ଦେଖନ୍ତୁ ଶାଶୁଘରେ କେମିତି ଅଛନ୍ତି ଓଡିଆ ସିରିଏଲ ହିରୋଇନ Deepika ?

ବନ୍ଧୁଗଣ ଆପଣ ମାନେ ସମସ୍ତେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ ଅଭିନେତ୍ରୀ ମାନଙ୍କୁ ବେସ ଭଲ ଭାବରେ ଜାଣିଥିବେ । ଏହି ଅଭିନେତ୍ରୀ ମାନେ ନିଜ ପର୍ଶନାଲ ଲାଇଫ ଓ ନିଜ ସୁନ୍ଦରତା ପାଇଁ ବହୁତ ଚର୍ଚାରେ ରୁହନ୍ତି । ଏହା ସହିତ ଏହି ଅଭିନେତ୍ରୀ ମାନେ ନିଜ ଲଭ ଅଫେୟାର ଓ ନିଜ ବିବାହ ପାଇଁ ମଧ୍ୟ ସୋସିଆଲ ମିଡିଆରେ ବହୁତ ଚର୍ଚାରେ ରୁହନ୍ତି । ତେବେ ବନ୍ଧୁଗଣ ଆଜି ଆମେ ଆପଣ ମାନଙ୍କୁ ଯେଉଁ ଓଡିଆ ଅଭିନେତ୍ରୀ ଜଣକଙ୍କ ବିଷୟରେ କହିବାକୁ ଯାଉଛୁ ସେ ଆମ ଓଡିଆ ଟିଭି ଇଣ୍ଡଷ୍ଟ୍ରିରେ ପ୍ରସିଦ୍ଧି ହାସଲ କରିଛନ୍ତି ।

ଏହି ଅଭିନେତ୍ରୀ ଜଣକ ଆଉ କେହି ନୁହେଁ ଏ ହେଉଛନ୍ତି ଦୀପିକା ତ୍ରିପାଠୀ । ବନ୍ଧୁଗଣ ଆପଣ ମାନେ ସମସ୍ତେ ଦୀପିକାଙ୍କୁ ଅନେକ ଟିଭି ସିରିଏଲରେ ଦେଖିଥିବେ । ଦୀପିକା ନିଜ ଜବରଦସ୍ତ ଅଭିନୟ ପାଇଁ ସୁନାମ ଅର୍ଜନ କରିଛନ୍ତି ଓ ତାଙ୍କ ଲୋକପ୍ରିୟତା ମଧ୍ୟ ବେସ ଅଧିକ ରହିଛି । ତେବେ ଗତ କିଛି ସମୟ ହେବ ଦୀପିକା କିଛି ଅଲଗା କାରଣ ପାଇଁ ସୋସିଆଲ ମିଡିଆରେ ଚର୍ଚାରେ ରହିଛନ୍ତି ।

ଆପଣ ମାନେ ତ ଏହା ନିଶ୍ଚୟ ଜାଣିଥିବେ ଯେ, ଗତ କିଛି ଦିନ ତଳେ ଓଡିଆ ଅଭିନେତ୍ରୀ ଦୀପିକା ତ୍ରିପାଠୀ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ।ଦୀପିକାଙ୍କ ବିବାହରେ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିର ଅନେକ ଦିଗଜ କଳାକାର ମାନେ ଯୋଗ ଦେଇଥିଲେ । ଦୀପିକା ବିବାହ କରିବା ପରେ ତାଙ୍କ ଫ୍ୟାନ୍ସ ମାନେ ମଧ୍ୟ ବେସ ଅଧିକ ଖୁସିରେ ଅଛନ୍ତି ।

ତେବେ ବନ୍ଧୁଗଣ ଦୀପିକାଙ୍କର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ଓ ଆଜି ଆମେ ଆପଣ ମାନଙ୍କୁ ଏହି ଭିଡିଓ ବିଷୟରେ କହିବାକୁ ଯାଉଛୁ । ତା ହେଲେ ବନ୍ଧୁଗଣ ଆଉ ଡେରି ନକରି ଆସନ୍ତୁ ଜାଣିବା ଦୀପିକାଙ୍କ ଏହି ଭିଡିଓ ବିଷୟରେ । ବନ୍ଧୁଗଣ ଆସିବା ଦିନରୁ ଦୀପିକା ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ନୂଆ ନୂଆ ଫଟୋ ଓ ଭିଡିଓ ଅପଲୋଡ କରନ୍ତି ଏବଂ ଦେଖୁ ଦେଖୁ ତାଙ୍କର ସମସ୍ତ ଫଟୋ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଯାଏ ।

ତେବେ ଗତ କିଛି ସମୟ ହେବ ଦୀପିକାଙ୍କର ଏକ ଭିଡିଓ ବହୁତ ଭାଇରାଲ ହେଉଛି । ଦୀପିକା ବିବାହ କରି ନିଜ ଶାଶୁ ଘରକୁ ଯିବା ପରେ ପ୍ରଥମ ଥର ନିଜ ସ୍ଵାମୀଙ୍କ ସହ ଏକ ରିଲ୍ସ ଭିଡିଓ କରି ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ସେୟାର କରିଛନ୍ତି ଯାହା ବର୍ତ୍ତମାନ ବହୁତ ଭାଇରାଲ ହେଉଛି । ତା ହେଲେ ବନ୍ଧୁଗଣ ଆପଣ ମାନଙ୍କୁ ଦୀପିକା ଓ ତାଙ୍କ ସ୍ଵାମୀଙ୍କର ଏହି ଭିଡିଓ କେମିତି ଲାଗିଲା ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ଧନ୍ୟବାଦ ।

Leave a Reply

Your email address will not be published. Required fields are marked *