ସରିଗଲା କି viral ବୟ Santanu ଙ୍କ Craze, ଗାଁ ରେ ଏମିତି ମାଛ ଧରୁଥିବାର ଆସିଲେ ନଜର, ଦେଖନ୍ତୁ Video

ବନ୍ଧୁଗଣ ଏବେ ଦୁନିଆର ସମସ୍ତ ଲୋକ ସୋସିଆଲ ମିଡିଆ ସହ ଜଡିତ ହୋଇ ରହୁଛନ୍ତି । ଆଜିକାଲି ଦୁନିଆରେ ଏପରି ସବୁ ଘଟଣା ଘଟୁଛି ଯାହା ସୋସିଆଲ ମିଡିଆରେ ବହୁତ ମାତ୍ରାରେ ଭାଇରାଲ ହେଉଛି । ଏହି ସବୁ ଘଟଣା ଓ ଖବର ଗୁଡିକୁ ଲୋକମାନେ ଯେକୌଣସି ସ୍ଥାନରେ ରହି ସୋସିଆଲ ମିଡିଆ ମାଧ୍ୟମରେ ଜାଣି ପାରୁଛନ୍ତି । ଏହା ସହିତ ଲୋକମାନେ ନିଜ ମନୋରଞ୍ଜନ ପାଇଁ ମଧ୍ୟ ସୋସିଆଲ ମିଡିଆର ବ୍ୟବହାର କରୁଛନ୍ତି ।

ସୋସିଆଲ ମିଡିଆରେ ଏପରି ଅନେକ ଭିଡିଓ ଭାଇରାଲ ହେଉଛି ଯାହା ଆପଣଙ୍କ ମନୋରଞ୍ଜନ କରିଦେବ । ଅନେକ ଲୋକ ନିଜ ଟ୍ୟାଲେନ୍ଟ ସୋସିଆଲ ମିଡିଆରେ ପଦର୍ଶନ କରି ଅତି ସହଜରେ ଫେମସ ହୋଇ ପାରୁଛନ୍ତି । ତେବେ ବନ୍ଧୁଗଣ ଗତ କିଛି ସମୟ ହେବ ସୋସିଆଲ ମିଡିଆରେ ଏକ ଭିଡିଓ ବହୁତ ମାତ୍ରାରେ ଭାଇରାଲ ହେଉଛି ଓ ଆଜି ଆମେ ଆପଣ ମାନଙ୍କୁ ଏହି ଭିଡିଓ ବିଷୟରେ କହିବାକୁ ଯାଉଛୁ ।

ବନ୍ଧୁଗଣ ଆପଣ ମାନେ ସମସ୍ତେ ଏହି ଭିଡିଓଟି ଦେଖିଲେ ବହୁତ ଖୁସି ହୋଇଯିବେ । ତେବେ ଏହି ଭିଡିଓ ଟି ଏବେ ସମସ୍ତ ସ୍ଥାନରେ ଚର୍ଚ୍ଚାର ବିଷୟ ପାଲଟିଛି ତା ହେଲେ ବନ୍ଧୁଗଣ ଆଉ ଡେରି ନକରି ଆସନ୍ତୁ ଜାଣିବା ଏହି ଭିଡିଓ ବିଷୟରେ । ବନ୍ଧୁଗଣ ଏହି ଭିଡିଓଟି ହେଉଛି ଭାଇଆରାଲ ବଏ ସାନ୍ତନୁଙ୍କର । ଆପଣ ମାନେ ସମସ୍ତେ କୁନି କଳାକାର ସାନ୍ତନୁଙ୍କୁ ବେସ ଭଲ ଭାବରେ ଜାଣିଥିବେ ।

ଟିଭି ରିଆଲିଟି ସୋ ‘ଓଡିଶାର ନୂଆ ସ୍ଵର’ର ସାନ୍ତନୁ ନିଜ ଟ୍ୟାଲେନ୍ଟ ଦେଖାଇ ସାରା ଓଡିଶା ବାସୀଙ୍କ ମନ ଜିତିଛନ୍ତି । ସେ କେତେକ ଆଲବମ ଭିଡିଓରେ ମଧ୍ୟ କାମ କରିସାରିଛନ୍ତି ଆଉ ସେହି ସବୁ ଭିଡିଓ ଗୁଡିକ ଏବେ ଭାଇରାଲ ହେଉଛି । ଏବେ ସାନ୍ତନୁଙ୍କର ଏକ ନୂଆ ଭିଡିଓ ଭାଇରାଲ ହେବାରେ ଲାଗିଛି । ଏହି ଭିଡିଓରେ ସାନ୍ତନୁ ଏକ ମାଛ ସହ ଖେଳୁ ଥିବାର ନଜର ଆସୁଛନ୍ତି ।

ଭିଡିଓରେ ସାନ୍ତନୁ ଏକ ମାଛକୁ ଗୋଟିଏ ଜାଗରୁ ଅନ୍ୟ ଜାଗାକୁ ନେଇ ଛାଡି ଦେଲେ । ଏହାର ଭିଡିଓଟି ଏବେ ସାରା ଓଡିଶାରେ ଭାଇରାଲ ହେଉଛି । ଭିଡିଓରେ ସାନ୍ତନୁଙ୍କ ମା ମଧ୍ୟ ତାଙ୍କୁ ମାଛ ସହ ଖେଳିବାକୁ ମନା କରୁଛନ୍ତି । ତେବେ ଏହି ଭିଡିଓଟି ଏବେ ସମସ୍ତ ସ୍ଥାନରେ ଚର୍ଚ୍ଚାରେ ରହିଛି । ତା ହେଲେ ବନ୍ଧୁଗଣ ଆପଣ ମାନଙ୍କୁ ଏହି ଭିଡିଓଟି କେମିତି ଲାଗିଲା ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ଧନ୍ୟବାଦ ।

Leave a Reply

Your email address will not be published. Required fields are marked *