ୍ଲାଟଫର୍ମ ଯାହା ମଧ୍ୟରେ ଲୋକମାନେ ଫେମସ ହୋଇପାରିବେ ।

ଆଜି ଆମେ ଆପଣ ମାନଙ୍କୁ ଏପରି ଏକ ଦମ୍ପତ୍ତିଙ୍କ ବିଷୟରେ କହିବାକୁ ଯାଉଛୁ ଯିଏ ସୋସିଆଲ ମିଡିଆ ମାଧ୍ୟମରେ ଆଜି ସଫଳତା ହାସଲ କରିଛନ୍ତି । ବନ୍ଧୁଗଣ ଏହି ଦୁଇଜଣ ଦମ୍ପତ୍ତି ହେଉଛନ୍ତି ରୂପା ଓ ପିଣ୍ଟୁ । ଆପଣ ମାନେ ସମସ୍ତେ ରୂପା ପିଣ୍ଟୁଙ୍କ ୟୁଟ୍ୟୁବ ଚ୍ୟାନେଲ ନିଶ୍ଚୟ ଦେଖିଥିବେ । ଏହି ଦୁଇଜଣ ଅନେଲ ଆଲବମ ଭିଡିଓ ଅପଲୋଡ କରନ୍ତି ଓ ଏହା ସହ ବ୍ଲଗିଙ୍ଗ ଭିଡିଓ ମଧ୍ୟ କରନ୍ତି ।
ଓଡିଶାରେ ଏହି ଦୁଇଜଣଙ୍କ ଲୋକପ୍ରିୟତା ବହୁତ ଅଧିକ ରହିଛି । ରୂପା ଓ ପିଣ୍ଟୁଙ୍କୁ ଲୋକମାନେ ବହୁତ ଅଧିକ ଭଲ ପାଉଛନ୍ତି । ତେବେ ଗତ କିଛି ସମୟ ହେବ ରୂପା ପିଣ୍ଟୁଙ୍କର ଏକ ନୂଆ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ଓ ଆଜି ଆମେ ଆପଣ ମାନଙ୍କୁ ଏହି ଭିଡିଓ ବିଷୟରେ କହିବାକୁ ଯାଉଛୁ । ତା ହେଲେ ବନ୍ଧୁଗଣ ଆଉ ଡେରି ନକରି ଆସନ୍ତୁ ଜାଣିବା ଏହି ସବୁ ଭିଡିଓ ବିଷୟରେ ।
ବନ୍ଧୁଗଣ ଆପଣ ମାନେ ସମସ୍ତେ ତ ଏହା ନିଶ୍ଚୟ ଜାଣିଥିବେ ଯେ, ଗତ କାଲି ଥିଲା ପବିତ୍ର ସାବିତ୍ରୀ ବ୍ରତ । ଗତ କାଲି ରୂପା ସାବିତ୍ରୀ ବ୍ରତ କେମିତି କରିଛନ୍ତି ତାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି । ଏହି ଭିଡିଓଟିକୁ ପିଣ୍ଟୁ ରେକର୍ଡ କରିଛନ୍ତି । ଭିଡିଓରେ ରୂପା ନିଜ ପାଦରେ ଅଳତା ଲଗାଉ ଥିବାର ଆଉ ସହ ବାଜ ହେଉଥିବାର ନଜର ଆସୁଛନ୍ତି । ତା ପରେ ରୂପା ପୂଜା ପାଇଁ ଆଣିଥିବା ସମସ୍ତ ସାମଗ୍ରୀ ବିଷୟରେ କହୁଛନ୍ତି ।

ବନ୍ଧୁଗଣ ଗାଁରେ ଥିବା ସମସ୍ତ ମହିଳା ଗୋଟିଏ ସ୍ଥାନରେ ଏକାଠି ହୋଇ ଏହି ପୂଜା କରୁଛନ୍ତି । ରୂପା ସାବିତ୍ରୀ ପୂଜାରେ ଓଡିଆ ବିଧି ବିଧାନର ସହ ପୂଜା ଅର୍ଚ୍ଚା କରୁଥିବାର ନଜର ଆସୁଛନ୍ତି । ତା ହେଲେ ବନ୍ଧୁଗଣ ରୂପା ପିଣ୍ଟୁଙ୍କର ଏହି ସାବିତ୍ରୀ ପୂଜା ଭିଡିଓଟି ଆପଣ ମାନଙ୍କୁ କେମିତି ଲାଗିଲା ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ଧନ୍ୟବାଦ ।

