ହିରୋଇନ Shivani ଓ ତାଙ୍କ ମା’ଙ୍କ ଡ୍ୟାନ୍ସ ଦେଖିଲେ ଆପଣ ପୁରା ଦିବାନା ହେଇଯିବେ, ଦେଖନ୍ତୁ Video

ବନ୍ଧୁଗଣ ଆପଣ ମାନେ ସମସ୍ତେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ ଅଭିନେତ୍ରୀ ମାନଙ୍କୁ ବେସ ଭଲ ଭାବରେ ଜାଣିଥିବେ । ଏହି ଅଭିନେତ୍ରୀ ମାନେ ନିଜ ପର୍ଶନାଲ ଲାଇଫ ଓ ନିଜ ଅଭିନୟ ପାଇଁ ସୋ-ସି-ଆ-ଲ ମି-ଡି-ଆରେ ବହୁତ ଚର୍ଚାରେ ରୁହନ୍ତି । ଆଜି ଆମେ ଆପଣ ମାନଙ୍କୁ ଯେଉଁ ଓଡିଆ ଅଭିନେତ୍ରୀ ଜଣକଙ୍କ ବିଷୟରେ କହିବାକୁ ଯାଉଛୁ ସେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ସୁନାମ ଅର୍ଜନ କରିଛନ୍ତି ।

ବନ୍ଧୁଗଣ ଏହି ଅଭିନେତ୍ରୀ ଜଣକ ଆଉ କେହି ନୁହେଁ ଏ ହେଉଛନ୍ତି ଶିବାନୀ ସଂଗୀତା । ଆପଣ ମାନେ ସମସ୍ତେ ଶିବାନୀଙ୍କୁ ଅନେକ ସୁପର ହିଟ ଫିଲ୍ମରେ ନିଶ୍ଚୟ ଦେଖିଥିବେ । ଶିବାନୀ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅନେକ ଦିଗଜ ଅଭିନେତା ମାନଙ୍କ ସହ କାମ କରି ଛନ୍ତି ଓ ତାଙ୍କ ଲୋକପ୍ରିୟତା ମଧ୍ୟ ବେସ ଅଧିକ ରହିଛି । ଆସିବା ଦିନରୁ ହିଁ ଶିବାନୀ ନିଜ ସୋ-ସି-ଆ-ଲ ମି-ଡି-ଆ ଆକାଉଣ୍ଟରେ ନୂଆ ନୂଆ ଭିଡିଓ ଓ ଫଟୋ ଅପଲୋଡ କରନ୍ତି ।

ସୋ-ସି-ଆ-ଲ ମି-ଡି-ଆରେ ତାଙ୍କର ସମସ୍ତ ଭିଡିଓ ଓ ଫଟୋ ବହୁତ ଭା-ଇ-ରା-ଲ ହୁଏ । ଗତ କିଛି ସମୟ ହେବ ଶିବାନୀ ନିଜ ମାଙ୍କ ସହ ଏକ ଭିଡିଓ ସୋ-ସି-ଆ-ଲ ମି-ଡି-ଆ ଆକାଉଣ୍ଟରେ ଅପଲୋଡ କରିଛନ୍ତି ଓ ଆଜି ଆମେ ଆପଣ ମାନଙ୍କୁ ଶିବାନୀଙ୍କ ଏହି ଭିଡିଓ ବିଷୟରେ କହିବାକୁ ଯାଉଛୁ ।

ଏହି ଭିଡିଓର ଚର୍ଚା ସମସ୍ତ ସ୍ଥାନରେ ହେଉଛି ତା ହେଲେ ବନ୍ଧୁଗଣ ଆସନ୍ତୁ ଜାଣିବା ଶିବାନୀଙ୍କର ଏହି ନୂଆ ଭିଡିଓ ବିଷୟରେ । ଭା-ଇ-ରା-ଲ ହେଉଥିବା ଏହି ଭିଡିଓରେ ଶିବାନୀ ଓ ତାଙ୍କ ମା ଜବରଦସ୍ତ ଡ୍ୟାନ୍ସ କରୁଥିବାର ନଜର ଆସୁଛନ୍ତି । ଏହି ଭିଡିଓରେ ଶିବାନୀ ବହୁତ ଅଧିକ ସୁନ୍ଦର ନଜର ଆସୁଛନ୍ତି । ଏକ ପୁରୁଣା ଓଡିଆ ଗୀତରେ ଡ୍ୟାନ୍ସ କରି ଗୀତକୁ ନୂଆ କରିଛନ୍ତି ଶିବାନୀ ।

ଡ୍ୟାନ୍ସ କରିବା ସମୟରେ ଉଭୟ ଶିବାନୀ ଓ ତାଙ୍କ ମା ବହୁତ ଅଧିକ ଖୁସି ନଜର ଆସୁଛନ୍ତି । ତେବେ ବନ୍ଧୁଗଣ ସୋ-ସି-ଆ-ଲ ମି-ଡି-ଆରେ ଏହି ଭିଡିଓଟି ବହୁତ ଭା-ଇ-ରା-ଲ ହେଉଛି ଓ ତାଙ୍କ ଫ୍ୟାନ୍ସ ମାନେ ମଧ୍ୟ ଏହି ଭିଡିଓଟିକୁ ବେସ ଅଧିକ ପସନ୍ଦ କରୁଛନ୍ତି । ତା ହେଲେ ବନ୍ଧୁଗଣ ଆପଣ ମାନଙ୍କୁ ଶିବାନୀଙ୍କ ଏହି ଭିଡିଓ କେମିତି ଲାଗିଲା ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ଧନ୍ୟବାଦ ।

Leave a Reply

Your email address will not be published. Required fields are marked *