ଦେଖନ୍ତୁ Sabyasachi ଓ Archita ଙ୍କ ଫୁଲ୍ ରୋମାଣ୍ଟିକ ଭିଡିଓ 

ବନ୍ଧୁଗଣ ଆପଣ ମାନେ ସମସ୍ତେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ କଳାକାର ମାନଙ୍କୁ ବେସ ଭଲ ଭାବରେ ଜାଣିଥିବେ । ଏହି କଳାକାର ମାନେ ନିଜ ପର୍ଶନାଲ ଲାଇଫ ଓ ନିଜ ଅଭିନୟ ପାଇଁ ସବୁବେଳେ ଚର୍ଚ୍ଚାରେ ରୁହନ୍ତି । ତେବେ ଆଜି ଆମେ ଆପଣ ମାନଙ୍କୁ ଯେଉଁ ଓଡିଆ କଳାକାରଙ୍କ ବିଷୟରେ କହିବାକୁ ଯାଉଛୁ ସେ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ପ୍ରସିଦ୍ଧି ହାସଲ କରିଛନ୍ତି । ବନ୍ଧୁଗଣ ଏହି କଳାକାର ଦୁଇଜଣ ହେଉଛନ୍ତି ସବ୍ୟସାଚୀ ମିଶ୍ର ଓ ଅର୍ଚ୍ଚିତା ।

ବନ୍ଧୁଗଣ ଆପଣ ମାନେ ସମସ୍ତେ ସବ୍ୟ ଓ ଅର୍ଚ୍ଚିତାଙ୍କ ଅନେକ ସୁପର ହିଟ ଫିଲ୍ମ ଦେଖିଥିବେ । ଉଭୟ ସବ୍ୟ ଓ ଅର୍ଚ୍ଚିତା ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ କାମ କରି ସୁନାମ ଅର୍ଜନ କରିଛନ୍ତି ଏବଂ ଉଭୟଙ୍କ ଲୋକପ୍ରିୟତା ମଧ୍ୟ ବେସ ଅଧିକ ରହିଛି । ତେବେ ବନ୍ଧୁଗଣ ନିଜ ପର୍ଶନାଲ ଲାଇଫ ଓ ନିଜ ଫିଲ୍ମ ଗୁଡିକ ପାଇଁ ସବୁବେଳେ ଚର୍ଚ୍ଚାରେ ରୁହନ୍ତି ଏହି ଦୁଇଜଣ ।

ଆସିବା ଦିନରୁ ସବ୍ୟ ଓ ଅର୍ଚ୍ଚିତା ନିଜର ଅନେକ ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ଅପଲୋଡ କରନ୍ତି ଆଉ ତାଙ୍କର ସମସ୍ତ ଭିଡିଓ ଗୁଡିକ ଦେଖୁ ଦେଖୁ ଭାଇରାଲ ମଧ୍ୟ ହୋଇଯାଏ । ଉଭୟ ନିଜ ମ୍ୟାରେଜ ଲାଇଫକୁ ନେଇ ସୋସିଆଲ ମିଡିଆରେ ବହୁତ ଚର୍ଚ୍ଚାରେ ରୁହନ୍ତି । ଆପଣ ମାନେ ସମସ୍ତେ ତ ଏହା ନିଶ୍ଚୟ ଜାଣିଥିବେ ଯେ ଉଭୟ ସବ୍ୟ ଓ ଅର୍ଚ୍ଚିତା ଗତ ବର୍ଷ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ ।

ସବ୍ୟ ଓ ଅର୍ଚ୍ଚିତା ଏକା ସହ ଅନେକ ଓଡିଆ ଫିଲ୍ମରେ କାମ କରିଛନ୍ତି । ଉଭୟଙ୍କ ଯୋଡିକୁ ମଧ୍ୟ ଲୋକମାନେ ବେସ ଅଧିକ ପସନ୍ଦ କରନ୍ତି । ବିବାହ ପରେ ଉଭୟ ଏକା ସହ ବହୁତ ଖୁସିରେ ରହୁଛନ୍ତି । ତେବେ ବନ୍ଧୁଗଣ ଗତ କିଛି ସମୟ ହେବ ସବ୍ୟ ଓ ଅର୍ଚ୍ଚିତାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଆଜି ଆମେ ଆପଣ ମାନଙ୍କୁ ଏହି ଭିଡିଓ ବିଷୟରେ କହିବାକୁ ଯାଉଛୁ ।

ତା ହେଲେ ବନ୍ଧୁଗଣ ଆଉ ଡେରି ନକରି ଆସନ୍ତୁ ଜାଣିବା ଏହି ଭିଡିଓ ବିଷୟରେ । ଭାଇରାଲ ହେଉଥିବା ଭିଡିଓରେ ଉଭୟ ସବ୍ୟ ଓ ଅର୍ଚ୍ଚିତା ରୋମାନ୍ସ କରୁଥିବାର ନଜର ଆସୁଛନ୍ତି । ତାଙ୍କ ଫ୍ୟାନ୍ସ ମାନେ ଏହି ଭିଡିଓଟିକୁ ବେସ ପସନ୍ଦ କରିଛନ୍ତି । ତା ହେଲେ ବନ୍ଧୁଗଣ ଆପଣ ମାନଙ୍କୁ ସବ୍ୟ ଓ ଅର୍ଚ୍ଚିତାଙ୍କର ଏହି ଭିଡିଓଟି କେମିତି ଲାଗିଲା ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ଧନ୍ୟବାଦ ।

Leave a Reply

Your email address will not be published. Required fields are marked *